Tag: Odisha

ରାଇକିଆ ବ୍ଲକ ଅଧ୍ୟକ୍ଷ ପଦରୁ ହଟିଲେ ପ୍ରୀତମ୍ ଚନ୍ଦ୍ର ପ୍ରଧାନ

ପଦରୁ ହଟିଲେ ରାଇକିଆ ଅଧ୍ୟକ୍ଷ । କନ୍ଧମାଳ ଜିଲା ରାଇକିଆ ବ୍ଲକ ଅଧ୍ୟକ୍ଷ ପ୍ରିତମ ପ୍ରଧାନଙ୍କ ବିରୋଧରେ ହୋଇଥିବା ଅନାସ୍ଥା ଭୋଟରେ ସେ ତାଙ୍କର ପଦବୀ ହରାଇଛନ୍ତି । ଏ ନେଇ ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ । ଏହା…

ମାଷ୍ଟରମାଇଣ୍ଡକୁ ଛାଡ଼ି ପରୀକ୍ଷାର୍ଥୀଙ୍କ ପଛରେ କ୍ରାଇମ୍‌ବ୍ରାଞ୍ଚ !

ଓଡ଼ିଶାରେ ବ୍ୟାପମ୍ ! ପୁଲିସ ଏସ୍ଥାଇ ପରୀକ୍ଷା ସ୍କାମ୍ ଏହି ସନ୍ଦେହ ବଢ଼ାଇ ଦେଇଛି । ୯୩୩ଟି ଏସ୍‌ଆଇ ପଦବୀ ପୂରଣ ନିମନ୍ତେ ଯେଉଁ ଭୟଙ୍କର ସ୍କାମ୍ ସଂଗଠିନ ହୋଇଛି ସେଥିରେ କେବଳ ଚାକିରୀ ଆଶାୟୀ ଏବଂ ୬ ଜଣ ଦଲାଲ…

ଦଶହରା ଦୁର୍ଗା ମେଢ଼ ପାଇଁ ରାଜ୍ୟ ସରକାରଙ୍କ ୭ କୋଟିର ଭେଟି

ଚଳିତ ବର୍ଷ ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କରିବା ନିମନ୍ତେ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ସମୁଦାୟ…

ଦଶହରା ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ନବୀନଙ୍କ ଦୃଢ଼ ନିନ୍ଦା

ଶୁକ୍ରବାର ଦିନ ବିଳମ୍ବିତ ରାତିରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର…

କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ; ଡିସିପିଙ୍କ ସମେତ ୬ ଆହତ

ଶୁକ୍ରବାର ଦିନ ବିଳମ୍ବିତ ରାତିରେ କଟକରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ଡିସିପି ଋଷିକେଷ ଖିଲାରୀ ଙ୍କ ସମେତ ୬ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସୂଚନା…

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡିର ପ୍ରୟାସ

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡି ଏବେ ଜୋରଦାର ଚେଷ୍ଟା ଚଳାଇଛି । ୨୦୨୪ ନିର୍ବାଚନ ହାରିବାକୁ ଦଳ କି ଦଳୀୟ ନେତା ସହଜରେ ଗ୍ରହଣ କରିପାରୁନାହାନ୍ତି । ଗତ ସାଧାରଣ ନିର୍ବାଚନରେ ନିର୍ବାଚନ ବୈତରଣୀ ପାର ହେବାକୁ ସୋସିଆଲ ମିଡ଼ିଆର ବହୁଳ…

ଗଜପତି ଭୂସ୍ଖଳନରେ ୨ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦୁଇ ଦିନ ଧରି ଲଗାଣ ବର୍ଷାରେ ଗଜପତି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବାବେଳେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇ ୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…

ହୀରାକୁଦ ଜଳଭଣ୍ଡାରରେ ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାରଙ୍କ ପକ୍ଷରୁ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ସ୍ଥାପନ କରି ମାଛ ଚାଷ କରାଯିବାର ଆଧୁନିକ ପ୍ରଣାଳି ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି । ପ୍ରାୟ ୭କୋଟି…

ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣା; ବିଜେପିର ସମ୍ପୃକ୍ତି ଅଭିଯୋଗର ପ୍ରମାଣ ରଖିଲା ବିଜେଡି

ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ପୋଲ୍ ଖୋଲିଲା ବିଜେଡି । ଆଜି ସାମ୍ୱାଦିକ ସମ୍ମିଳନୀରେ ପ୍ରଶ୍ନପତ୍ର ମାମଲାରେ ବିଜେପି ସରକାରକୁ ଟାର୍ଗେଟ କରିଛି ବିଜେଡି ।…

ବ୍ୟୋମକେଶ ରାୟଙ୍କୁ ଘେରିଲେ ସାଧାରଣ ଜନତା

ଦୁର୍ଗା ମେଢ଼ ଦେଖିବାକୁ ଆସି ହରଡ଼ଘଣାରେ ପଡ଼ିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । ନିଜ ନିର୍ବାଚନ ମଣ୍ଡଳୀରେ ଦୁର୍ଗାପୂଜା ମଣ୍ଡପ ବୁଲୁଥିବା ବେଳେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଖେରଙ୍ଗ ପଞ୍ଚାୟତର ଲୋକ ‘ଭତ୍ତା ଚୋର’ କହି ଶ୍ରୀ…