Tag: Odisha

ପୂଜା ପାଇଁ କର୍ମଚାରୀଙ୍କୁ ମିଳିବ ଆଗୁଆ ଦରମା

ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । ସୂଚନା ଯୋଗ୍ୟ, ରାଜ୍ୟର…

ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ;  ସାଢେ ୧୧ଟା ଯାଏଁ ଗୃହ ମୁଲତବି

ବିଧାନସଭା ମୌସୁମୀ ଅଧିବେଶନର ଷଷ୍ଠ ଦିନରେ ହଟ୍ଟଗୋଳ । ଗୃହ ଆରମ୍ଭରୁ ଭିତରେ କଂଗ୍ରେସ ବିଧାୟକମାନଙ୍କ ହୋହଲ୍ଲା ଦେଖିବାକୁ ମିଳିଛି । କୃଷି ବିଭାଗର ପ୍ରଶ୍ନୋତ୍ତର ଚାଲିଥିବା ବେଳେ ହୋହଲ୍ଲା କରିଥିଲା କଂଗ୍ରେସ । ରାଜ୍ୟରେ ନାରୀ ନିର୍ଯାତନା ବୃଦ୍ଧି ନେଇ…

୨୮ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି ।…

ବିଜେଡିରୁ ସସ୍‌ପେଣ୍ଡ ହେଲେ ଶ୍ରୀମୟୀ ମିଶ୍ର; ସୋସିଆଲ ମିଡିଆରେ ଦେଲେ ପ୍ରତିକ୍ରିୟା

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ମହିଳା ଶାଖାର ସାଧାରଣ ସମ୍ପାଦିକା ଶ୍ରୀମୟୀ ମିଶ୍ରଙ୍କୁ ଦଳରୁ ନିଲମ୍ବନ କରାଯାଇଛି । କେବଳ ଶ୍ରୀମୟୀ ନୁହଁନ୍ତି ମୟୂରଭଞ୍ଜ ଜିଲ୍ଲାର ଆଉ ୨ ସଦସ୍ୟ ସୁବାସ ଚନ୍ଦ୍ର ସାଇ ଏବଂ ପ୍ରବୀର…

ନୂଆପଡ଼ାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ: ମନମୋହନ ସାମଲ

ନୂଆପଡ଼ା ଜିଲ୍ଲାର ସାମଗ୍ରିକ ଉନ୍ନତି ପାଇଁ ବିଜେପି ସରକାର ପ୍ରତିଶ୍ରୁତିବଦ୍ଧ । ସରକାରଙ୍କ ବିକାଶମୂକଳ କାର୍ଯ୍ୟ ଉପରେ ନୂଆପଡ଼ାବାସୀଙ୍କ ଆଶା ଓ ବିଶ୍ୱାସ ବଢ଼ିବାରେ ଲାଗିଛି ବୋଲି ନୂଆପଡ଼ା ଗସ୍ତରେ ଯାଇ ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି । ଆଗମୀ…

ବିଜେଡିର ନିମାପଡ଼ା ଦ୍ୱନ୍ଦ୍ୱ; କାହିଁକି ଚୁପ ନବୀନ?

ଦୁର୍ନୀତିର ସବୁ ସୀମା ଲଙ୍ଘିଥିବା ନେତାଙ୍କଠାରୁ ମୋହ ତୁଟାଇ ପାରୁନାହାନ୍ତି ଦଳର ମୁଖିଆ ନବୀନ ପଟ୍ଟନାୟକ । ଏହାର ଏକ ଜ୍ୱଳନ୍ତ ଉଦାହରଣ ହେଉଛି ୨୦୨୪ ସାଧାରଣ ନିର୍ବାଚନର ନିମାପଡ଼ା ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକ । ସେ ଏବେ ଜମି…

ମେଟ୍ରୋ ରେଳ ପ୍ରକଳ୍ପକୁ କରାଯାଇନାହିଁ ରଦ୍ଦ: କୃଷ୍ଣଚନ୍ଦ୍ର ମହାପାତ୍ର

କଟକ-ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପକୁ ରଦ୍ଦ କରାଯାଇନାହିଁ । ଆଜି ଏ ନେଇ ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ ହୋଇନାହିଁ ।ମେଟ୍ରୋ ରେଳ ପ୍ରକଳ୍ପ…

ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ; ୪ଟା ଯାଏଁ ଗୃହମୁଲତବି

ଆଜି ମୌସୁମୀ ଅଧିବେଶନରେ ପଞ୍ଚମ ଦିନ । ବିଧାନସଭା ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ବାଚସ୍ପତିଙ୍କ ପୋଡ଼ିୟମ ତଳେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ନାରାବାଜି । ପଞ୍ଚାୟତ ପ୍ରତିନିଧିଙ୍କ କ୍ଷମତା ସଙ୍କୁଚିତ ଅଭିଯୋଗରେ ପ୍ରତିବାଦ । ବିଜେଡି ଗୃହ ଚଳାଇ…

ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ

ଶ୍ରୀମନ୍ଦିରରେ ବନ୍ଦ ହେଲା ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ।ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ବନ୍ଦ ହେଲା ମହାପ୍ରଭୁଙ୍କ ଦର୍ଶନ । ରତ୍ନ ଅଳଙ୍କାର ସ୍ଥାନାନ୍ତର ପାଇଁ ଶ୍ରୀମନ୍ଦିର ଭିତରକୁ ଗଲେ ପ୍ରାଧୀକୃତ ସଦସ୍ୟ । ଜଷ୍ଟିସ ବିଶ୍ବନାଥ ରଥ, ମୁଖ୍ୟ ପ୍ରଶାସକଙ୍କ…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ

ଡିସେମ୍ବର ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ଅଲଚିକି ଲିପି ଏବଂ ସାନ୍ତାଳୀ ଭାଷା ବିଜୟ ଦିବସର ଶତବାର୍ଷିକୀ ପାଳନ ସମାରୋହରେ ଯୋଗ ଦେବାପାଇଁ ନିମନ୍ତ୍ରଣ ଦେବା ସକାଶେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ…