ତାଜା ଖବର ରାଜ୍ୟ Odisha Assembly: ଆଜିଠୁ ଆରମ୍ଭ ବିଧାନସଭାର ଶୀତକାଳୀନ ଅଧିବେଶନ; ସମ୍ବୋଧନ କରିବେ ରାଷ୍ଟ୍ରପତି November 27, 2025 Papirani ଆଜିଠୁ ଆରମ୍ଭ ବିଧାନସଭାର ଶୀତକାଳୀନ ଅଧିବେଶନ। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧନ କରିବେ। ସେଥିପାଇଁ ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଧାନସଭା ଶୀତ ଅଧିବେଶନକୁ ସମ୍ବୋଧିତ କରିବେ। ପ୍ରଥମ ଥର ପାଇଁ ଓଡ଼ିଶା ବିଧାନସଭାରେ…
ରାଜ୍ୟ Odisha Sangeet Natak Akademi Awards: ୩ ବର୍ଷ ପାଇଁ ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରଦାନ November 26, 2025 Nirvay ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଆଜି ୨୦୨୩, ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର, ଉପାୟନ…
ରାଜ୍ୟ Odisha Sangeet Natak Akademi: ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାର ପ୍ରଦାନ November 26, 2025 Nirvay ରାଜ୍ୟ ସରକାରଙ୍କ ପକ୍ଷରୁ ଆଜି ୨୦୨୩ ବର୍ଷ ପାଇଁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି । ଏହି କ୍ରମରେ, ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ତିନି ବର୍ଷର ସମ୍ମାନଜନକ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ପ୍ରଦାନ କରାଯାଇଛି ।…
ରାଜନୀତି ରାଜ୍ୟ Debashish Explosive Statement: ନବୀନ ଗୃହବନ୍ଦୀ, ବିଦେଶରୁ ଦଳ ଚଳାଉଛନ୍ତି ପାଣ୍ଡିଆନ: ଦେବାଶିଷ November 26, 2025 Papirani ବିଜୁ ଜନତା ଦଳରେ ବିବାଦ ଥମୁନାହିଁ । ସାଧାରଣ ନିର୍ବାଚନ ପୂର୍ବରୁ ଦଳରେ ଯେଉଁ ଗୋଷ୍ଠୀକନ୍ଦଳ ଓ ବିଦ୍ରୋହ ଆରମ୍ଭ ହୋଇଥିଲା ତାହା ନିର୍ବାଚନ ଫଳାଫଳ ପରେ ଜୋର ଧରିଥିଲା । ଆଉ ନୂଆପଡ଼ା ଉପନିର୍ବାଚନ ପରାଜୟ ପରେ ଏହା ବିସ୍ଫୋରକ…
ତାଜା ଖବର ରାଜ୍ୟ Odisha Assembly: ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ November 26, 2025 Papirani ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ଆଜି ବସିବ ସର୍ବଦୈଳୀୟ ବୈଠକ। ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧୀ । ନଭେମ୍ବର ୨୭ରୁ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ ବିଧାନସଭା ଶୀତ…
ରାଜ୍ୟ Sand Mafia: ମୟୂରଭଞ୍ଜରେ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ November 25, 2025 Nirvay ମୟୂରଭଞ୍ଜ ଜିଲ୍ଲା ବେତନଟୀ ତହସିଲଦାରଙ୍କୁ ବାଲି ମାଫିଆଙ୍କ ସଂଘବଦ୍ଧ ଆକ୍ରମଣ । ଦୁର୍ବୃତ୍ତଙ୍କ ଆକ୍ରମଣରେ ତହସିଲଦାରଙ୍କ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି । ବେତନଟୀ ତହସିଲଦାର ଚନ୍ଦ୍ରଜିତ ବେହେରାଙ୍କ ସମେତ ଅନ୍ୟ ଚାରି ଜଣ ସରକାରୀ କର୍ମଚାରୀ ଆହତ ହୋଇଥିବା ସୂଚନା…
ରାଜ୍ୟ Nijukti Mela: ରାଜ୍ୟର ୧୨ଟି ବିଭାଗରେ ୭,୨୯୩ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ November 25, 2025 Nirvay ଆଜି ରାଜ୍ୟ ସରକାରଙ୍କ ୧୨ଟି ବିଭାଗରେ ସମୁଦାୟ ୭,୨୯୩ ଜଣଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ୱାଦଶ ନିଯୁକ୍ତିମେଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ-୨୦୨୫ ରେ ଯୋଗ ଦେଇ ୧୨ ଟି ବିଭାଗର ୩୦ ଜଣଙ୍କୁ ନିଯୁକ୍ତିପତ୍ର…
ତାଜା ଖବର ରାଜ୍ୟ Weather Alert: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ନାହିଁ ବର୍ଷା ଭୟ: ମନୋରମା ମହାନ୍ତି November 25, 2025 Papirani ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟକୁ ବର୍ଷା ଭୟ ନାହିଁ । ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ସେ କହିଛନ୍ତି ଅବପାତର ରୂପ ନେଇଛି ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଥିବା ଲଘୁଚାପ…
ତାଜା ଖବର ରାଜ୍ୟ Samruddha Odisha: ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 25, 2025 Papirani ସମୃଦ୍ଧ ଓଡ଼ିଶା ୨୦୩୬ କାର୍ଯ୍ୟକ୍ରମକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉତ୍କଳ ଚ୍ୟାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଲିମିଟେଡ୍ ଆନୁକୂଲ୍ୟରେ ଉଦ୍ଘାଟିତ ହୋଇଛି । ଓଡ଼ିଶା ସରକାର ଏବଂ ଉତ୍କଳ ଚ୍ୟାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି…
ତାଜା ଖବର ରାଜନୀତି ରାଜ୍ୟ Debashish Samantaray Resigns: ବିଜେଡି ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ November 25, 2025 Papirani ବିଜେଡିର ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ ।ସିନିୟର୍ ସିଟିଜେନ୍ ସେଲ୍ ଉପସଭାପତି ପଦରୁ ଇସ୍ତଫା ଦେଲେ ଦେବାଶିଷ । ସେ ନିଜର ଇସ୍ତଫା ପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି । ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା…