Tag: Odisha

ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ରେଡ୍

ବରପଦା ଇଞ୍ଜିନିୟରିଂ କଲେଜ ସମ୍ପର୍କିତ ଏକ ନିର୍ଦ୍ଦିଷ୍ଟ ଜମି ଜାଲିଆତି ମାମଲାରେ କଲେଜର ପୂର୍ବତନ ଅଧ୍ୟକ୍ଷ ଓ ସଭାପତିଙ୍କ ସହ ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ରେଡ୍ ଆରମ୍ଭ ହୋଇଛି । ପୂର୍ବତନ କଲେଜ ଅଧ୍ୟକ୍ଷ…

ଏ ସପ୍ତାହରେ ୬୦ ବିଧାନସଭା ପ୍ରାର୍ଥୀ ଘୋଷଣା କରିବ ବିଜେଡି

ମିଳିଥିବା ବିଶ୍ୱସ୍ତ ସୂତ୍ର ଅନୁସାରେ ଶାସକ ବିଜୁ ଜନତା ଦଳ ପାଖାପାଖି ୬୦ ବିଧାନସଭା ଆସନ ପାଇଁ ଆସନ୍ତା ଶନିବାର କିମ୍ବା ରବିବାର ସୁଦ୍ଧା ପ୍ରାର୍ଥୀ ଘୋଷଣା କରିବ। ଏ ବାବଦରେ ଅଧିକାଂଶ ଆସନରେ ପ୍ରାର୍ଥୀ ଚୂଡାନ୍ତ ସହ ଆଶାୟୀ ମାନଙ୍କ…

ବିଜେଡି-ବିଜେପିର ଓଡ଼ିଶାରେ ବୈବାହିକ ମେଣ୍ଟ – ଅଜୟ କୁମାର

ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେଡିର ସମର୍ଥନ ନେଇ କଟାକ୍ଷ କଲେ ଓଡ଼ିଶା ପିସିସି ପ୍ରଭାରୀ ଡ. ଅଜୟ କୁମାର । ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ ଜରିଆରେ ସେ କହିଛନ୍ତି ଯେ ଦୁଇ ଦଳ ମଧ୍ୟରେ ବୈବାହିକ ମେଣ୍ଟ ପ୍ରକ୍ରିୟା…

ଅଶ୍ବିନୀ ବୈଷ୍ଣବ ହେଲେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ

ନିର୍ଭୟର ଆକଳନ ସତ୍ୟ ହେଲା । ସମସ୍ତ କଳ୍ପନା ଜଳ୍ପନା ର ଅନ୍ତ ଘଟିଲା । କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ହେଲେ ଓଡ଼ିଶାରୁ ବିଜେପି ର ରାଜ୍ୟ ସଭା ପ୍ରାର୍ଥୀ । ଯଦିଓ ଓଡ଼ିଶାରେ ବିଜେପିର ସଂଖ୍ୟା ନାହିଁ,…

ଦୁଇ ଗୁଣ ବଢ଼ିଲା ମମତା ଯୋଜନା ସହାୟତା ରାଶି

ମମତା ଯୋଜନା ସହାୟତା ରାଶି ୨ ଗୁଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା। ମୁଖ୍ୟମନ୍ତ୍ରୀଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଗର୍ଭବତୀ…

ଘରୋଇ ଉପଭୋକ୍ତାଙ୍କ ବିଜୁଳି ଦର ହ୍ରାସ

ନିର୍ବାଚନ ପୂର୍ବରୁ ଉପଭୋକ୍ତାଙ୍କ ପାଇଁ ଖୁସି ଖବର । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଗଲା । ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିଛି । ବିପିଏଲ୍‌ ଉପଭୋକ୍ତାଙ୍କ ପାଇଁ ମାସିକ…

ଓଡ଼ିଶାରୁ ତୃତୀୟ ରାଜ୍ୟ ସଭା ଆସନର ପ୍ରାର୍ଥୀ ହେବେ ଅଶ୍ବିନୀ ବୈଷ୍ଣବ!

ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରୀୟ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟ ସଭା ପ୍ରାର୍ଥୀ ହେବେ । ପୂର୍ବରୁ ବିଜୁ ଜନତା ଦଳ ପକ୍ଷରୁ ଦୁଇଟି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରି ସାରିଥିବା ବେଳେ ତୃତୀୟ…

ରାଜ୍ୟସଭା ନିର୍ବାଚନ: ଦେବାଶିଷ ଓ ଶୁଭାଶିଷଙ୍କ ନାମାଙ୍କନ ଦାଖଲ

ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନ ପାଇଁ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ନାମାଙ୍କନ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନାମାଙ୍କନ କଲେ ଦୁଇ ନେତା। ନାମାଙ୍କନ ଦାଖଲ କରିବା ସମୟରେ ଉପସ୍ଥିତ ଥିଲେ ବିଜେଡିର ବରିଷ୍ଠ ନେତା ଓ ମନ୍ତ୍ରୀ।ବିଧାନସଭାର ରିଟର୍ଣ୍ଣିଂ ଅଫିସରଙ୍କ…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ: କଂଗ୍ରେସର ପୂର୍ବତନ ବରଗଡ଼ ଜିଲା ସଭାପତି ତଥା ଅତାବିରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ ସୋମବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରଦେଶ…

ବରିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ ସାହିତ୍ୟିକ ସାତକଡ଼ି ହୋତାଙ୍କ ପରଲୋକ ଘଟିଛି। ଭୁବନେଶ୍ବରରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡ଼ି ହୋତା। ସେ ଶେଷ ସମୟ ପର୍ଯ୍ୟନ୍ତ…