Tag: Odisha

Odisha Politics: ବିଜେଡିରୁ ଇସ୍ତଫା ଦେଲେ ବନ୍ତ ବ୍ଲକ ଚେୟାରମ୍ୟାନ ମନୋରଞ୍ଜନ ଘଡ଼େଇ

ବିଜେଡିରୁ ଇସ୍ତଫା ଦେଲେ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଚେୟାରମ୍ୟାନ ମନୋରଞ୍ଜନ ଘଡ଼େଇ । ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଆଜି ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ଜିଲ୍ଲା ସଭାପତିଙ୍କୁ ଇସ୍ତଫାପତ୍ର ପଠାଇଛନ୍ତି । ଆଜି ଦଳୀୟ…

Subarnapur Village Gets Electricity: ସୁବର୍ଣ୍ଣପୁର ଗାଁରେ ଜଳିଲା ବିଜୁଳି

୨୫ ବର୍ଷ ପରେ ବିଜୁଳି ଆଲୁଅ ଦେଖିଲା ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଳକର ଝାଡ଼ବନ୍ଧ ପଞ୍ଚାୟତର ସୁବର୍ଣ୍ଣପୁର ଗାଁ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶର ୧୦ ଦିନ ମଧ୍ୟରେ ସୁବର୍ଣ୍ଣପୁର ଗାଁରେ ଜଳିଲା ଆଲୁଅ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ…

Subhadra Yojana: ଯୋଡ଼ି ହୋଇଛନ୍ତି ୧୭ ଲକ୍ଷ ନୂଆ ସୁଭଦ୍ରା ହିତାଧିକାରୀ; ଏକାଥରକେ ପାଇବେ ୨ଟି କିସ୍ତିର ଟଙ୍କା

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ୨୧ ବର୍ଷ ହେବା ପରେ ୧୭ ଲକ୍ଷ ନୂଆ ସୁଭଦ୍ରା ହିତାଧିକାରୀ ଯୋଡ଼ି ହୋଇଛନ୍ତି । ନୂଆବର୍ଷରେ ଏକାଥରକେ ଦୁଇଟି କିସ୍ତି ଟଙ୍କା ପାଇବେ ଯୋଗ୍ୟ ହିତାଧିକାରୀ । ଏକା ବେଳକେ ମିଳିବ…

IAS Promotion In Odisha: ୨ ଓଡ଼ିଆ ସରକାରୀ ଅଧିକାରୀଙ୍କୁ ଆଇଏଏସ ନିଯୁକ୍ତି

ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଦୁଇଜଣ ସରକାରୀ ଅଧିକାରୀଙ୍କୁ IAS କ୍ୟାଡରକୁ ପଦୋନ୍ନତି ଦେଇଛନ୍ତି । ଶୁକ୍ରବାର ଦିନ କେନ୍ଦ୍ର କାର୍ମିକ ମନ୍ତ୍ରାଳୟ ପକ୍ଷରୁ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି । ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ଇଞ୍ଜିନିୟରିଂ…

Shubhankar Mishra Controversy: ଶ୍ରୀମନ୍ଦିର ପ୍ରସଙ୍ଗରେ ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ଟିପ୍ପଣୀକୁ ନେଇ ଚର୍ଚ୍ଚା

ଶ୍ରୀମନ୍ଦିର ପ୍ରସଙ୍ଗରେ ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନସର୍ ଶୁଭଙ୍କର ମିଶ୍ରଙ୍କ ବିବାଦୀୟ ଟିପ୍ପଣୀକୁ ନେଇ ସବୁ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ବିବାହ ପୂର୍ବରୁ ପ୍ରେମୀ ଯୁଗଳ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଲେ ସେମାନଙ୍କ ପ୍ରେମ କେବେବି ସଫଳ…

Talcher Politics: ତାଳଚେରରେ ବିଜେପିର ଅପରେସନ ଲୋଟସ; ପଦ୍ମ ଧରିଲେ ପୌରାଧ୍ୟକ୍ଷ ଓ ୧୩ କାଉନସିଲର

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ । ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଗତକାଲି ବିଜେଡିରୁ ଇସ୍ତଫା…

Odisha Assembly: ରାଜ୍ୟର ବିଭିନ୍ନ ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୨୪୬୭ଟି ଶିକ୍ଷକ ପଦବୀ

ରାଜ୍ୟରେ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଖାଲି ପଡ଼ିଛି ୨୪୬୭ଟି ଶିକ୍ଷକ ପଦବୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଗୃହରେ ବିଧାୟିକା ସୁବାସିନୀ ଜେନା ପ୍ରଶ୍ନ କରିଥିଲେ ଯେ ରାଜ୍ୟରେ…

Supplementary Budget: ବିଧାନସଭାରେ ୧୭,୪୦୦ କୋଟିର ଅତିରିକ୍ତ ବଜେଟ୍‌ ଆଗତ

ଆଜି ବିଧାନସଭାରେ ଅତିରିକ୍ତ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବିଧାନସଭା ଶୀତକାଳିନ ଅଧିବେଶନର ଦ୍ବିତୀୟ ଦିନରେ ଆଜି ଅପରାହ୍ନରେ ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଗୃହରେ ବଜେଟ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମୁଖ୍ୟମନ୍ତ୍ରୀ। ଚଳିତ…

Odisha Assembly: ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍: ନିତ୍ୟାନନ୍ଦ ଗଣ୍ଡ

ରାଜ୍ୟରେ ଖୋଲିବନି ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ୍ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆଜି ଗୃହରେ ବିଜେଡ଼ି ସଦସ୍ୟ ପ୍ରସନ୍ନ କୁମାର ଆଚାର୍ଯ୍ୟ ପ୍ରଶ୍ନ କରିଥିଲେ ଯେ ଯେଉଁ ବିଦ୍ୟାଳୟରେ ୨୦ରୁ…

Public Grievance Redressal: ରାଜ୍ୟରେ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସ୍ଥାଣୁ ପାଲଟିଛି: ବିଜେଡି

ରାଜ୍ୟରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ବ୍ୟବସ୍ଥା ସମ୍ପୂର୍ଣ୍ଣ ସ୍ଥାଣୁ ପାଲଟି ଯାଇଛି ବୋଲି ନିକଟରେ କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଜିଲ୍ଲା ଟ୍ରେଜେରି ଅଫିସରଙ୍କ ଉଦ୍ଦେଶ୍ୟରେ ଜାରି ହୋଇଥିବା ଚିଠିରୁ ସ୍ପଷ୍ଟ ହୋଇଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି ।…