Tag: Odisha

ଜରୁରୀକାଳୀନ ପରିସ୍ଥିତି ସମୟରେ ଜେଲ୍‌ ଯାଇଥିବା ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ: ମୁଖ୍ୟମନ୍ତ୍ରୀ

ଓଡିଆ ଅସ୍ମିତାର ନିଦର୍ଶନ ସ୍ୱରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ…

ଚାନ୍ଦିପୁରରେ ସୁରକ୍ଷା ପାଇଁ ହାଇଆଲର୍ଟ; ବୈଠକ ଡାକିଲେ ପୂର୍ବାଞ୍ଚଳ ରେଞ୍ଜ ଡିଆଇଜି

ଅପରେସନ ସିନ୍ଦୂର ପରେ ପ୍ରତିଶୋଧର ନିଆଁରେ ଜଳୁଛି ପାକିସ୍ତାନ । ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ତୀବ୍ରତାକୁ ଦୃଷ୍ଟିରେ ରଖି ଭାରତର ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ହାଇଆଲର୍ଟ ଜାରି କରାଯାଇଛି । ଏନେଇ ଓଡ଼ିଶାର ବାଲେଶ୍ବରସ୍ଥିତ…

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରି ଏହି ଅଂଚଳର…

ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ । ୧୦ ଓ ୧୧ରେ ଦୁଇ ଦିନିଆ ଗସ୍ତରେ ଆସିଥାନ୍ତେ ଅମିତ ଶାହ। ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଆଜି ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ । ବିଭିନ୍ନ…

୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ରାଜ୍ୟ କ୍ୟାବିନେଟରେ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ୫ ବିଭାଗର ୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ରାଜ୍ୟର…

ଯୁଦ୍ଧ ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ମକ୍‌ ଡ୍ରିଲ୍‌: ବାଜିଲା ସାଇରନ୍‌

ଯୁଦ୍ଧ ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ମକ୍ ଡ୍ରିଲ। ଆଜି ଅପରାହ୍ନ ୪ଟାରେ ବାଜିଲା ସାଇରନ । ସତର୍କ ହେଲେ ଜନତା । ଯୁଦ୍ଧ ସମୟରେ କିପରି ରହିବେ ସଜାଗ ସଚେତନ କରିଛନ୍ତି ସୁରକ୍ଷାକର୍ମୀ। ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆଜି…

ନୂଆଦିଲ୍ଲୀ ସ୍ଥିତ ରୁଷ ଦୂତାବାସରେ ବିଜୁ ପଟ୍ଟନାୟକଙ୍କ ସ୍ୱତନ୍ତ୍ର ଫଳକ ଉନ୍ମୋଚିତ

ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସୋଭିଏତ ୟୁନିୟନ (ବର୍ତ୍ତମାନର ରୁଷ) ବିଜୟର ୮୦ ତମ ବାର୍ଷିକୀ ଉତ୍ସବ ୯ ତାରିଖରେ ପାଳନ ହେବାକୁ ଥିବାବେଳେ ଆଜି ନୂଆଦିଲ୍ଲୀରେ ରୁଷ ଦୂତାବାସରେ ଏକ ସ୍ୱତନ୍ତ୍ର ଉତ୍ସବ ଆୟୋଜିତ ହୋଇଛି । ଏହି ସ୍ୱତନ୍ତ୍ର ଉତ୍ସବରେ…

ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦକୁ ନେଇ ମମତା ବାନାର୍ଜୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ପଶ୍ଚିମବଙ୍ଗର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିରରେ ‘ଜଗନ୍ନାଥ ଧାମ’ ଲେଖିବା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ଶ୍ରୀଜଗନ୍ନାଥ ଧାମ ପୁରୀ ହିନ୍ଦୁ ଧର୍ମର ଚାରି ଧାମ ମଧ୍ୟରୁ ଗୋଟିଏ ଏବଂ…

ଆଗକୁ ଗାଁରେ ହେବ ମକ୍‌ ଡ୍ରିଲ୍‌: ସୁରେଶ ପୂଜାରୀ

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆସନ୍ତାକାଲି ଓଡ଼ିଶାର ୧୨ଟି ସ୍ଥାନରେ ହେବାକୁ ଯାଉଛି ମକଡ୍ରିଲ୍‌ । ଅଚାନକ ଆକ୍ରମଣ ହେଲେ କିଭଳି ନିଜକୁ ରକ୍ଷା କରିବେ ତାହାକୁ ନେଇ ହେବାକୁଥିବା ମକଡ୍ରିଲ୍‌ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

୧,୧୬୪ ଏକର ଜମିରେ ନିର୍ମିତ ହେବ ପୁରୀ ବିମାନ ବନ୍ଦର

ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର…