Tag: Odisha

“ନିଶାମୁକ୍ତ ଭାରତ ଅଭିଯାନ” ସଂକଳ୍ପ ନେଇ ଭୁବନେଶ୍ୱରରେ ଆୟୋଜିତ ‘ନମୋ ଯୁବ ରନ୍’ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ, ନିଶା ମୁକ୍ତ ଭାରତ ଗଠନର ମହାନ ସଂକଳ୍ପ ନେଇ ଭୁବନେଶ୍ୱର ସମେତ ଦେଶର ୭୫ଟି ସହରରେ ‘ନମୋ ଯୁବ ରନ୍’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ଦେଶବ୍ୟାପି ଜାରି…

ପାଗ ଖରାପ ଯୋଗୁଁ ମୋଦିଙ୍କ ବ୍ରହ୍ମପୁର କାର୍ଯ୍ୟକ୍ରମ ଝାରସୁଗୁଡାକୁ ସ୍ଥାନାନ୍ତରିତ

ପାଗ ଖରାପ ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଛି । ତେବେ ଏହି କାର୍ଯ୍ୟକ୍ରମ ଝାରସୁଗୁଡାକୁ ସ୍ଥାନାନ୍ତରିତ ହୋଇଛି । ପ୍ରଧାନମନ୍ତ୍ରୀ ମୋଦି ବ୍ରହ୍ମପୁର ପରିବର୍ତ୍ତେ ଝାରସୁଗୁଡା ଆସିବେ ବୋଲି ସୂଚନା ମିଳିଛି । ଆସନ୍ତା ୨୭…

ସେପ୍ଟେମ୍ବର ୨୩ରେ ବିଧାନସଭା ଘେରାଉ କରିବ ବିଜେଡି

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି କହିଛି ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାର ସୁଦୃଢିକରଣ କରି ଗ୍ରାମାଞ୍ଚଳର ବିକାଶ ଜନସାଧାରଣଙ୍କ ହାତରେ ଦେବା ପାଇଁ ସମ୍ବିଧାନରେ ଉଲ୍ଲେଖ ଥିଲାବେଳେ ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ କ୍ଷମତାଲୋଭରେ ପ୍ରତ୍ୟେକ…

ଆଜି ନିର୍ଭୟର ୧୨ତମ ବାର୍ଷିକ ଉତ୍ସବ; ମୁଖ୍ୟଅତିଥି ଭାବେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ଭୁବନେଶ୍ବର ହୋଟେଲ ‘ମେ ଫେୟାର ଲାଗୁନ’ ଠାରେ ନିର୍ଭୟର ୧୨ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ୨୦୧୩ ମସିହାରେ କିଛି ପ୍ରତିବଦ୍ଧ ସାମ୍ବାଦିକମାନଙ୍କର ମିଳିତ ପ୍ରୟାସରେ ଆରମ୍ଭ ହୋଇଥିଲା ନିର୍ଭୟ । ୧୩ବର୍ଷର ଏହି ଯାତ୍ରା ଭିତରେ ଶନି ବାର…

୪ଟା ଯାଏଁ ଗୃହ ମୁଲତବି

ବିଧାନସଭା ମୌସୁମୀ ଅଧିବେଶନ ତୃତୀୟ ଦିନରେ ମଧ୍ୟ ଗୃହରେ ଅଚଳାବସ୍ଥା ଜାରି ରହିଛି । ଶୋକ ପ୍ରସ୍ତାବ ଆଗତ ପରେ ବିଧାନସଭାରେ ହଟ୍ଟଗୋଳ । ସାର ପ୍ରସଙ୍ଗରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା, ହଟ୍ଟଗୋଳ । ବାଚସ୍ପତିଙ୍କ ପୋଡ଼ିୟମ ତଳେ ହୋହଲ୍ଲା ସହ…

୬୭ ବର୍ଷ ବୟସରେ ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଦେହାନ୍ତ

ସୁନ୍ଦରଗଡ଼ର ବୀରମିତ୍ରପୁରରୁ ଚାରିଥର ବିଧାୟକ ଥିବା ଜର୍ଜ ତିର୍କୀଙ୍କ ୬୭ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ସୁନ୍ଦରଗଡ଼ର ଜଣେ ବଳିଷ୍ଠ ଆଦିବାସୀ ନେତା, ଜର୍ଜ ତିର୍କୀ ୧୯୯୫, ୨୦୦୦, ୨୦୦୯ ଏବଂ ୨୦୧୪ରେ ଓଡ଼ିଶା ବିଧାନସଭାକୁ…

ଉଦିତଙ୍କୁ ନିସର୍ତ୍ତ ଜାମିନ; ଆଜି ଝାରପଡ଼ା ଜେଲରୁ ବାହାରିଲେ

ପୂର୍ବତନ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଶୁକ୍ରବାର ଦିନ ଝାରପଡା ଜେଲରୁ ଜାମିନରେ ମୁକୁଳିଛନ୍ତି । ଜେଲରୁ ବାହାରିବା ସମୟରେ ବହୁ ଛାତ୍ର ନେତା ଉପସ୍ଥିତ ରହି ତାଙ୍କୁ ସ୍ୱାଗତ କରିବା ସହ ତାଙ୍କୁ ଏକ ବିଶାଳ ଶୋଭାଯାତ୍ରାରେ…

ସୌମ୍ୟାଶ୍ରୀ ଘଟଣା ଯୋଗୁଁ ଛାତ୍ର ନିର୍ବାଚନକୁ ଡରୁଛି ସରକାର

ସୌମ୍ୟାଶ୍ରୀ ଆତ୍ମହୁତି ଘଟଣାରେ ଅପରାଧୀ ଭାବରେ ଏବିଭିପି ନେତା ଗିରଫ ହେବା ପରେ ସମଗ୍ର ଓଡିଶା ଛାତ୍ର ସମାଜରେ ବିଜେପି ନିନ୍ଦିତ ହେଇଛି । ତେଣୁ ସରକାରଙ୍କୁ ପରାଜୟର ଭୟ ଘାରିଛି, ଏଥି ସକାଶେ ନିର୍ବାଚନକୁ ସରକାର ଏଡେଇ ଯିବାକୁ ଚାହୁଁଛନ୍ତି…

ବିଜେଡି ନେତା ଦିଲ୍ଲୀପ ନାୟକଙ୍କୁ ଉଠାଇନେଲା ଇଓଡବ୍ଲୁ

ନିମାପଡ଼ା ଆସନରେ ବିଜେଡିର ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ନାୟକଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଉଠାଇନେଇଛି । କଟକ ଜିଲ୍ଲାର ବାଦାମବାଡ଼ି ଅଞ୍ଚଳସ୍ଥିତ ତାଙ୍କ ଘରୁ EOW ପଚରାଉଚରା କରି ଓ କାଗଜପତ୍ର ଯାଞ୍ଚ କରିବା ପରେ ଦିଲ୍ଲୀପ ନାୟକଙ୍କୁ ଉଠାଇନେଇଛି…

ରାଜସ୍ୱ ଅଧିକାରୀଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ

ନିର୍ଦ୍ଦିଷ୍ଟ କାର୍ଯ୍ୟାଳୟରେ ୩ ବର୍ଷରୁ ଅଧିକ ଥିବା କର୍ମଚାରୀଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ । ଗାଦି ମାଡ଼ି ବସିଥିବା ଅଧିକାରୀଙ୍କୁ ତୁରନ୍ତ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଏ ନେଇ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ବ ବିଭାଗ ଅତିରିକ୍ତ…