ତାଜା ଖବର ରାଜ୍ୟ ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ December 21, 2024 Papirani ଡିସେମ୍ବର ୨୧ ଅର୍ଥାତ ଆଜି ହେଉଛି ବର୍ଷର ସବୁଠାରୁ ଛୋଟ ଦିନ ଓ ରାତି ଲମ୍ବା। ଆଜି ଭୁବନେଶ୍ଵରରେ ଦିନ ଛୋଟ ହେବ ରାତି ସମୟ ଲମ୍ବା ରହିବ । ଭୁବନେଶ୍ଵରରେ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ ୨୪ ସେକେଣ୍ଡ…
ତାଜା ଖବର ରାଜ୍ୟ ଜିରୋ ନାଇଟ୍ ଉପରେ ଲାଗିଲା କଟକଣା; ବିନା ଅନୁମତିରେ କରିହେବ ନାହିଁ ସେଲିବ୍ରେସନ୍ December 20, 2024 Papirani ଆସୁଛି ନୂଆବର୍ଷ । ୨୦୨୫ ନୂଆ ବର୍ଷ ପାଇଁ ଏବେଠାରୁ ଚାରିଆଡ଼େ ଜୋରଦାର ପ୍ରସ୍ତୁତି । ପୁରୁଣା ବର୍ଷକୁ ବିଦାୟ ଦେବା ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ କରାଯାଉଥିବା ଜିରୋ ନାଇଟ୍ ସେଲିବ୍ରେସନ୍ ଉପରେ ଲାଗିଲା କଟକଣା ।…
ଦେଶ ରାଜନୀତି ରାଜ୍ୟ ସଂସଦ ଘଟଣାର ସତ ଲୋକଲୋଚନକୁ ଆସୁ :ବିଜେଡି December 19, 2024 Bijaya Laxmi Dash ଆଜି କିଛି ସମୟ ପୂର୍ବରୁ ପ୍ରତାପ ଷଡ଼ଙ୍ଗୀଙ୍କୁ ଠେଲାପେଲା ଘଟଣାକୁ ନିନ୍ଦା କରି ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ କହିଥିଲେ : ଡାକ୍ତରଖାନାରେ ପ୍ରତାପ ଷଢଙ୍ଗୀଙ୍କୁ ରାହୁଲ ଗାନ୍ଧୀ ଭେଟିବା ଉଚିତ । ଏଭଳି ବ୍ୟବହାରକୁ ନିନ୍ଦନୀୟ କହିଥିବାବେଳେ କିଛି ସମୟ…
ରାଜ୍ୟ ଚମ୍ପୁଆ ମହତାବ ସରକାରୀ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି December 19, 2024 Bijaya Laxmi Dash ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦବୋଧନ ଦେଇ କହିଛନ୍ତି । ମୁଖ୍ୟମନ୍ତ୍ରୀ ନିଜ…
ତାଜା ଖବର ରାଜନୀତି ରାଜ୍ୟ ସଂସଦରେ କଂଗ୍ରେସ ଓ ବିଜେପି ମଧ୍ୟରେ ଠେଲାପେଲା ଘଟଣା; ରାଜଧାନୀରେ ବିଜେପି ଯୁବମୋର୍ଚ୍ଚାର ପ୍ରତିବାଦ December 19, 2024 Papirani ସଂସଦ ପରିସରରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଧକ୍କାରେ ପ୍ରତାପ ଷଡଙ୍ଗୀ ପଡ଼ି ଆଘାତ ହେବା ଘଟଣାରେ ଏବେ ଚାରିଆଡ଼େ ରାଜନୈତିକ ଚର୍ଚ୍ଚା ପାଲଟିଛି। ବିଭିନ୍ନ ମହଲରେ ଏହି ଘଟଣାକୁ ନିନ୍ଦା କରାଯିବା ସହିତ ରାହୁଲଙ୍କୁ ବିରୋଧ କରି ଥାନାରେ…
ତାଜା ଖବର ରାଜନୀତି ରାଜ୍ୟ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ December 19, 2024 Papirani ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ । ୨୮, ୨୯, ୩୦ ଭିତରୁ ଦୁଇ ଦିନ ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଦୁଇ ଦିନ…
ରାଜନୀତି ରାଜ୍ୟ ରାଜ୍ୟସଭା ସାଂସଦଙ୍କ ଶପଥ ଭରିପାରୁ ନାହିଁ ଉତ୍ସାହ; ରାଜନୀତିର ଚଉମୁହାଁଣିରେ ବିଜଦ December 19, 2024 Papirani ରାଜନୀତିର ଦୋଛକିରେ ନୁହେଁ ଚଲମୁହାଁଣିରେ ପଢ଼ିଛି ବିଜୁ ଜନତା ଦଳ। ପ୍ରଥମ ଆଶଙ୍କା ହେଲା, ନବୀନଙ୍କ ପରେ ଦଳ ସମ୍ଭାଳିବ କିଏ ? ଦ୍ଵିତୀୟ ଆଶଙ୍କାଟି ହେଲା, ବ୍ଲକସ୍ତର ସଂଗଠନକୁ ନେଇ । ଭାଜପା ଗୋଟିଏ ପରେ ଗୋଟିଏ ବ୍ଲକ୍ରେ ବିଜଦକୁ…
ରାଜ୍ୟ ରମାଦେବୀ ବିଶ୍ୱବିଦ୍ୟାଳୟରେ ୧୦୮ ଫୁଟ ଦୀର୍ଘ ଜାତୀୟ ପତାକା ଉତ୍ତୋଳନ December 18, 2024 Bijaya Laxmi Dash ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପ୍ରଶାସନିକ ଭବନ ଆଗରେ ଆଜି ୧୦୮ ଫୁଟ ଉଚ୍ଚତାର ଖମ୍ବ ଉପରେ ୨୫ ଫୁଟ ଲମ୍ବ ଓ ୨୪ ଫୁଟ ଓସାରର ଜାତୀୟ ପତାକା ଉତ୍ତୋଳନ କରାଯାଇଅଛି । ଫ୍ଲାଗ ଇଣ୍ଡିଆ ପ୍ରତିଷ୍ଠାନର ପ୍ରୋତ୍ସାହନରେ ରମାଦେବୀ ମହିଳା…
ତାଜା ଖବର ରାଜ୍ୟ ସର୍ଗିଫୁଲ ଉତ୍ସବ ୨୦୨୪ ଶୁଭାରମ୍ଭ କଲେ ମନ୍ତ୍ରୀ ରବି ନାରାୟଣ ନାଏକ December 18, 2024 Papirani ଆରମ୍ଭ ହୋଇଯାଇଛି ବହୁ ପ୍ରତୀକ୍ଷିତ ସର୍ଗିଫୁଲ ଉତ୍ସବ ୨୦୨୪ । ତିନିଦିନବ୍ୟାପୀ ହେବାକୁ ଥିବା ଏହି ଉତ୍ସବର ଶୁଭାରମ୍ଭ କରିଛନ୍ତି ମାନ୍ୟବର ମନ୍ତ୍ରୀ, ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ଶ୍ରୀଯୁକ୍ତ ରବି ନାରାୟଣ ନାଏକ । ଅନୁସୂଚିତ ଜନଜାତି,…
ତାଜା ଖବର ରାଜନୀତି ରାଜ୍ୟ ପ୍ରଦୀପଙ୍କ ବିରୋଧରେ ହୋଇଥିବା ଚାକିରି ଠକେଇ ମାମଲାରୁ ଓହରିଲେ ୩ ଏତଲାକାରୀ December 18, 2024 Papirani ଟାଟାରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା କ୍ଲିନ ଚିଟ। ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ହୋଇଥିବା ଠକେଇ ମାମଲାରେ ୩ ଏତଲାକାରୀ ଓହରିଯାଇଛନ୍ତି । ଆଜି ବ୍ରହ୍ମପୁର ଜେଏମଏଫସି କୋର୍ଟରେ ନିଜ ଏତଲା ଉଠାଇ…