Tag: Odisha

ଆସନ୍ତା ବର୍ଷ ପୁରୀରେ ଅନୁଷ୍ଠିତ ହେବ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକ

ଆଜି ରାଞ୍ଚିରେ ଅନୁଷ୍ଠିତ ୨୭ତମ ଇଷ୍ଟର୍ଣ୍ଣ ଜୋନାଲ କାଉନସିଲ ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଫେରି ଆସିଛନ୍ତି । ଭୁବନେଶ୍ୱର ଫେରିବା ପରେ ବିମାନ ବନ୍ଦର ଠାରେ ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…

ସମ୍ବିଧାନ ପାଇଁ ସଡ଼କରୁ ସଂସଦ ଲଢ଼େଇ ହେବ: ଭକ୍ତ ଚରଣ ଦାସ

କଂଗ୍ରେସ ସମ୍ବିଧାନ ବଞ୍ଚାଇବା ପାଇଁ ଯେଉଁ ଅଭିଯାନ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଛି ତାହା ସଡ଼କରୁ ସଂସଦ ପର୍ଯ୍ୟନ୍ତ ଲଢ଼େଇ ଜାରି ରହିବ ବୋଲି ପିସିସି ସଭାପତି ଭକ୍ତ ଚରଣ…

ଡ୍ରାଇଭରଙ୍କୁ ପିଟିଲେ ଆନ୍ଦୋଳନରତ ଡ୍ରାଇଭର

ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ତୃତୀୟ ଦିନରେ ପହଞ୍ଚିଥିବା ବେଳେ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ଟୋଲ ଗେଟ୍‌ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଆନ୍ଦୋଳନରତ ଡ୍ରାଇଭର ଜଣେ ଡ୍ରାଇଭରଙ୍କୁ ମାଡ଼…

ଜେଲ୍‌ ଗଲେ ଏମ୍‌ସିଏଲ୍ ଚିଫ୍ ମ୍ୟାନେଜର ଅଖିଳେଶ ବର୍ମା

ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ର ଚିଫ୍ ଜେନେରାଲ ମ୍ୟାନେଜର ଅଖିଳେଶ ବର୍ମା ଲାଞ୍ଚ ନେଲା ବେଳେ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (CBI) ହାତରେ ବୁଧବାର ଦିନ ରାତିରେ ଧରା ପଡ଼ିଥିଲେ । କ୍ଷତିପୂରଣ ରାଶି ରିଲିଜ୍ କରାଇ ଦେବାକୁ ୨୦…

୧୨ ତାରିଖରେ ଓଡ଼ିଶା ଫେରିବେ ନବୀନ ପଟ୍ଟନାୟକ

ଆସନ୍ତା ୧୨ ତାରିଖରେ ମୁମ୍ବାଇରୁ ଓଡ଼ିଶା ଫେରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ । ନବୀନଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର ଗଣମାଧ୍ୟମକୁ ଆଜି ଏହି ସୂଚନା ଦେଇଛନ୍ତି । ସର୍ଭାଇକାଲ ଆର୍ଥ୍ରାଇଟିସ ଅସ୍ତ୍ରୋପଚାର…

କାର୍‌ ଭିତରୁ ମିଳିଲା ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା

ଅବକାରୀ ଟିମ୍ ହାତରେ ଗଞ୍ଜେଇ ବଦଳରେ ଲାଗିଛି ବିପୁଳ ପରିମାଣରେ ରୁପା ଇଟା । କାର୍‌ ଭିତରୁ ଏକ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ରୁପା ଜବତ । ସମ୍ବଲପୁର ଅବକାରୀ ଟିମ୍ ରେଙ୍ଗାଲି ତହସିଲ ଅଫିସ୍‌ ଛକ ନିକଟରେ ଏକ କାରରୁ…

ସନ୍ତୋଷ ଖଟୁଆଙ୍କ ଗିରଫ ଦାବିରେ ତାତିଲା ବିଜୁ ମହିଳା ଜନତା ଦଳ

ରାଜଧାନୀରେ ବିଜୁ ମହିଳା ଜନତା ଦଳର ଗର୍ଜନ। ବିଜେଡି ନେତ୍ରୀ ଲେଖାଶ୍ରୀଙ୍କୁ ନେଇ ବିବାଦୀୟ ବୟାନ ପ୍ରସଙ୍ଗରେ ନୀଳଗିରି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ଗିରଫ ଦାବି କରିଛି ବିଜୁ ମହିଳା ଜନତା ଦଳ । ଗିରଫ ଦାବି ନେଇ ମହିଳା…

ଚଳିତ ମାସରେ ଖାଉଟିଙ୍କୁ ମିଳିବ ଗହମ: ଯୋଗାଣ ମନ୍ତ୍ରୀ

ଚଳିତ ମାସରେ ଖାଉଟିଙ୍କୁ ମିଳିବ ଗହମ । ଖାଦ୍ୟ ସୁରକ୍ଷା ଯୋଜନାରେ ଚାଉଳ ସହ ମିଳିବ ଗହମ। ପୂର୍ବରୁ ଗହମ ଯୋଗାଣ ବନ୍ଦ ଥିବା ବେଳେ ଚଳିତ ମାସରୁ ହିତାଧିକାରୀଙ୍କୁ ଗହମ ଯୋଗାଇବାକୁ ନିଷ୍ପତି ନେଇଛନ୍ତି ସରକାର। ଏ ନେଇ ଆଜି…

ବିଜେଡି ଛାଡ଼ି ପୁଣି କଗ୍ରେସକୁ ଫେରିଲେ ସୁନିତା ବିଶ୍ବାଳ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ବାଳଙ୍କ ଝିଅ ସୁନିତା ବିଶ୍ବାଳ ପୁଣି କଂଗ୍ରେସକୁ ଫେରିଲେ । ପିସିସି ସଭାପତି ଭକ୍ତ ଦାସ ଓ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ କଂଗ୍ରେସରେ ମିଶିଲେ ସୁନୀତା ବିଶ୍ବାଳ । ୨୦୧୯ରେ…

ଆଜି ସୁଦ୍ଧା ଡ୍ରାଇଭର୍‌ଙ୍କ ସମସ୍ୟା ହେବ ସମାଧାନ: ଯୋଗାଣ ମନ୍ତ୍ରୀ

ତିନି ଦିନ ହେଲାଣି ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଜାରି ରଖିଛି ଡ୍ରାଇଭର ମହାସଂଘ । ୭ ଦଫା ଦାବିରେ ରାଜରାସ୍ତାକୁ ଓହ୍ଲାଉଛନ୍ତି ରାଜ୍ୟ ଡ୍ରାଇଭର ସଂଘ । ଗମନାଗମନ ସହିତ ଅନ୍ୟାନ୍ୟ ଅତ୍ୟାବଶକ ସାମଗ୍ରୀ ଉପରେ ପ୍ରଭାବ ପଡ଼ିଛି । ଅନ୍ୟପକ୍ଷରେ…