Tag: Odisha

ବାତ୍ୟା ଦାନା ପାଇଁ ସ୍ଥାନାନ୍ତର ହୋଇସାରିଲେଣି ୩ ଲକ୍ଷ ୫୦ ହଜାର ଲୋକ: ସୁରେଶ ପୂଜାରୀ

ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ଲୋକଙ୍କ ସୁରକ୍ଷା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇ କହିଛନ୍ତି ବାତ୍ୟା ଦାନା ପାଇଁ ପ୍ରଭାବିତ ହେବ ୧୧ଟି ଜିଲ୍ଲା। ସବୁଠୁ ଅଧିକ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ବେଶୀ ପ୍ରଭାବିତ ହେବ…

ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନ ବନ୍ଦରରେ ବୋମା ଗୁଜବ

ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ । ବିଗତ କିଛି ଦିନ ହେଲା ବାରମ୍ବାର ବିଭିନ୍ନ ଭାରତୀୟ ବିମାନ ବନ୍ଦରକୁ ଆସୁଛି ଫେକ୍ କଲ । ପ୍ରଭାବିତ ହେଉଛି ସାରା ଦେଶର ବିମାନ ସେବା । ଅଧିକାଂଶ ବିମାନ ବନ୍ଦରକୁ ବୋମା…

ବାତ୍ୟା ମୁକାବିଲା ନେଇ ପ୍ରଶାସନର ପ୍ରସ୍ତୁତି ; ୩ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର: ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲାର ସମୀକ୍ଷା ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ବାତ୍ୟାର ପ୍ରଭାବିତ ଅଞ୍ଚଳରେ ପାଖାପାଖି ୩ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି। ୧୧ ଜିଲ୍ଲାର ୩୮ ବ୍ଲକ…

ସୃଷ୍ଟି ହେବନି ବାତ୍ୟାର ଆଖି: ମୃତ୍ୟୁଞ୍ଜୟ ମହାପାତ୍ର

ମାଡ଼ି ଆସୁଥିବା ଭୀଷଣ ବାତ୍ୟା ଦାନା ଆଖି ସୃଷ୍ଟି ହୋଇନି କି ହେବନି ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ବଡ଼ ବାତ୍ୟା ହେଲେ ଏହାର ଆଖି ସୃଷ୍ଟି ହୋଇଥାଏ। କିନ୍ତୁ ବାତ୍ୟା ଦାନା…

ବାତ୍ୟା ପାଇଁ ୧୯ଟି ଏନଡିଆରଏଫ୍ ୫୧ ଓଡ୍ରାଫ୍ ଟିମ୍‌ ମୁତୟନ

ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସାମୁଦ୍ରିକ ବାତ୍ୟା ‘ଦାନା’ ସୃଷ୍ଟି ହୋଇଛି। ସମୁଦ୍ରରୁ ବଳ ଗୋଟାଇ ମାଡ଼ି ଆସୁଛି ଭୀଷଣ ବାତ୍ୟା ଦାନା । ଘଣ୍ଟାକୁ ୧୨ କିଲୋମିଟ ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଆଗକୁ ବଢ଼ୁଛି ଦାନା ।…

ଲ୍ୟାଣ୍ଡଫଲ୍‌ ପରେ ସାମାନ୍ୟ ରିକର୍ଭ କରିପାରେ ବାତ୍ୟା “ଦାନା”

ଭୀଷଣ ବାତ୍ୟାର ରୂପ ନେଇ ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଲ୍ୟାଣ୍ଡଫଲ୍ କରିବା ପରେ ସାମାନ୍ୟ ଦିଗ ବଦଳାଇ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇ ପାରେ ବାତ୍ୟା “ଦାନା” । ଏନେଇ ସୂଚନା ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା…

ବାତ୍ୟା ପାଇଁ ବାଲେଶ୍ବରରେ ବସ୍ ଚଳାଚଳ ବନ୍ଦ

ଭୀଷଣ ବାତ୍ୟାର ରୂପ ନେଲା ‘ଦାନା’ । ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଆଡକୁ ମାଡିଆସୁଛି ଦାନା। ପାରାଦୀପଠାରୁ ୨୮୦ ଓ ଧାମରାଠାରୁ ୩୧୦କିମି ଦକ୍ଷିଣ-ପୂର୍ବ ଦିଗରେ ଭୀଷଣ ବାତ୍ୟା ରହିଛି । ଘଣ୍ଟାପ୍ରତି ୧୫ କିମି ବେଗରେ ଆଗକୁ…

ମାଡିଆସୁଛି ସାମୁଦ୍ରିକ ଝଡ ‘ଦାନା’, ପାରାଦୀପରୁ ୨୮୦ କିମି ଦୂରରେ ବାତ୍ୟା

ଅତି ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ ଦାନା। ୨୪ ତାରିଖ ବିଳମ୍ବିତ ରାତିରୁ ୨୫ ତାରିଖ ଭୋର ସୁଦ୍ଧା ବାତ୍ୟା ଭିତରକନିକା ଏବଂ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଦାନା। ଗୁରୁବାର ସକାଳ ୮ଟା ସୁଦ୍ଧା ବାତ୍ୟା…

‘ଦାନା’ ମୁକାବିଲା ପାଇଁ ୧୪ ଜିଲ୍ଲାର କଣ୍ଟ୍ରୋଲ ରୁମ୍ ସହ ଜରୁରୀକାଳୀନ ହେଲ୍ପଲାଇନ ନମ୍ବର ଜାରି

ଓଡ଼ିଶା ମୁହାଁ ବାତ୍ୟା ଦାନା । ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ସାଇକ୍ଲୋନ୍। ଆଜି ରାତି ଓ ୨୫ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା। ଭୀଷଣ ବାତ୍ୟା ଭାବରେ ଉପକୂଳ ଅତିକ୍ରମ କରିବ ‘ଦାନା’। ଲ୍ୟାଣ୍ଡଫଲ୍ ବେଳେ ପବନ ବେଗ…

ମାଡ଼ିଆସୁଛି ବାତ୍ୟା ଦାନା; ପର୍ଯ୍ୟଟକଙ୍କ ପାଇଁ ଦୁଇ ଦିନ ବନ୍ଦ ରହିବ ନନ୍ଦନକାନନ

ରାଜ୍ୟକୁ ମାଡିଆସୁଛି ବାତ୍ୟା ‘ଦାନା’ । ସମ୍ଭାବ୍ୟ ବାତ୍ୟା ପାଇଁ କଡା ସୁରକ୍ଷା ବଳୟରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ତେଣୁ ଦୁଇଦିନ ଅର୍ଥାତ୍ ୨୪ ଓ ୨୫ ତାରିଖ ବନ୍ଦ ରହିବ ନନ୍ଦନକାନନ । ଅନ୍ୟପଟେ ନନ୍ଦନକାନନର ସମସ୍ତ କର୍ମଚାରୀଙ୍କୁ…