Tag: Odisha

ଜଗନ୍ନାଥ ପ୍ରଧାନଙ୍କ ଗିରଫ ନେଇ ସରକାରଙ୍କୁ ୩ ଦିନର ମହଲତ ଦେଲା ଓଏଏସ ସଂଘ

ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ଘଟଣାର ତୀବ୍ର ପ୍ରତିବାଦ କରିଛି ଓଡିଶା ପ୍ରଶାସନିକ ସେବା ସଂଘ । ଏହାର ପ୍ରତିବାଦରେ ରାଜ୍ୟ ସରକାରଙ୍କୁ ତିନି ଦିନର ସମୟ ଦେଇଛି ଓଏଏସ ସଂଘ । ମାସ ମାସ…

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଦିଲେଶ୍ୱର ମାଝୀ

ଭିଜିଲାନ୍ସ ଜାଲରେ ଆଉ ଜଣେ ବାବୁ । ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଦିଲେଶ୍ୱର ମାଝୀଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି । ଟିଟିଲାଗଡ଼ରେ ଥିବା ଦିଲେଶ୍ଵର ମାଝୀଙ୍କ ସରକାରୀ ବାସଭବନ, ଅଫିସ ସମେତ ସମ୍ବଲପୁର, ବ୍ରଜରାଜନଗର,…

ଜଗନ୍ନାଥ ପ୍ରଧାନଙ୍କୁ ନେଇ ସସ୍ପେନ୍ସ ଜାରି

ବିଏମସି ଅତିରିକ୍ତ କମିଶନ ରତ୍ନାକର ସାହୁଙ୍କୁ ମାଡ଼ ମାରିବା ଘଟଣାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଗିରଫ ହେବା ଏବଂ ଦଳରୁ ବହିସ୍କୃତ ହେବା ନେଇ ସସପେନ୍ସ ଲାଗି ରହିଛି । ଜଗନ୍ନାଥ ବୁଧବାର ବିଜେପି ରାଜ୍ୟ ମୁଖ୍ୟାଳୟରେ ପହଞ୍ଚି ପାର୍ଟିର…

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ: ଭକ୍ତ ଦାସ

ଗୁଜରାଟ ମଡେଲରେ ହେବ ଓଡ଼ିଶାରେ କଂଗ୍ରେସ ଜିଲ୍ଲା ସଭାପତି ଚୟନ। ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଦାସ । ସେ କହିଛନ୍ତି ନାଁ ରହିଛି ‘ସଂଗଠନ ସୂର୍ୟନ । ରାଜ୍ୟ ବାହାରୁ ପର୍ଯ୍ୟଟକ, ପିସିସି ସଭାପତି,…

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା; ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଲେ ମେୟର

ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା ପରେ ମେୟର ସୁଲୋଚନା ଦାସ ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି । ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର । ସେ କହିଛନ୍ତି ଆଜି…

ପୁରୀରେ ପରିଶ୍ରା ପାଇଁ ୫୦ ଟଙ୍କା, ଶୌଚ ପାଇଁ ୮୦ ଟଙ୍କା

ପୁରୀ ରଥଯାତ୍ରା ସମୟରେ ‘ସ୍ୱଚ୍ଛ ଓଡ଼ିଶା, ବିକଶିତ ଓଡ଼ିଶା’ ଅଭିଯାନରେ ଶ୍ରଦ୍ଧାଳୁ ଏବଂ ଭକ୍ତଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଉଠା ଶୌଚାଳୟ କରିଛନ୍ତି ରାଜ୍ୟ ସରକାର । ପୁରୀରେ ଉଠା ଟଏଲେଟ ପକେଇ ସେଥିରେ ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫୋଟୋ…

ପୁରୀ ସେବାୟତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଆଜି ପୁରୀ ସର୍କିଟ ହାଉସ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିର ସେବାୟତମାନଙ୍କ ସହ ଏକ ସ୍ୱତନ୍ତ୍ର ବୈଠକରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମେ ରଥଯାତ୍ରାର ସମସ୍ତ ନୀତିକାନ୍ତି ସୂଚାରୁ ରୂପେ ନିର୍ବାହ କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦେଇ…

ପୁରୀରେ ସୁରକ୍ଷା ସମୀକ୍ଷା ବୈଠକର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସୂଚନା

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ଗସ୍ତ କରି ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ମହାପ୍ରଭୁଙ୍କ ରଥଯାତ୍ରାର ଅବଶିଷ୍ଟ କାର୍ଯ୍ୟକ୍ରମ – ବାହୁଡ଼ା, ସୁନାବେଶ ଓ ନିଳାଦ୍ରୀବିଜେ ଭଳି ତିନିଟି ବଡ଼ ପର୍ବ ଗୁଡ଼ିକର ଆୟୋଜନକୁ ସୁବ୍ୟବସ୍ଥିତ…

ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ପଞ୍ଚମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ କରିବା ଘଟଣାରେ ଗତକାଲି ପୋଲିସ ତିନି ଜଣଙ୍କୁ ଗିରଫ କରିଥିବାବେଳେ ଆଜି ଆଉ ଦୁଇଜଣଙ୍କୁ ଗିରଫ କରିଛି । ବିଜେପି କର୍ପୋରେଟର ଜୀବନ ରାଉତ, ରଶ୍ମୀ ମହାପାତ୍ର ଏବଂ…

ଜୁଲାଇ ୧୧ ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ, ମଲ୍ଲିକାର୍ଜୁନ ଖଡ୍‌ଗେ

ଆସନ୍ତା ୧୧ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ । ଏନେଇ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା ଆଜି ସୂଚନା ଦେଇଛନ୍ତି । ପୂର୍ବରୁ ଜୁଲାଇ…