Tag: Odisha

ତ୍ବରାନ୍ବିତ ହେବ ‘ଭୋଟ୍ ଚୋର, ଗାଦି ଛାଡ’ ଦସ୍ତଖତ ଅଭିଯାନ: ଅରବିନ୍ଦ ଦାସ

ସଂଗଠନ ସୃଜନ ଅଭିଯାନ ମାଧ୍ୟମରେ ଓଡିଶା ପ୍ରଦେଶ କଂଗ୍ରେସର ସମସ୍ତ ୩୫ ସାଂଗଠନିକ ଜିଲ୍ଲାର ସଭାପତିମାନଙ୍କ ନାମ ଘୋଷଣା କରାଯାଇଛି। ତେଣୁ ରାଜ୍ୟରେ ଗତ ୧୭ ସେପ୍ଟେମ୍ବରରୁ ଆରମ୍ଭ ହୋଇଥିବା ‘ଭୋଟ୍ ଚୋର, ଗାଦି ଛାଡ’ ଦସ୍ତଖତ ଅଭିଯାନ ତ୍ବରାନ୍ବିତ ହେବ…

ମମିତା ମେହେର ହତ୍ୟାକାଣ୍ଡ ଘଟଣା; ପୁନଃ ତଦନ୍ତ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୋବିନ୍ଦଙ୍କ ପତ୍ନୀ ଓ ଝିଅ

ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କଳାହାଣ୍ଡି ସ୍କୁଲର ପୃଷ୍ଠପୋଷକ ସ୍ବର୍ଗତ ଗୋବିନ୍ଦ ସାହୁଙ୍କ ପତ୍ନୀ ଓ ଝିଅ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସ ଭବନରେ ଭେଟିଛନ୍ତି। ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା ଘଟଣାରେ ସନ୍ଦେହ…

ଗୋପବନ୍ଧୁ ଜୟନ୍ତୀରୁ ମାସେ ପର୍ଯ୍ୟନ୍ତ ବିଜେଡି କରିବ ପଦଯାତ୍ରା

ଅକ୍ଟୋବର ୯ ଗୋପବନ୍ଧୁ ଜୟନ୍ତୀରୁ ନଭେମ୍ବର ୯ ଯାଏଁ ପଦଯାତ୍ରା କରିବ ବିଜେଡି। ମାସେ ଧରି ଚାଲିବ ଏହି ଅଭିଯାନ । ଏ ନେଇ ଆଜି ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ଉପସଭାପତି ଦେବୀ ମିଶ୍ର ଓ ବରିଷ୍ଠ ଉପସଭାପତି ପ୍ରମିଳା…

ବିଜେଡିରୁ ନିଲମ୍ବିତ ଶ୍ରୀମୟୀ ମିଶ୍ରଙ୍କ ‘ନେପୋଟିଜମ୍‌’ ନିଶାନା

ବିଜେଡିରୁ ନିଲମ୍ବିତ ଶ୍ରୀମୟୀ ମିଶ୍ରଙ୍କ ‘ନେପୋଟିଜମ୍‌’ ନିଶାନା । ପୁଣି ସୋସିଆଲ ମିଡ଼ିଆରେ ନିଶାନା କଲେ ଶ୍ରୀମୟୀ ମିଶ୍ର ।ରାଜନେତାଙ୍କ ନାଁ ନ ନେଇଥିଲେ ବି ଅଣଦେଖା ନେଇ ରୋଷ ବଖାଣିଲେ ଶ୍ରୀମୟୀ ମିଶ୍ର । ସେ କହିଛନ୍ତି ଯାହା ଯୋଗ୍ୟତା…

ବ୍ରହ୍ମପୁର-ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶାର ଗଞ୍ଜାମ ଜିଲ୍ଲା, ବ୍ରହ୍ମପୁରରୁ ଗୁଜରାଟର ସୁରଟ (ଉଧନା) ସହିତ ସଂଯୋଗ କରୁଥିବା ‘ଅମୃତ ଭାରତ ଏକ୍ସପ୍ରେସ’କୁ ଝାରସୁଗୁଡ଼ାରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ପଲାସା, ବିଜୟନଗରମ୍,…

ମୋଦିଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସ୍ୱାଗତ ଭାଷଣ

ଝାରସୁଗୁଡାସ୍ଥିତ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ରଙ୍କୁ ସ୍ୱାଗତ ଜଣାଇ ମା’ ସମଲେଇଙ୍କ ଫଟୋ ଦେଇ ସମ୍ବର୍ଦ୍ଧିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସାଢ଼େ ଚାରି କୋଟି ଲୋକଙ୍କ ପକ୍ଷରୁ, ଝାରସୁଗୁଡ଼ାର…

ଝାରସୁଗୁଡ଼ାରେ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସି ଝାରସୁଗୁଡାର ଅମିଲିପାଲିଠାରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେଇ ୬୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି । ଏକ ଐତିହାସିକ ସଫଳତା…

ଝାରସୁଗୁଡ଼ା ଅମଲିପାଲିରେ ଯୁବ ସମାବେଶରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଝାରସୁଗୁଡା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ଶୋରେ ଯାଇ ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାସ୍ତାରେ ଶହ ଶହ ଲୋକେ ପ୍ରଧାନମନ୍ତ୍ରୀଙ୍କୁ ବିପୁଳ ସ୍ୱାଗତ…

ଆଜି ସ୍ୱତନ୍ତ୍ର ଓଟିଇଟି; ୭୫ ହଜାରରୁ ଅଧିକ ଶିକ୍ଷକ-ଶିକ୍ଷୟିତ୍ରୀ ଦେଉଛନ୍ତି ପରୀକ୍ଷା

ଆଜି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ସମସ୍ତ ବ୍ୟବସ୍ଥା ଚୂଡ଼ାନ୍ତ କରିଛି । ପରୀକ୍ଷା ପାଇଁ ଶିକ୍ଷକ ଶୂନ୍ୟ ବିଦ୍ୟାଳୟ ପାଇଁ ବିଭାଗ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି । ରାଜ୍ୟର ୧୯୩ ଟି ପରୀକ୍ଷା କେନ୍ଦ୍ରରେ…

ଝାରସୁଗୁଡାରେ ୬୦,୦୦୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା କାଲି ଓଡ଼ିଶା ଗସ୍ତରେ ଆସିବେ । ପ୍ରାୟ ୧୧:୩୦ ସମୟରେ ସେ ଝାରସୁଗୁଡାରେ ୬୦,୦୦୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିବେ । ଏହି ପ୍ରକଳ୍ପଗୁଡ଼ିକ ରାସ୍ତା, ରେଳପଥ, ଉଚ୍ଚଶିକ୍ଷା,…