ରାଜ୍ୟ ୪୯୮୨ କୋଟିର ୨୩ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର July 24, 2025 Nirvay ରାଜ୍ୟରେ ପୁଞ୍ଜିନିବେଶ ପ୍ରକ୍ରିୟାକୁ ଗତିଶୀଳ କରିବା ନିମନ୍ତେ ରାଜ୍ୟ ସରକାର ଗୁରୁବାର ଦିନ ୪୯୮୨ କୋଟି ଟଙ୍କାର ୨୩ ଟି ନିବେଶ ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ଦେଇଛନ୍ତି । ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ବୈଠକରେ…
ରାଜ୍ୟ ଇଡି ଉପ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ମିଳିଲା ଜାମିନ୍ July 24, 2025 Nirvay ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ସିବିଆଇ ହାତରେ ଧରାପଡିଥିବା ଭୁବନେଶ୍ୱରର ଇଡି ଉପନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀଙ୍କୁ ଆଜି ଜାମିନ ମିଳିଛି । ସହଯୋଗୀ ବିନୋଦ ବେହେରାଙ୍କ ସହ ଚିନ୍ତନ ରଘୁବଂଶୀଙ୍କୁ ଓଡିଶା ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ୧…
ରାଜନୀତି ରାଜ୍ୟ ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ July 24, 2025 Nirvay ଭୁବନେଶ୍ୱର ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ । ବିବାହର ପ୍ରତିଶୃତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗ କରିଛନ୍ତି ପୀଡ଼ିତା । ୨୦୨୩ ରୁ ସମ୍ପର୍କ ରଖିଥିବା ନେଇ ଲକ୍ଷ୍ମୀସାଗର ଥାନାରେ…
ତାଜା ଖବର ରାଜ୍ୟ ଫେକ୍ ଜବ୍ କାର୍ଡରେ ଦ୍ବିତୀୟରେ ଓଡ଼ିଶା July 24, 2025 Papirani ଫେକ୍ ଜବ୍ କାର୍ଡରେ ପ୍ରଥମ ନମ୍ବରରେ ବିହାର ଥିବା ବେଳେ ଦ୍ବିତୀୟରେ ରହିଛି ଓଡ଼ିଶା । ସଂସଦରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ କମଳେଶ ପାସୱାନ । ଲୋକସଭାରେ ଟିଏମ୍ସି ସାଂସଦଙ୍କ ପ୍ରଶ୍ନରେ କେନ୍ଦ୍ର ଗ୍ରାମ୍ୟ…
ତାଜା ଖବର ରାଜ୍ୟ ଏଫଏମ ଛାତ୍ରୀ ମୃତ୍ୟୁ ଘଟଣା: ଏକାଦଶାହରେ ଯୋଗ ଦେଲେ ସାଂସଦ ଓ ମନ୍ତ୍ରୀ July 24, 2025 Papirani ମୃତ ବାଲେଶ୍ୱର ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଏକାଦଶାହରେ ଯୋଗ ଦେଲେ ମନ୍ତ୍ରୀ ଓ ସାଂସଦ । ଏକାଦଶାହରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ସଦର ବିଧାୟକ ମାନସ ଦତ୍ତଙ୍କ ସମେତ ବହୁ ନେତା…
ତାଜା ଖବର ରାଜ୍ୟ ନୂଆଦିଲ୍ଲୀ ଭାଜପା ସାଂସଦ ବୈଠକକୁ ନେଇ ରାଜନୀତି ସରଗରମ; ମୋହନଙ୍କ ଦପ୍ତର ବିରୋଧରେ ପ୍ରବଳ ବିଷୋଦଗାର July 24, 2025 Papirani ଭାଜପା ସଭାପତି ମନମୋହନ ସାମଲ ଏବେ ରାଜଧାନୀ ଦିଲ୍ଲୀରେ । ମଙ୍ଗଳବାର ସକାଳେ ପହଞ୍ଚିଛନ୍ତି। କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଛନ୍ତି । ରେଳବାଇ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ସହ ତାଙ୍କର ସୌଜନ୍ୟମୂଳକ ସାକ୍ଷାତ ହୋଇଛି । ପୂର୍ବକାଳୀନ ସଭାପତି ହେବା ପରେ –…
ତାଜା ଖବର ରାଜ୍ୟ ସୃଷ୍ଟି ହେଲା ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା July 24, 2025 Papirani ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ…
ରାଜ୍ୟ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର ହେଲେ ରାଇଘର ନର୍ସିଂ ଛାତ୍ରୀ July 23, 2025 Nirvay ନବରଙ୍ଗପୁର ଜିଲ୍ଲା ରାଇଘର ଅଞ୍ଚଳର ବିଷଖାଇ ଆତ୍ମହତ୍ୟା ଉଦ୍ୟମ କରିଥିବା ନର୍ସିଙ୍ଗ ଛାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ନବରଙ୍ଗପୁର ମେଡିକାଲ୍ ରୁ ଭୁବନେଶ୍ୱର ଏମ୍ସ କୁ ସ୍ଥାନାନ୍ତରର କରାଯାଇଛି । ରାଇଘର ଅଞ୍ଚଳର ନର୍ସିଙ୍ଗ ଛାତ୍ରୀ କୋରାପୁଟ ଜିଲ୍ଲା ଜୟପୁର ଠାରେ ଏକ…
ତାଜା ଖବର ରାଜ୍ୟ ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ: ଭକ୍ତଚରଣ ଦାସ July 23, 2025 Papirani ନାରୀ ନ୍ୟାୟ ପାଇଁ ଲଢ଼ିବ ନାରୀ ନ୍ୟାୟ ବାହିନୀ। ଆଉ ବାରମ୍ବାର ନାରୀ ଅତ୍ୟାଚାର ହେବନି। ନାରୀ ନ୍ୟାୟ ପାଇଁ ଜନ ସାଧାରଣଙ୍କ ଭିତରେ ସଚେତନତା ସୃଷ୍ଟି କରାଯିବ। ନାରୀ ନ୍ୟାୟ ସ୍ୱତଃ ଓଡ଼ିଶାରେ ଜାଗି ଉଠୁ। ସମାଜରେ ନାରୀ ଆଉ…
ରାଜ୍ୟ ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା July 23, 2025 Nirvay ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିବା ବଳଙ୍ଗାର ପୀଡ଼ିତାଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭେଟିଛନ୍ତି । ପରିଡ଼ା ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପରିବାର ଲୋକଙ୍କ ସହିତ କଥାବାର୍ତ୍ତା ହୋଇଛନ୍ତି । ରାଜ୍ୟ ସରକାର ସମସ୍ତ ସହଯୋଗ ଯୋଗାଇ ଦେବେ ବୋଲି ପରିବାର…