ତାଜା ଖବର ରାଜ୍ୟ Rajgangpur Burn Victim Succumbs: ଆଖିବୁଜିଲେ ପଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ରାଜଗାଙ୍ଗପୁର ପୀଡ଼ିତା December 8, 2025 Papirani ନିଆଁରେ ପୋଡ଼ି ରାଜଗାଙ୍ଗପୁର ଲାଞ୍ଜିବେରନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ । ରାଉରକେଲା ସ୍ଥିତ ଇସ୍ପାତ ଜେନେରାଲ ହସ୍ପିଟାଲରେ ଯୁକ୍ତତିନି ଛାତ୍ରୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ନିଜ ଶରୀରରେ କିରୋସିନ ଢାଳି ନିଜକୁ ଜାଳି ଦେଇଥିଲେ ନାବାଳିକା ଛାତ୍ରୀ ।…
ଖେଳ ତାଜା ଖବର ଦେଶ ରାଜ୍ୟ Barabati T20: ଭୁବନେଶ୍ବରରେ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟର December 7, 2025 Papirani ୯ ତାରିଖରେ ବାରବାଟୀରେ ଖେଳାଯିବ ପ୍ରଥମ ଟି-୨୦ । ଏଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟର । କଡ଼ା ସୁରକ୍ଷା ଭିତରେ ହୋଟେଲକୁ ଗଲେ ଉଭୟ ଟିମ୍ । ହୋଟେଲ ପରିସରରେ ଉଭୟ ଦଳ ଖେଳାଳିଙ୍କୁ ଭବ୍ୟ…
ତାଜା ଖବର ରାଜ୍ୟ SI Exam Scam: ପୋଲିସ୍ SI ପରୀକ୍ଷା ସ୍କାମ୍; SSB ଯବାନଙ୍କ ସମେତ ୨ ଗିରଫ December 7, 2025 Papirani ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ଘଟଣାରେ ସିବିଆଇର ତନାଘନା ଜାରି ରହିଛି । ଆଉ ଜଣେ SSB ଯବାନଙ୍କ ସମେତ ୨ ଜଣ ଗିରଫ ହୋଇଥିବା ଜଣାପଡିଛି । ଦୁଇ ଦିନ ଜେରା ପରେ SSB ଯବାନ ଅର୍ଜୁନ ନାୟକଙ୍କୁ…
ତାଜା ଖବର ରାଜ୍ୟ Odisha Cold Wave: ରାଜ୍ୟରେ ବଢ଼ୁଛି ଶୀତ; ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର December 7, 2025 Papirani ରାଜ୍ୟରେ ବଢ଼ୁଛି ଶୀତ। ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର । ସେହିପରି ୧୫ ଡିଗ୍ରୀ…
ରାଜ୍ୟ Maa Tarini Temple Development: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମା’ତାରିଣୀଙ୍କ ପୀଠ ଗସ୍ତ December 6, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିବେ । ଏହି ଗସ୍ତ କେବଳ ନିଜ ଜିଲ୍ଲା ଗସ୍ତ ନୁହେଁ; ଜିଲ୍ଲାର ମୂଳ ସାଂସ୍କୃତିକ ପରିଚୟ ମା’ ତାରିଣୀ ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ନୂଆ…
ତାଜା ଖବର ରାଜ୍ୟ Global Energy Leaders’ Summit 2025: ପୁରୀରେ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ December 6, 2025 Nirvay ପୁରୀ ଠାରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍ (Global Energy Leaders’ Summit 2025) କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଉଦ୍ଘାଟନ କରିଛନ୍ତି । ଉକ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ…
ରାଜ୍ୟ Teacher Eligibility Test: ଜାନୁଆରୀ ୨୦ରେ ହେବ OSSTET ପରୀକ୍ଷା December 6, 2025 Nirvay ଆସନ୍ତା ଜାନୁଆରୀ ୨୦ ତାରିଖରେ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) OSSTET- ୨୦୨୫ ଅନୁଷ୍ଠିତ ହେବ । ପେପର-୧ ସକାଳ ୯ରୁ ସାଢ଼େ ୧୧ ଯାଏ ଚାଲିବ । ସେଇଭଳି ପେପର-୨ ପରୀକ୍ଷା ଅପରାହ୍ନ ୨ରୁ ୪ଟା…
ରାଜ୍ୟ No New Liquor Shops In Odisha: ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ December 6, 2025 Nirvay ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ବିଧାନସଭାରେ ଉତ୍ତର ରଖି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି । ଅବକାରୀ ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଦ୍ୱାରା ସମୟ ସମୟରେ ଆବଣ୍ଟିତ ଅନେକ ମଦ…
ତାଜା ଖବର ରାଜ୍ୟ ANM Exam Cancellation: ନିଯୁକ୍ତି ପରୀକ୍ଷା ବାରମ୍ବାର ବାତିଲ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ December 6, 2025 Nirvay ରାଜ୍ୟରେ ବାରମ୍ବାର ନିଯୁକ୍ତି ପରୀକ୍ଷା ବାତିଲ ହେବା ଦ୍ୱାରା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି ବୋଲି ରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି । ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର…
ରାଜ୍ୟ Mukhyamantri Kanya Bibaha Yojana: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ଲାଇନ୍ December 6, 2025 Nirvay ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ ଲାଇନ୍ । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ବା ଏମକେବିୱାଇକୁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ । କନ୍ୟା ବିବାହ ଯୋଜନାରେ ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କାର…