Tag: Odisha

ଡ୍ରାଇଭର ମହାସଂଘର ଆନ୍ଦୋଳନକୁ ସହଯୋଗ କରିବା ପାଇଁ ପିସିସି ସଭାପତିଙ୍କ ନିବେଦନ

ନାର୍ଯ୍ୟ ଦାବି ନେଇ ଡ୍ରାଇଭର ମହାସଂଘ ପକ୍ଷରୁ ଜାରି ରହିଥିବା ଆନ୍ଦୋଳନ କୁ ପିସିସି ସଭାପତି ଭକ୍ତ ଚରଣ ଦାସ ପୂର୍ଣ୍ଣ ସମର୍ଥନ କରିଛନ୍ତି । ଏହି ଅବସରରେ ଦାସ ରାଜ୍ୟର ପ୍ରତ୍ୟେକ ଜିଲ୍ଲାର ଜିଲ୍ଲା କଂଗ୍ରେସ ସଂଯୋଜକ ଏବଂ ନେତୃବୃନ୍ଦ…

କଟକ-ନିର୍ଗୁଣ୍ଡି ରେଲୱେ ଫ୍ଲାଏଓଭର ଓ ଚତୁର୍ଥ ରେଲୱେ ଲାଇନ୍‌କୁ ରେଳ ମନ୍ତ୍ରଣାଳୟର ମଞ୍ଜୁରୀ

୮୦୨.୯ କୋଟି ମୂଲ୍ୟରେ ୧୫.୯୯ କିଲୋମିଟର ବିଶିଷ୍ଟ କଟକ-ନିର୍ଗୁଣ୍ଡି ଚତୁର୍ଥ ରେଳ ଲାଇନ ଏବଂ ନିର୍ଗୁଣ୍ଡି ଠାରେ ଏକ ରେଳ ଫ୍ଲାଏଓଭରକୁ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁରୀ ମିଳିଛି । ଏ ନେଇ ରେଳମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ଆଜି ଘୋଷଣା କରିଛନ୍ତି…

ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ଯାଏଁ ବନ୍ଦ ହେବନି ଆନ୍ଦୋଳନ; ଚେତାବନୀ ଦେଲା ଓଡ଼ିଶା ଡ୍ରାଇଭର୍ ମହାସଂଘ

ବନ୍ଦ ହେବନି ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ସରକାର ଲିଖିତ ପ୍ରତିଶ୍ରୁତି ନ ଦେବା ଯାଏଁ ଆନ୍ଦୋଳନ ବନ୍ଦ ହେବନି ବୋଲି ଚେତାବନୀ ଦେଇଛନ୍ତି ଡ୍ରାଇଭର ସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି। ସେ କହିଛନ୍ତି ଡ୍ରାଇଭରମାନଙ୍କ ଦାବି ପୂରଣ ନେଇ ସରକାର…

ଅଦାନୀଙ୍କ ପାଇଁ ରଥ ରୋକାଯିବା କଥା ମିଛ; କଂଗ୍ରେସ ଓ ବିଜେଡି ମିଛ ପ୍ରଚାର କରୁଛନ୍ତି: ଆଇନ ମନ୍ତ୍ରୀ

ଆଜି ଓଡ଼ିଶା ଆସିଛନ୍ତି ରାହୁଲ ଗାନ୍ଧୀ । ବରମୁଣ୍ଡା ପଡ଼ିଆରେ ଆୟୋଜିତ ହୋଇଥିବା ବିଶାଳ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗ ଦେଇ ରାହୁଲ ଗାନ୍ଧୀ ରଥଯାତ୍ରା ପ୍ରସଙ୍ଗ ଉଠାଇଛନ୍ତି । ସେ କହିଥିଲେ ଆଦାନୀ ଆଉ ତାଙ୍କ ପରିବାର ପାଇଁ ରଥ…

ଓଡ଼ିଶାରେ କଂଗ୍ରେସର କୌଣସି ସ୍ଥାନ ନାହିଁ; ସୁଯୋଗ ମିଳିଲେ ବି କ୍ଷମତାକୁ ଆସି ପାରିବନି: ମନମୋହନ

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭୁବନେଶ୍ବରର ବରମୁଣ୍ଡା ପଡ଼ିଆ ହେଉଥିବା ସମାବେଶରେ ବିଜେପିକୁ କଡ଼ା ଟାର୍ଗେଟ୍‌ କରିଛନ୍ତି ରାହୁଲ। ଏହା ସହ ବିଜେପି ସରକାର ଉପରେ ବିଭିନ୍ନ ଆରୋପ ମଧ୍ୟ ଲଗାଇଛନ୍ତି । ଏହାକୁ ନେଇ ଏବେ କଂଗ୍ରେସକୁ ତୀବ୍ର ସମାଲୋଚନା…

ଓଡ଼ିଶାରେ ଯାହା ବି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ, ବିଜେପିର ଅବଦାନ ଜିରୋ: ମଲିକାର୍ଜୁନ ଖଡ୍‌ଗେ

ସମ୍ବିଧାନ ବଞ୍ଚାଅ ସମାବେଶରେ ମଲିକାର୍ଜୁନ ଖଡ୍‌ଗେଙ୍କ ସମ୍ବୋଧନ । ବିଜେପିକୁ ଟାର୍ଗେଟ କରି ଖଡ୍‌ଗେ କହିଛନ୍ତି ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି ।…

ରାହୁଲ ଗାନ୍ଧୀ ଭାରତର ଭବିଷ୍ୟତ: ଭକ୍ତ ଚରଣ ଦାସ

ଭୁବନେଶ୍ୱରରେ ଆୟୋଜିତ ‘ସମ୍ବିଧାନ ବଚାଓ ସମାବେଶ’ରେ ଅଭିଭାଷଣ ଦେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ଯେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ହେଉଛନ୍ତି ଭାରତର ଭବିଷ୍ୟତ । ଭକ୍ତ ଦାସ କହିଛନ୍ତି…

ଓଡ଼ିଶାରେ ଗରିବଙ୍କ ଧନ ଲୁଟି ଖାଉଛି ବିଜେପି ସରକାର: ରାହୁଲ ଗାନ୍ଧୀ

ଆଜି ଭୁବନେଶ୍ୱର ଗସ୍ତରେ ଆସିଛନ୍ତି ରାହୁଲ ଗାନ୍ଧୀ । ଓଡ଼ିଶାରେ ପିସିସି ସଭାପତି ପରିବର୍ତ୍ତିତ ହେବା ପରେ ରାହୁଲ ପ୍ରଥମଥର ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ଵରରେ ପହଞ୍ଚିବା ପରେ ବରମୁଣ୍ଡାରେ ହେଉଥିବା ସମ୍ବିଧାନ ବଞ୍ଚାଅ ସମାବେଶରେ ସାମିଲ୍ ହୋଇଛନ୍ତି…

ଆଜି ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧୀ। ଭୁବନେଶ୍ବରରେ କଂଗ୍ରେସର ମହାସମାବେଶରେ ଯୋଗ ଦେବେ। ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେଉଛି କଂଗ୍ରେସର ମହାସମାବେଶ । ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ କାର୍ଯ୍ୟକ୍ରମରେ ସାମିଲ୍ ହେବେ । ତେବେ ରାହୁଲଙ୍କ ସହ ଏଆଇସିସି…

କଂଗ୍ରେସ ଗାଡ଼ି ଅଟକାଇବନି ଡ୍ରାଇଭର ମହାସଂଘ

କାଲି କଂଗ୍ରେସ ପକ୍ଷରୁ ଆୟୋଜିତ ହେବାକୁ ଥିବା ରାଲିରେ କଂଗ୍ରେସ ଗାଡ଼ି କୁ ଡ୍ରାଇଭର ମହାସଂଘ ଅଟକାଇବନି ବୋଲି ଆଜି ରାଜ୍ୟ ଡ୍ରାଇଭର ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି । କଂଗ୍ରେସ ପୂର୍ବରୁ ଡ୍ରାଇଭର ମହାସଂଘକୁ ଆସନ୍ତା କାଲି ହେଉଥିବା…