Tag: Odisha

ସରକାରଙ୍କ ବିଫଳତା ଲୁଚାଇବାକୁ ବିଜେପି ବିଧାୟକଙ୍କ ଅବାଂଛିତ ମନ୍ତବ୍ୟ: ବିଜେଡି

ବିଜେପି ବିଧାୟକ ସରୋଜ ପାଢ଼ୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜୁ ଜନତା ଦଳ ପ୍ରତି ଦେଇଥିବା ଅରୁଚିକର ଓ ଅଶାଳୀନ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ, ସରକାରଙ୍କ ବିଫଳତାକୁ ଲୁଚାଇବାକୁ ବିଧାୟକ ଏପରି…

ଫୁଟବଲ ଖେଳାଳିଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦେବଗଡ଼ର ଶୁଳିଆପଦା, ଆଇଜି ଷ୍ଟାଡିୟମଠାରେ ଫୁଟବଲ ମ୍ୟାଚ ସମୟରେ ଜଣେ ଖେଳାଳିଙ୍କ ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିବାସହ ମୃତକଙ୍କ ପରିବାର ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଅନୁଯାୟୀ,…

କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମରେ ଓଡ଼ିଆ ଆଦିବାସୀ ଝିଅ ମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ

ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network) ଅଧୀନରେ,…

ଦାଦନ ରୋକିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ: ଉପମୁଖ୍ୟମନ୍ତ୍ରୀ

ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି । ଦାଦନ ରୋକିବା ପାଇଁ ପ୍ରସ୍ତୁତ ହୋଇଛି ରାଜ୍ୟ ସରକାରଙ୍କ ବଡ଼ ବ୍ଲୁ ପ୍ରିଣ୍ଟ । ଏ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ । ଆଜି ଦାଦନ ରୋକିବାକୁ ନେଇ…

ଚାଷୀ ପଞ୍ଜୀକରଣରେ ଓଡ଼ିଶା କଲା ସର୍ବକାଳୀନ ରେକର୍ଡ

ଚାଷୀ ପଞ୍ଜୀକରଣରେ ଓଡ଼ିଶା କଲା ସର୍ବକାଳୀନ ରେକର୍ଡ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ଏବେ ସୁଦ୍ଧା ୧୮ ଲକ୍ଷ ୫୦ ହଜାର ୯୮୩ ଚାଷୀ ପଞ୍ଜୀକରଣ କରିଛନ୍ତି ।…

ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଆଜିଠାରୁ ଆରମ୍ଭ ଆବେଦେନ

ଆଜିଠୁ ଆରମ୍ଭ ହେବ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା । ପ୍ରଥମ ପର୍ଯ୍ୟାୟ ନାମଲେଖା ପରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଆଜିଠୁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । www.samsodisha.gov.in ରେ ଛାତ୍ରଛାତ୍ରୀମାନେ ଆସନ୍ତା ଅଗଷ୍ଟ ୩୧…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୁଲିସ୍ ଏସ୍‌ଆଇ

ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବରଗଡ଼ ଜିଲ୍ଲାର ପୁଲିସ୍ ଏସ୍ଆଇ ଜଗା ବରିହା । ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭ ହଜାର…

କାଲି ଦିଲ୍ଲୀରେ ବସିବ ଓଡ଼ିଶା କଂଗ୍ରେସ ପାଇଁ ବୈଠକ; ଚୟନ ହେବ ଜିଲ୍ଲା ସଭାପତି

ଆସନ୍ତାକାଲି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ହେବାକୁ ଯାଇଛି ବଡ଼ ବୈଠକ । ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ବୈଠକ । ଏହି ବୈଠକ ପରେ ଜିଲ୍ଲା ସଭାପତି ବାଛିବେ। ଏହି ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଦାସ…

ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍‌

ସମ୍ବଲପୁରରେ ଖୋଲିବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍ । ଖୁବଶୀଘ୍ର ଏହା ଆରମ୍ଭ ହେବ । ଏହି ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନସିଂହଦେଓ । ଓୟୁଏଟିର ୬୪ତମ ପ୍ରତିଷ୍ଠା ଦିବସ ଅବସରରେ ଯୋଗ ଦେଇ ସେ ଉପ ମୁଖ୍ୟମନ୍ତ୍ରୀ…

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୫ରୁ ୨୮ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୪୮ ଘଣ୍ଟାରେ ଘନୀଭୂତି ହେବା ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ।…