ଦଳବିରୋଧୀ କାର୍ଯ୍ୟ କାରଣରୁ ବିଜେପିର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର, ତା.୧୭/୦୫: ଦଳବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ବିଜୟ ମହାପାତ୍ର ଓ ଶ୍ରୀ ଶାରଦା ପ୍ରଧାନ, ଏସ୍ସି ମୋର୍ଚ୍ଚା ରାଜ୍ୟ ଉପସଭାପତି ଶ୍ରୀ…