ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ବିଏସକେୱାଇ କାର୍ଡ ଚାଲୁ ରହିଛି: ମୁଖ୍ୟ ଶାସନ ସଚିବ June 6, 2024 Papirani ବିଜେଡି ସରକାରରୁ ଯିବା ପରେ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ବନ୍ଦ ହୋଇଯିବା ନେଇ ଜନ ସାଧାରଣଙ୍କ ମନରେ ବଢିଛି ଦ୍ୱନ୍ଦ । ଜନ ସାଧାରଣଙ୍କ ମନରେ ବିଏସକେୱାଇ କାର୍ଡକୁ ନେଇ ଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ…
ତାଜା ଖବର ରାଜନୀତି ରାଜ୍ୟ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଚାଲୁ ରହିବ :ସ୍ୱାସ୍ଥ୍ୟ ବିଭାଗ June 6, 2024 Papirani ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (BSKY) କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗ ଦେଇଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟର ରୋଗୀଙ୍କ ଚିକିତ୍ସା ପାଇଁ ଉପଲବ୍ଧ ହେଉଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଜାରି ରଖାଯାଉ। ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ…
ତାଜା ଖବର ରାଜନୀତି ରାଜ୍ୟ ବୈଠକରେ ଦଳୀୟ ନେତାଙ୍କ ମନୋବଳ ବଢ଼ାଇଲେ ନବୀନ କିନ୍ତୁ ଅନୁପସ୍ଥିତ ଥିଲେ ପାଣ୍ଡିଆନ June 5, 2024 Papirani ଆଜି ମୁଖ୍ୟମନ୍ତ୍ରୀ ପଦରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ସନ୍ଧ୍ୟାରେ ନବୀନ ନିବାସରେ ତାଙ୍କୁ ଦଳର ନବନିର୍ବାଚିତ ବିଧାୟକମାନେ ସାକ୍ଷାତ କରିଛନ୍ତି । ନେତାମାନେ ଭେଟି ନିର୍ବାଚନରେ ପରାଜୟର କାରଣ ବିଷୟରେ ତର୍ଜମା କରିବାକୁ ନବୀନ ନିବାସରେ ପହଞ୍ଚିଥିଲେ।…
ତାଜା ଖବର ରାଜନୀତି ରାଜ୍ୟ BSKY କାର୍ଡ ଉପରେ କୌଣସି ଦ୍ୱନ୍ଦ୍ୱ ସୃଷ୍ଟି ନ କରି ଚିକିତ୍ସା କରାଯାଉ: ବିଜେପି June 5, 2024 Papirani ୨୦୨୪ ନିର୍ବାଚନରେ ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରେ ଏବଂ ନବୀନ ପଟ୍ଟନାୟକ ଇସ୍ତଫା ଦେବାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ…
ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀରୁ ଇସ୍ତଫା ଦେବା ପରେ ଟ୍ବିଟ କରି କୃତଜ୍ଞତା ଜଣାଇଲେ ନବୀନ ପଟ୍ଟନାୟକ June 5, 2024 Papirani ପ୍ରାୟ ୨୪ବର୍ଷ ଶାସନ କ୍ଷମତାରେ ରହିବା ପରେ ଆଜି ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ନବୀନ ପଟ୍ଟନାୟକ । ଇସ୍ତଫା ଦେବା ପରେ ନବୀନ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଓଡ଼ିଶାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି। https://x.com/Naveen_Odisha/status/1798302033503834376…
ତାଜା ଖବର ରାଜନୀତି ରାଜ୍ୟ ମନମୋହନ ସାମଲଙ୍କ ବଡ଼ ବୟାନ; ଓଡ଼ିଶାରେ ବନ୍ଦ ହୋଇଯିବ ବିଏସକେୱାଇ ଯୋଜନା June 5, 2024 Papirani ଓଡ଼ିଶାରେ ଚଳିତବର୍ଷ ନିର୍ବାଚନରେ ବିଜେପି ବିପୁଳ ବିଜୟ ପରେ ମନମୋହନ ସାମଲ ପ୍ରତିକ୍ରିୟା । ସେ କହିଛନ୍ତି, ଓଡ଼ିଶାରେ ପରିବର୍ତ୍ତନ ଆଣିବା ଲୋକଙ୍କ ମନରେ ଥିଲା। ଏ ନିର୍ବାଚନ ସାଧାରଣ ଲୋକଙ୍କ ଥିଲା, ସେମାନେ ଲଢୁଥିଲେ। ଭ୍ରଷ୍ଟ ଶାସନ ବିରୋଧରେ ଓ…
ତାଜା ଖବର ଦେଶ ରାଜନୀତି ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନରେନ୍ଦ୍ର ମୋଦି June 5, 2024 Papirani ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି । ତେବେ ତୃତୀୟ ଥର ପାଇଁ ଏନ୍ଡିଏ କ୍ଷମତାକୁ ଆସିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନସାଧାରଣଙ୍କୁ ଧନ୍ୟବାଦ…
ତାଜା ଖବର ରାଜ୍ୟ ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି June 5, 2024 Papirani ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ପୋରଣ ମାମଲାରେ ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୧୫ରେ ପହଞ୍ଚିଛି। ଅନ୍ୟପଟେ ୧୨ଜଣ ଏବେ ବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଆଗକୁ ଆହୁରି ମୃତ୍ୟୁ ସଂଖ୍ୟା ବଢିବା ନେଇ ଏସଆରସିଙ୍କ…
ତାଜା ଖବର ରାଜନୀତି ରାଜ୍ୟ ନବୀନ ନିବାସରୁ ନବନିର୍ବାଚିତ ବିଧାୟକଙ୍କୁ ଆସିଲା ଡାକରା June 5, 2024 Papirani ବିଜେଡି ବିଧାୟକଙ୍କୁ ଡାକରା ପଠାଇଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସଂଧ୍ୟାା ୫ଟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ ଦିଆଯାଇଛି ନିର୍ଦ୍ଦେଶ। ନବ ନିର୍ବାଚିତ ବିଧାୟକଙ୍କୁ ସଂଧ୍ୟାରେ ଆସି ନବୀନ ନିବାସରେ ପହଞ୍ଚିବାକୁ କୁହାଯାଇଛି । କିନ୍ତୁ କେଉଁ କରଣ ପାଇଁ…
ତାଜା ଖବର ରାଜନୀତି ରାଜ୍ୟ ୨୪ ବର୍ଷ ପରେ ବଦଳିଲା ସରକାର, ଦେଖନ୍ତୁ କିଏ କେଉଁଠୁ ବିଜୟ ହାସଲ କରିଛି June 5, 2024 Papirani ଚଳିତବର୍ଷ ନିର୍ବାଚନରେ ରାଜ୍ୟ ରାଜନୀତିରେ ବଡ ଧରଣର ଓଲଟପାଲଟ ହୋଇଛି । ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ରାଜ୍ୟରେ ପଟ୍ଟ ପରିବର୍ତନ ହୋଇଛି । ଉପକୂଳରୁ ଆରମ୍ଭ କରି ଦକ୍ଷିଣ, ପଶ୍ଚିମ ଓ ଉତ୍ତରରେ ଉଡିଛି ବିଜେପିର ବିଜୟ…