Tag: Odisha

Vande Mataram: ଲୋକ ସେବା ଭବନରେ ‘ବନ୍ଦେ ମାତରମ’କୁ ୧୫୦ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ; ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ରାଷ୍ଟ୍ରୀୟ ସଂଗୀତ ‘ବନ୍ଦେ ମାତରମ’କୁ ୧୫୦ ବର୍ଷ ପୂର୍ତ୍ତି । ଏହି ଅବସରରେ ଆଜି ଲୋକ ସେବା ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍ ‘ ର ୧୫୦ ତମ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

Shrimandira: ପୁରୀ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି; ସେବାୟତ ବେଶରେ ଗର୍ଭଗୃହକୁ ପ୍ରବେଶ କଲେ ଶ୍ରଦ୍ଧାଳୁ

ପୁରୀ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ତ୍ରୁଟି ଦେଖିବାକୁ ମିଳିଛି । ଆଜି ଜଣେ ଶ୍ରଦ୍ଧାଳୁ ଗର୍ଭ ଗୃହକୁ ପ୍ରବେଶ କରିଥିବାବେଳେ ଅନ୍ୟଜଣଙ୍କ ନିକଟରୁ ହିଡେନ୍ କ୍ୟାମେରା ଯୁକ୍ତ ଚଷମା ଜବତ କରାଯାଇଛି । ଆଜି ସକାଳେ ଜଣେ ଶ୍ରଦ୍ଧାଳୁ ସେବାୟତ ବେଶ…

Nuapada Bypoll: ଆସନ୍ତାକାଲି ନୂଆପଡ଼ାରେ ରୋଡ ଶୋ କରିବେ ନବୀନ ପଟ୍ଟନାୟକ

ନୂଆପଡ଼ା ଦଖଲ ପାଇଁ ତିନି ପ୍ରମୁଖ ଦଳ ଜୋରଦାର ଉଦ୍ୟମ ଚଳାଇଛନ୍ତି । ଏହାରି ମଧ୍ୟରେ ନିଜ ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀଙ୍କ ଲାଗି ଭୋଟ ଭିକ୍ଷା କରିବା ଲାଗି ପୁଣି ଆସନ୍ତା କାଲି ନୂଆପଡ଼ା ଯିବେ ନବୀନ ପଟ୍ଟନାୟକ। ବିଜେଡି ସୁପ୍ରିମୋ…

Nuapada Bypoll: ନୂଆପଡ଼ାରେ ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ଜୟ ଢୋଲକିଆଙ୍କ ପାଇଁ ପ୍ରଚାର କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ । ନୂଆପଡା ଉପନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ପ୍ରଚାର ମଇଦାନ ସେତେ ସରଗରମ ହେଉଛି । ଏହାରି ମଧ୍ୟରେ ନୂଆପଡ଼ାରେ ଜୟଙ୍କ ପାଇଁ ଭୋଟ୍‌ ମାଗିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ।…

RI Exam in Odisha: ଆରଆଇ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ

ଆଜି ରାଜ୍ୟରେ ରାଜସ୍ୱ ନିରୀକ୍ଷକ ଓ ଅମିନ ପରୀକ୍ଷା ଅନୁଷ୍ଠିତ ହେଉଛି । ହେଲେ ଆରମ୍ଭରୁ ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ ଦେଖାଦେଇଛି । ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ସର୍ଭର ଡାଉନ ହେବା ଦ୍ୱାରା ପରୀକ୍ଷାର୍ଥୀମାନେ ବିଳମ୍ବରେ କେନ୍ଦ୍ର ଭିତରକୁ ଯାଇଛନ୍ତି…

Congress Manifesto: ନୂଆପଡ଼ା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ଇସ୍ତାହାର ପ୍ରକାଶ

ନୂଆପଡା ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇଛି । ନିର୍ବାଚନୀ ଇସ୍ତାହାରରେ ନୂଆପଡାର ବିକାଶକୁ ଗୁରୁତ୍ୱ ଦିଆଯାଇଛି । ଶିଳ୍ପ ପ୍ରତିଷ୍ଠା, ଶୀତଳ ଭଣ୍ଡାର ନିର୍ମାଣ, ତିଖାଲି ପ୍ରକଳ୍ପ ଉନ୍ନତିକରଣ, ପତୋରା ଡ୍ୟାମ ଉନ୍ନତିକରଣ, କୃଷିର ଉନ୍ନତିକରଣ,…

Bali Jatra 2025: ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା

ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୋଇତରେ ଆସି ବାଲିଯାତ୍ରାର ଉଦ୍‌ଘାଟନ କରିଛନ୍ତି । ବାଲିଯାତ୍ରା ଉଦଘାଟନ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମହାନଦୀ ତଟରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରୁ…

Boita Bandana Utsav: ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ରେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା ସମ୍ପର୍କରେ ଆଲୋକପାତ କରିଛନ୍ତି ଏବଂ ରାଜ୍ୟର ଅର୍ଥନୈତିକ…

Nuapada Bye-Election: ବିଜେପିର ଶାଢ଼ୀ ଓ ଟଙ୍କା ବଣ୍ଟା ନେଇ ଅଭିଯୋଗ କଲା କଂଗ୍ରେସ

ନୂଆପଡା ଉପନିର୍ବାଚନ ପ୍ରଚାର ସମୟରେ ବିଜେପି କର୍ମୀଙ୍କ ଦ୍ୱାରା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ସମ୍ପର୍କରେ ଅଭିଯୋଗ କରି ଓଡ଼ିଶା ପ୍ରଦେଶ କଂଗେସ ପକ୍ଷରୁ ଏକ ୫ ଜଣିଆ ମହିଳା ପ୍ରତିନିଧି ଦଳ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ତଥ୍ୟ…

Debi Ratha Death: ଯାତ୍ରା କଳାକାର ଦେବୀ ରଥଙ୍କ ମୃତ୍ୟୁକୁ ନେଇ ପୁଅ ଆଣିଲେ ଗୁରୁତର ଅଭିଯୋଗ

ଯାତ୍ରା କଳାକାର ଦେବୀ ରଥଙ୍କ ମୃତ୍ୟୁକୁ ନେଇ ପୁଅ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି, ପାରାଦୀପ ଗଡ଼ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶୋଭାଯାତ୍ରା ସମୟରେ ବିଳମ୍ବିତ ରାତ୍ରିରେ ଡିଜେର ବିକଟାଳ ଶବ୍ଦରେ ତାଙ୍କ ବାପାଙ୍କ ଜୀବନ ଚାଲିଗଲା…

loader