ରାଜ୍ୟ Maa Tarini Temple Development: ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ମା’ତାରିଣୀଙ୍କ ପୀଠ ଗସ୍ତ December 6, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ନିଜ ଜିଲ୍ଲା କେନ୍ଦୁଝର ଗସ୍ତ କରିବେ । ଏହି ଗସ୍ତ କେବଳ ନିଜ ଜିଲ୍ଲା ଗସ୍ତ ନୁହେଁ; ଜିଲ୍ଲାର ମୂଳ ସାଂସ୍କୃତିକ ପରିଚୟ ମା’ ତାରିଣୀ ପୀଠର ସର୍ବାଙ୍ଗୀନ ବିକାଶ ପାଇଁ ନୂଆ…
ତାଜା ଖବର ରାଜ୍ୟ Global Energy Leaders’ Summit 2025: ପୁରୀରେ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ December 6, 2025 Nirvay ପୁରୀ ଠାରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ୍ (Global Energy Leaders’ Summit 2025) କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଉଦ୍ଘାଟନ କରିଛନ୍ତି । ଉକ୍ତ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ବିକାଶରେ ଏନର୍ଜି ସପ୍ଲାଇ…
ରାଜ୍ୟ Teacher Eligibility Test: ଜାନୁଆରୀ ୨୦ରେ ହେବ OSSTET ପରୀକ୍ଷା December 6, 2025 Nirvay ଆସନ୍ତା ଜାନୁଆରୀ ୨୦ ତାରିଖରେ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି) OSSTET- ୨୦୨୫ ଅନୁଷ୍ଠିତ ହେବ । ପେପର-୧ ସକାଳ ୯ରୁ ସାଢ଼େ ୧୧ ଯାଏ ଚାଲିବ । ସେଇଭଳି ପେପର-୨ ପରୀକ୍ଷା ଅପରାହ୍ନ ୨ରୁ ୪ଟା…
ରାଜ୍ୟ No New Liquor Shops In Odisha: ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ December 6, 2025 Nirvay ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ବିଧାନସଭାରେ ଉତ୍ତର ରଖି ଆଇନ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏହି ସୂଚନା ଦେଇଛନ୍ତି । ଅବକାରୀ ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଦ୍ୱାରା ସମୟ ସମୟରେ ଆବଣ୍ଟିତ ଅନେକ ମଦ…
ତାଜା ଖବର ରାଜ୍ୟ ANM Exam Cancellation: ନିଯୁକ୍ତି ପରୀକ୍ଷା ବାରମ୍ବାର ବାତିଲ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ December 6, 2025 Nirvay ରାଜ୍ୟରେ ବାରମ୍ବାର ନିଯୁକ୍ତି ପରୀକ୍ଷା ବାତିଲ ହେବା ଦ୍ୱାରା ଲକ୍ଷ ଲକ୍ଷ ପିଲାଙ୍କ ସ୍ୱପ୍ନକୁ ଧୂଳିସାତ କରୁଛି ବୋଲି ରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି । ଏଏନଏମ ପରୀକ୍ଷା ବାତିଲ କରି ରାଜ୍ୟ ବିଜେପି ସରକାର ପୁଣି ହଜାର…
ରାଜ୍ୟ Mukhyamantri Kanya Bibaha Yojana: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ଲାଇନ୍ December 6, 2025 Nirvay ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଆସିଲା ଗାଇଡ୍ ଲାଇନ୍ । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ବା ଏମକେବିୱାଇକୁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ । କନ୍ୟା ବିବାହ ଯୋଜନାରେ ବିବାହ ପାଇଁ କନ୍ୟାକୁ ମିଳିବ ୫୧ ହଜାର ଟଙ୍କାର…
ରାଜ୍ୟ Ama Bus Accident: ଆମ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ December 5, 2025 Nirvay ପୁଣି ରାଜଧାନୀରେ ଜୀବନ ନେଲା ଆମ ବସ୍ । ବାଣୀବିହାର, ସତସଙ୍ଗ ବିହାର ଛକରେ ବାଇକ ଆରୋହୀଙ୍କୁ ଧକ୍କା ଦେଲା ଆମ ବସ୍ । ଆମ ବସ୍ ମାଡିଯିବାରୁ ଘଟଣା ସ୍ଥଳରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ଏନେଇ ସେଠାରେ…
ରାଜ୍ୟ Gram Panchayat Peon Recruitment: ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍ଆଇଆର୍ December 5, 2025 Nirvay ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍ଆଇଆର୍ ରୁଜୁ ପାଇଁ ଗୃହ ବିଭାଗକୁ ପତ୍ର ପ୍ରେରଣ କରାଯାଇଛି । ଗତ ନଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା ଥାଇ ଏକ ଜାଲିଆତି ପତ୍ରର…
ତାଜା ଖବର ରାଜ୍ୟ Primary Teachers Protest: ଆଜି ବିଧାନସଭା ଆଗରେ ଗର୍ଜିଲେ ହଜାର ହଜାର ପ୍ରାଥମିକ ଶିକ୍ଷକ December 5, 2025 Papirani ଗୋଟିଏ ପଟେ ବିଧାନସଭା ଶୀତ ଅଧିବେଶନ ଚାଲୁଥିବାବେଳେ ରାଜଧାନୀ ରାଜରାସ୍ତାରେ ଧାରଣାରେ ବସିଛନ୍ତି ହଜାର ହଜାର ସଂଖ୍ୟାରେ ଶିକ୍ଷକ । ଆଜି ବିଧାନସଭା ଆଗରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ହଜାର ହଜାର ସଂଖ୍ୟାରେ ପ୍ରାଥମିକ ଶିକ୍ଷକ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।…
ତାଜା ଖବର ରାଜ୍ୟ Matric Exam: ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା; ପ୍ରକାଶ ପାଇଲା ପରୀକ୍ଷା ସୂଚୀ December 5, 2025 Papirani ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚୀ ପ୍ରକାଶ ପାଇଛି । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ…