Tag: Odisha

ରାଜ୍ୟରେ କୌଣସି ସୂତାକଳ ନାହିଁ

ଆଜି ବିଧାନସଭାରେ ଉଠିଲା ସୂତାକଳ ପ୍ରସଙ୍ଗ।ରାଜ୍ୟରେ ବର୍ତ୍ତମାନ କୌଣସି ବି ସୂତା କଳ କାର୍ଯ୍ୟକ୍ଷମ ନାହିଁ ବୋଲି ଆଜି ଗୃହରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି । ସେ କହିଛନ୍ତି ପୂର୍ବରୁ ରାଜ୍ୟରେ ୭ଟି…

ରାଜ୍ୟରେ ବଢୁଛି ବୁଲା କୁକୁରଙ୍କ ଉପଦ୍ରବ; ଗତ ୨ବର୍ଷରେ ୫ଲକ୍ଷରୁ ଅଧିକ ଲୋକଙ୍କୁ କାମୁଡିଛନ୍ତି ବୁଲା କୁକୁର

ରାଜ୍ୟରେ ଦିନକୁ ଦିନ ବଢୁଛି ବୁଲା କୁକୁରଙ୍କ ଉପଦ୍ରବ । ଆଜି ବିଧାନସଭାରେ ଉଠିଲା ବୁଲା କୁକୁର ପ୍ରସଙ୍ଗ । ଗୃହରେ କଂଗ୍ରେସ ବିଧାୟକ ଦଳ ନେତା କାଡ୍ରାକା ଆପାଲା ସ୍ୱାମୀଙ୍କ ପ୍ରଶ୍ନ ୨୦୨୩ ମସିହା ଠାରୁ ଆରମ୍ଭ କରି ୨୦୨୪…

ରାଜ୍ୟରେ ଅଛନ୍ତି ୨ ଲକ୍ଷ ୩୦ ହଜାର ୪୦୩ ଷଣ୍ଢ 

ବିଧାନସଭାରେ ଉଠିଲା ଷଣ୍ଢ ପ୍ରସଙ୍ଗ। ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନ ରାଜ୍ୟର କେଉଁ ଜିଲ୍ଲାରେ କେତେ ଷଣ୍ଢ ଅଛନ୍ତି? ସେମାନଙ୍କ ସଂଖ୍ୟା କେତେ? ଆଉ ଷଣ୍ଢ ବଂଶର ବୃଦ୍ଧି ଲାଗି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ନବୀନଙ୍କ ଥିବା ଭିତରେ ସରକାର ଗଲା, ଦଳ ବି ଯିବ !

ବିଜୁ ଜନତା ଦଳର ଗଡ଼ ଥିଲା ବଡ଼ମ୍ବା। ୧୯୯୦ରୁ ଏହି ଆସନରୁ ଅଣକଂଗ୍ରେସ ପ୍ରାର୍ଥୀ ଜିତି ଆସୁଥିଲେ। ୧୯୯୫ରେ ଜନତା ଦଳ ଟିକଟରେ ପ୍ରଥମ ଥର ପାଇଁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ଦେବୀ ପ୍ରସାଦ ମିଶ୍ର । ବିଜଦ ଟିକଟରେ ୨୦୦୦…

ବରିଷ୍ଠ ନାଗରିକଙ୍କ ପାଇଁ ଘୋଷଣା ହେଲା ଦେୟମୁକ୍ତ ସ୍ବତନ୍ତ୍ର ସହାୟତା ନମ୍ବର ‘୧୪୫୬୭’

ଆଜି ଭୁବନେଶ୍ବରସ୍ଥିତ କିଟ୍ ଇଣ୍ଡୋର ଷ୍ଟାଡିୟମଠାରେ ପାଳିତ ହୋଇଯାଇଛି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ । ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ଗତ ତିନି ଧରି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସକୁ ଏକ ସମାରୋହ ରୂପେ ପାଳନ…

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରୁ ଚାଲିଚାଲି ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି । ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ…

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ କରାଯାଇଛି । ଉପଦେଷ୍ଟା କମିଟି ଗଠନ ନେଇ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ବିଧାୟକ ଭାସ୍କର ମଢ଼େଇଙ୍କ ଅଧ୍ୟକ୍ଷତାରେ ଉପଦେଷ୍ଟା କମିଟି ଗଠନ ହୋଇଛି ।…

୧୦ ବର୍ଷରେ ମୋଦି ସରକାର ଓଡ଼ିଶାରେ ରେଳ ବିକାଶ ପାଇଁ ଦେଇଛନ୍ତି ୭୩,୭୨୩ କୋଟି ଟଙ୍କା

ଓଡ଼ିଶାରେ ରେଳଧାରଣା ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କୃତଜ୍ଞତା ଜଣାଇଛନ୍ତି । ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ସମସ୍ତ…

ପୋଲାଭରମ ପ୍ରକଳ୍ପ ନେଇ ଜଳ ଶକ୍ତି ମନ୍ତ୍ରୀଙ୍କୁ ଭେଟିଲା ବିଜେଡି ଟିମ

ଦେବୀ ମିଶ୍ରଙ୍କ ନେତୃତ୍ୱରେ ବିଜେଡ଼ି ପ୍ରତିନିଧିମଣ୍ଡଳ ରାଜ୍ଯସଭାର ବିଜେଡ଼ି ସାଂସଦ, ବିଧାୟକ, ଓଡ଼ିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ ଏବଂ କୋରାପୁଟ ଅଞ୍ଚଳର ପୂର୍ବତନ ବିଧାୟକମାନଙ୍କ ସହ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଭାରତ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ…

ରାଜ୍ୟରେ ପାନୀୟ ଜଳ ପ୍ରକଳ୍ପକୁ ନେଇ ସରଗରମ ବିଧାନସଭା

ରାଜ୍ୟରେ ପାନୀୟ ଜଳ ପ୍ରକଳ୍ପକୁ ନେଇ ସରଗରମ ବିଧାନସଭା। ଚୌଦ୍ୱାରା ବିଧାୟକ ସୌଭିକ ବିଶ୍ୱାଳଙ୍କ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟକାରିତା ସମ୍ପର୍କୀତ ମୂଳ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି ରାଜ୍ୟରେ ଏବେ ୧୯୧ଟି ପାନୀୟ…