ତାଜା ଖବର ରାଜନୀତି ରାଜ୍ୟ କେଉଁ ମନ୍ତ୍ରୀ କେଉଁଠି କରିବେ ପତାକା ଉତ୍ତୋଳନ ? ତାହାକୁ ନେଇ ପ୍ରକାଶ ପାଇଲା ସୂଚୀ August 12, 2025 Papirani ସାରା ଦେଶ ପାଳନ କରିବାକୁ ଯାଉଛି ୭୯ ତମ ସ୍ୱାଧୀନତା ଦିବସ । ଏଥିପାଇଁ ଚାରିଆଡ଼େ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି । ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଜୋରଦାର ପ୍ରସ୍ତୁତି ଚାଲିଛି । ଏହି ସମୟରେ ଓଡ଼ିଶାରେ ସ୍ବାଧୀନତା ଦିବସରେ…
ତାଜା ଖବର ରାଜ୍ୟ ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ AI କ୍ୟାମେରା August 12, 2025 Papirani ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସଚିବ ସ୍ତରୀୟ ବୈଠକ ହୋଇଛି । ଏହି ବୈଠକରେ ୧୦ଟି ଦିଗ ଉପରେ ଫୋକସ୍ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । CMଙ୍କ ଅଫିସରୁ ଆସୁଥିବା UI ନୋଟ୍ର ତୁରନ୍ତ ଉତ୍ତର ସହ ପଦକ୍ଷେପ…
ତାଜା ଖବର ରାଜ୍ୟ ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ August 12, 2025 Papirani ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ରାଜନଗର ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି । ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ । ଏହି…
ରାଜନୀତି ରାଜ୍ୟ ଅକ୍ଟୋବର ୨ ରୁ କଂଗ୍ରେସ କରିବ ସମ୍ବିଧାନ ବଞ୍ଚାଓ ଅଭିଯାନ August 11, 2025 Nirvay ସମ୍ବିଧାନ ବଞ୍ଚାଅ ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ । ରାଜ୍ୟରେ ନାରୀ ନିର୍ଯାତନା ତଥା ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ବିରୋଧରେ ସମ୍ବିଧାନ ବଞ୍ଚାଓ ଅଭିଯାନ କରିବ ଓଡିଶା କଂଗ୍ରେସ । ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ) ରୁ ଆରମ୍ଭ ହୋଇ ତିନିଟି ପର୍ଯ୍ୟାୟରେ…
ରାଜନୀତି ରାଜ୍ୟ ଡବଲ ଇଞ୍ଜିନ ସରକାରରେ ରାଜ୍ୟବାସୀ ଅସହାୟ: ବିଜେଡି August 11, 2025 Nirvay ବରଗଡ ନାବାଳିକା ମୃତ୍ୟୁ ଘଟଣାରେ ଆଇନମନ୍ତ୍ରୀ ଦେଇଥିବା ଦାୟିତ୍ୱହୀନ ମନ୍ତବ୍ୟକୁ ନେଇ ପ୍ରଶ୍ନ ଉଠାଇଛି ବିଜେଡି । ଆତ୍ମାହୁତି କୌଣସି ସମସ୍ୟାର ସମାଧାନ ନୁହେଁ ବୋଲି ପାଠ ପଢ଼ାଉଥିବା ଆଇନମନ୍ତ୍ରୀ ମନେରଖିବା ଉଚିତ, ବିଜେପି ସରକାର ଉପରେ ରାଜ୍ୟବାସୀ ଭରସା ଓ…
ରାଜ୍ୟ ‘ଥାର୍’ ଧକ୍କାରେ ଝିଅ ପରେ ମା’ର ମୃତ୍ୟୁ ଘଟଣା: ପାତ୍ରପଡ଼ାରେ ଉତ୍ତେଜନା August 11, 2025 Nirvay ରାକ୍ଷୀ ପୂର୍ଣ୍ଣିମା ଦିନ ପାତ୍ରପଡ଼ା V2 ସାମ୍ନାରେ ଥାର ଧକ୍କାରେ ୮ ବର୍ଷର ଝିଅର ମୃତ୍ୟୁ ପରେ ଆଜି ମା’ର ମୃତ୍ୟୁ ଘଟଣାରେ ଉତ୍ତ୍ୟକ୍ତ ପରିବାର ଲୋକ ଓ ସ୍ଥାନୀୟ ବାସିନ୍ଦା ଦୁର୍ଘଟଣାସ୍ଥଳରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିଲେ ।…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ୧୪ତମ ପାଳି ଅଭିଯୋଗ ଶୁଣାଣି August 11, 2025 Papirani ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ୧୪ତମ ପାଳି। ଆଜି ଭୁବନେଶ୍ୱର ୟୁନିଟ-୨ ଠାରେ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ମନ୍ତ୍ରୀ ମଣ୍ଡଳର ବରିଷ୍ଠ ମନ୍ତ୍ରୀଗଣ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି।…
ତାଜା ଖବର ରାଜ୍ୟ ଦାୟିତ୍ବ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି August 11, 2025 Papirani ଦାୟିତ୍ବ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ତାଙ୍କ ସହ ମହିଳା କମିସନର ଅନ୍ୟ ସଦସ୍ୟା ମାନେ ମଧ୍ୟ ଦାୟିତ୍ୱ ନେଇଛନ୍ତି । ମହିଳା କମିଶନ କାର୍ଯ୍ୟାଳୟରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି । ଦାୟିତ୍ୱ ନେବା ପରେ…
ତାଜା ଖବର ରାଜ୍ୟ ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ August 11, 2025 Papirani ଆସିଲା ୫ ଜିଲ୍ଲାର ବନ୍ୟା କ୍ଷୟକ୍ଷତି ରିପୋର୍ଟ । କେନ୍ଦୁଝର, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, ଭଦ୍ରକର ବନ୍ୟା କ୍ଷୟକ୍ଷତି ରିପୋର୍ଟ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି ୫ ଜିଲ୍ଲାରେ ବନ୍ୟାପାଣି…
ତାଜା ଖବର ରାଜ୍ୟ ଦେହରେ ନିଆଁ ଲଗାଇ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ August 11, 2025 Papirani ଗତ କିଛି ମାସ ହେବ ରାଜ୍ୟରେ ନାବାଳିକା ହେଉ କି ଯୁବତୀ ପୋଡି ମାମଲା ବଢିବାରେ ଲାଗିଛି । ଗୋଟିଏ ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ଆଉ ଗୋଟେ ଘଟଣା ସାମ୍ନାକୁ ଆସିଯାଇଛି । ପଟ୍ଟାମୁଣ୍ଡାଇରେ ଯୁବତୀଙ୍କୁ ଘରେ ଜଳିଯିବା…