Tag: Odisha

ଦ୍ବିତୀୟ ବର୍ଷ ପାଇଁ ସଂକଟରେ ସାସ୍ଥ୍ୟ, ଟ୍ରାଫିକ, ଆଇନଶୃଙ୍ଖଳା

ମୋହନ ସରକାର ଆଉ କିଛିଦିନ ପରେ ବର୍ଷପୂର୍ତି ପାଳନ କରିବେ । ଦ୍ବିତୀୟ ବର୍ଷ ପାଇଁ ମୋହନ ସରକାରଙ୍କ ସକାଶେ ୩ଟି ବଡ଼ ସମସ୍ୟା ଗୁରୁତର ପରିସ୍ଥିତି ସୃଷ୍ଟି କରିବା ଆଶଙ୍କାକୁ ଏଡା଼ଇ ଦିଆଯାଇ ପାରୁନାହିଁ । ଏହି ୩ଟି କ୍ଷେତ୍ର…

ବୌଦ୍ଧରେ ପ୍ରକଳ୍ପ ଗୁଡ଼ିକୁ ଅଧିକ ତ୍ୱରାନ୍ୱିତ ଗତିରେ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକ ରେ ନିଜର…

ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ହେବ ପାଳନ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ

ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ହସ୍ତାନ୍ତର ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମନ୍ଦିର ସମ୍ପିତ୍ତିର ବିକ୍ରି, ଲିଜ୍ ବା…

ଆସୁଛି ଲଘୁଚାପ; ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା!

ରାଜ୍ୟରେ ବଦଳୁଛି ପାଣିପାଗ । ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ । ଆସନ୍ତା ମେ ୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ମେ’ ୨୧ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଏକ…

ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଅପରେସନ୍‍ ସିନ୍ଦୁର’ର ସଫଳତା ପାଳନ ଅବସରରେ ଭୁବନେଶ୍ୱର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‍ଘାଟନ କରିବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ଲିଙ୍ଗିପୁର ପଞ୍ଚାୟତର ନୂଆଗାଁ ଛକଠାରୁ ଝାଡୁମଲ୍ଲୀ ମନ୍ଦିର…

ବିଜୁ ଜନତା ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ

ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ବୈଠକ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ ବ୍ୟାପାର ସମ୍ପର୍କରେ ବିସ୍ତୃତ ଆଲୋଚନା…

ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ

ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲ ରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେଵା ପରେ ମହାପ୍ରସାଦକୁ ଡାଇନିଂ ଟେବୁଲରେ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି…

ପୁଣି ବିବାଦ ବଢ଼ାଇଲା ଇସ୍କନ; ଆସନ୍ତାକାଲି ଲଣ୍ଡନରେ ଅଦିନିଆ ରଥଯାତ୍ରା

ପୁଣି ଇସ୍କନର ମନମାନି । ଇସ୍କନ ପକ୍ଷରୁ ପୁଣିଥରେ ନିୟମର ଉଲ୍ଲଘଂନ କରାଯାଇ ଅଦିନିଆ ରଥଯାତ୍ରା ଆୟୋଜନ କରାଯାଉଛି । ଆସନ୍ତାକାଲି ଇସ୍କନ ଲଣ୍ଡନରେ ଅଦିନିଆ ରଥଯାତ୍ରା ଆୟୋଜନ କରିବାଜୁ ଯାଉଛି । ଇସ୍କନ ଅନୁଗାମୀ ଓ ଜଗନ୍ନାଥ ପ୍ରେମୀ ଯୋଗ…

ବିଜୁ ଜନତା ଦଳକୁ ନେଇ ଭୂପିନ୍ଦର ସିଂ ଙ୍କ ବିସ୍ଫୋରକ ବୟାନ

ବିଜୁ ଜନତା ଦଳକୁ ନେଇ ବିସ୍ଫୋରକ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂ । ବିଜେଡି କମିଟି ଓ ପିଏସିରୁ ବାଦ୍ ପଡ଼ିବା ପରେ ଭୂପିନ୍ଦର ସିଂ ରଖିଛନ୍ତି ନିଜ ପ୍ରତିକ୍ରିୟା । ମୁଁ ସବୁବେଳେ ଖୁସି, ଲୋକଙ୍କ…

ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ପଥର ମାଡ଼

ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସ୍ ଟ୍ରେନକୁ ପଥର ମାଡ଼ ହୋଇଛି । ଶନିବାର ସକାଳ ସମୟରେ ରେଙ୍ଗାଲି ଓ ଝାରସୁଗୁଡ଼ା ଷ୍ଟେସନ ମଧ୍ୟରେ ଟ୍ରେନର ଏସି ବଗି ବି-୭ର ସିଟ୍ ନମ୍ବର ୧୫ ପାଖ ଝରକାକୁ ପଥର ମାଡ଼ ହୋଇ ଟ୍ରେନ୍ କାଚ…