ତାଜା ଖବର ରାଜନୀତି ରାଜ୍ୟ ଗୋଟିଏ ମଞ୍ଚରେ ବିଜୟ ମହାପାତ୍ର ଓ ବବି ଦାସ December 11, 2024 Papirani ସୋମବାର ରାତିରେ ବାରିପଦାର ଛଉପଡ଼ିଆଠାରେ ଆୟୋଜିତ ମୟୂରଭଞ୍ଜ ମହୋତ୍ସବର ମଞ୍ଚରେ ଏକସଂଗେ ବରିଷ୍ଠ ରାଜନେତା ବିଜୟ ମହାପାତ୍ର ଓ ବିଜଦ ଶାସନରେ ପ୍ରଭାବଶାଳୀ ବିଧାୟକ ଥିବା ବବି ଦାସଙ୍କୁ ଦେଖିବାକୁ ମିଳିଥିଲା। ଯାହା ଚର୍ଚ୍ଚାର ବିଷୟ ହୋଇଥିଲା । ଉଭୟ ଚର୍ଚ୍ଚିତ…
ତାଜା ଖବର ରାଜନୀତି ରାଜ୍ୟ ଆଉ କେତେ ତଳକୁ ଯିବ କଂଗ୍ରେସ December 11, 2024 Papirani କଂଗ୍ରେସରେ ବିବାଦ, ମତାନ୍ତର ଦିନକୁ ଦିନ ବଢିବାରେ ଲାଗିଚି । ନିର୍ବାଚନ ବିପର୍ଯ୍ୟୟ ପରଠାରୁ ନେତାଙ୍କ ଭିତରେ ଟକ୍କରାଟକ୍କରି ପରିସ୍ଥିତି ମଧ୍ୟ ସାମ୍ନାକୁ ଆସୁଚି । କେନ୍ଦ୍ରୀୟ ନେତୃତ୍ବ ଓଡ଼ିଶାକୁ ଯେଭଳି ଗୁରୁତ୍ବ ଦେବା କଥା ତାହା ଦେଉନାହାଁନ୍ତି । ମୁଖିଆବିହୀନ…
ବ୍ୟବସାୟ ଟାଟା ମୋଟର୍ସ ସମ୍ପର୍କିତ ମାମଲାରେ ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଆଶ୍ବସ୍ତି December 10, 2024 Papirani ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କୁ ଠକେଇ ମାମଲାରେ ମିଳିଲା ଆଶ୍ବସ୍ତି । ଟାଟା କମ୍ପାନୀରେ ଚାକିରୀ କରେଇବା ନାଁରେ ପ୍ରଦୀପ ପାଣିଗ୍ରାହୀ ଲକ୍ଷାଧିକ ଟଙ୍କା ଠକି ନେବା ଘଟଣାରେ ଆଜି ବ୍ରହ୍ମପୁର ଜେଏମଏଫସି ସ୍ୱତନ୍ତ୍ର ବିଧାୟକ, ସାଂସଦ ଅଦାଲତରେ ହଜାର ହେଲେ ଦୁଇଜଣ…
ତାଜା ଖବର ରାଜ୍ୟ ରାଜଧାନୀରେ ଗଡ଼ିବ ଡବଲ୍ ଡେକର ଇ-ବସ୍ December 10, 2024 Papirani ଖୁବ ଶୀଘ୍ର ରାଜଧାନୀ ଭୁବନେଶ୍ୱରରେ ଗଡ଼ିବ ଡବଲ୍ ଡେକର୍ ବସ୍ । ଏନେଇ ଘରୋଇ ସଂସ୍ଥାଙ୍କୁ ଟେଣ୍ଡର୍ ଆହ୍ବାନ କଲା ସିଆରୟୁଟି । ଡବଲ୍ ଡେକର୍ ବସ୍ ଖୋର୍ଦ୍ଧା, ପୁରୀ, କଟକ ଜିଲ୍ଲା ପାଇଁ ଯୋଜନା କରାଯାଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ…
ତାଜା ଖବର ରାଜ୍ୟ ପିଏମଜିରେ ଗର୍ଜିଲେ ଜିପିଏଲଏଫ୍ କର୍ମୀ December 10, 2024 Papirani ସୋମବାର ସକାଳୁ ସକାଳୁ ହଜାର ହଜାର ସଂଖ୍ୟାରେ ଜିପିଏଲ୍ଏଫ୍ କର୍ମୀ ମୁହାଁଇଥିଲେ ଲୋୟର ପିଏମଜି । ନିଜର ହକ୍ ପାଇଁ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ । ୯ମାସ ହେଲା ବିନା ଦରମାରେ ସରକାରଙ୍କ ପାଇଁ କାମ କରୁଥିଲା ବେଳେ ତୁରନ୍ତ ଦରମା…
ତାଜା ଖବର ରାଜ୍ୟ ସକାଳୁ ସକାଳୁ ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ହୋଇଛି ଝିପିଝିପି ବର୍ଷା December 10, 2024 Papirani ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ପଶ୍ଚିମାଝଡ ପ୍ରଭାବରେ ଉପକୂଳ ଓଡିଶାରେ ବଦଳିଛି ପାଗ । ଏହାସହ ଆସନ୍ତା ୫ଦିନ ଯାଏ ରାଜ୍ୟରେ ପାଗ କୋହଲା ରହିବ…
ତାଜା ଖବର ରାଜ୍ୟ ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’ December 9, 2024 Papirani ମହାରାଷ୍ଟ୍ର ତଡ଼ବା-ଅନ୍ଧାରୀ ଜାତୀୟ ବ୍ୟାଘ୍ର ଅଭୟାରଣ୍ୟରୁ ଶିମିଳିପାଳ ଅଭୟାରଣ୍ୟକୁ ଆସିଥିବା ମହାବଳ ବାଘୁଣୀ ଜିନ୍ନତ ଏବେ ଯାଇ ଝାଡ଼ଖଣ୍ଡରେ ବୁଲୁଛି। ଏନେଇ ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ଼ଃ ପ୍ରକାଶ…
ତାଜା ଖବର ରାଜ୍ୟ ଖୁବଶୀଘ୍ର ନିଯୁକ୍ତି ପାଇବେ ୫ ହଜାର ଡାକ୍ତର ଓ ୩ ହଜାର ପାରା ମେଡିକାଲ ଷ୍ଟାଫ୍: ମୁକେଶ ମହାଲିଙ୍ଗ December 9, 2024 Papirani ରାଜ୍ୟରେ ୩୦ଟି ଜିଲ୍ଲାରେ ଖୋଲିବ ମେଡ଼ିକାଲ । ଆଜି ବିଧାନସଭାରେ ଏହି ସୂଚନା ଦେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ମେଡିକାଲ କଲେଜ ଖୋଲିବା ଜରୁରୀ ଏବଂ ଏହା ନିର୍ବାଚନୀ ସଂକଳ୍ପ ପତ୍ରରେ କହିଥିଲୁ…
ତାଜା ଖବର ରାଜ୍ୟ ଡବଲ ଇଞ୍ଜିନ ସରକାରଙ୍କ ଡବଲ ଚମତ୍କାର; କୁଟ୍ଟେ ଗଲେ ବିଏସ୍ଏଫ୍ ଆଇଜି ହୋଇ December 9, 2024 Papirani ରାଜନୀତିରେ ବିଶ୍ଵାସ ସୃଷ୍ଟି କରିବା କଷ୍ଟ । କିନ୍ତୁ ବିଶ୍ବାସ ହରାଇବା ଭାରି ସହଜ । ନବୀନ ପଟନାୟକ ଏହାର ଜ୍ବଳନ୍ତ ଉଦାହରଣ। ୧୯ ବର୍ଷ କାଳ ଲୋକଙ୍କ ଭିତରେ ଯେଉଁ ବିଶ୍ବାସ ସୃଷ୍ଟି କରିପାରିଥିଲେ, ୫ ବର୍ଷ ଭିତରେ ଭିକେ…
ତାଜା ଖବର ରାଜ୍ୟ ନବରଙ୍ଗପୁର ‘ମଣ୍ଡେଇ ୨୦୨୪’ ର ଉଦ୍ଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ December 9, 2024 Nirvay ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟର ଗନ୍ତାଘର ନବରଙ୍ଗପୁର ଜିଲ୍ଲାର ଡଙ୍ଗର ପାହାଡ ଓ ଜଙ୍ଗଲର ଶାନ୍ତ ସବୁଜ ପରିବେଶକୁ ଦେଖିଲେ ସ୍ୱର୍ଗୀୟ ସୁଖ ଅନୁଭବ ହୋଇଥାଏ। ଜନଜାତି ବହୁଳ ନବରଙ୍ଗପୁର ଜିଲ୍ଲାର ନିଜସ୍ୱ ସଂସ୍କୃତି ଓ ଜନଜାତି ଜୀବନଧାରା ଓଡିଶାର ସାଂସ୍କୃତିକ ଚିତ୍ରପଟ୍ଟକୁ…