ତାଜା ଖବର ରାଜନୀତି ରାଜ୍ୟ ଖଲ୍ଲିକୋଟରେ ପୋଲିସ୍ ଭ୍ୟାନକୁ ବୋତଲ ଓ ପଥର ମାଡ଼; ୧୪୪ ଜାରି କଲା ପ୍ରଶାସନ May 16, 2024 Papirani ପୁଣି ଖଲ୍ଲିକୋଟରେ ହିଂସା ଦେଖିବାକୁ ମିଳିଛି । ବିଜେପି କର୍ମୀ ଦିଲୀପ ପାହାଣଙ୍କ ମୃତ୍ୟୁ ପରେ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଖଲ୍ଲିକୋଟରେ ହିଂସାକାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ ଥାନାକୁ ନେଲାବେଳେ ଘେରିଲେ ଗାଁ ଲୋକେ । ପୋଲିସ ଗାଡି…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ May 16, 2024 Papirani ଆଜି ଓଡ଼ିଶା ଆସିବେ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ । କନ୍ଧମାଳ ଗସ୍ତରେ ଆସି ଆୟୋଜିତ ହୋଇଥିବା କଂଗ୍ରେସ ମହା ସମାବେଶରେ ଯୋଗଦେବେ । ଗୁଦାରୀ ଏୟାରଷ୍ଟ୍ରିପରେ ଆଜି ଅପରାହ୍ନ ୨ଟା ୪୦ ରେ ଫୁଲବାଣୀରେ ପହଞ୍ଚିବା ପରେ ସ୍ଥାନୀୟ…
ତାଜା ଖବର ରାଜନୀତି ରାଜ୍ୟ ଗଞ୍ଜାମ ହିଂସା ନେଇ ବିଜେଡି ଉପରେ ବର୍ଷିଲେ ଧର୍ମେନ୍ଦ୍ର May 16, 2024 Papirani ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ପ୍ରାକ୍ ନିର୍ବାଚନ ହିଂସାରେ ଦିଲ୍ଲୀପ ପାହାନଙ୍କ ମୃତ୍ୟୁ ହେବା ଘଟଣାରେ ଦୁଃଖ ପ୍ରକାଶ କଲେ ଧର୍ମେନ୍ଦ୍ର ପ୍ରଧାନ । ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ଟ୍ୱଇଟ କରି କହିଛନ୍ତି ପ୍ରାକ୍ ନିର୍ବାଚନୀ ହିଂସାରେ ଆମର ଦଳର…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ସରକାର ଆସିଲେ ପାଣ୍ଡୁଜୀ ହେବେ ମୁଖ୍ୟମନ୍ତ୍ରୀ, ନବୀନ ନୁହେଁ : ଅପରାଜିତା May 16, 2024 Papirani ଚଳିତବର୍ଷ ଯଦି ରାଜ୍ୟରେ ବିଜେଡି ସରକାର ଆସିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେବେନି। କ୍ଷମତା ଯାହାର ଚାଲିଯିବ ପାଣ୍ଡିଆନ ହିଁ ହେବେ ମୁଖ୍ୟମନ୍ତ୍ରୀ । ପାଣ୍ଡିଆନଙ୍କୁ ପାଣ୍ଡୁଜୀ ବୋଲି ସମ୍ବୋଧନ କରି ଓଡ଼ିଶାବାସୀଙ୍କୁ ସାବଧାନ ରହିବାକୁ ଆହ୍ୱାନ କରିଛନ୍ତି ଭୁବନେଶ୍ୱର ବିଜେପି…
ତାଜା ଖବର ରାଜନୀତି ରାଜ୍ୟ ପୋଲସରାରେ ଜଣେ ଯୁବକଙ୍କୁ ଅଜଣା ବ୍ୟକ୍ତି ଗୁଳିମାଡ଼; କାରଣ ଅସ୍ପଷ୍ଟ May 16, 2024 Papirani ପୋଲସରା: ଗଞ୍ଜାମ ଜିଲ୍ଲା ପୋଲସରାରେ ଫୁଟିଲା ଗୁଳି। ସ୍ଥାନୀୟ ତୋଟାସାହି ଅଞ୍ଚଳରେ ଜଣେ ଯୁବକଙ୍କୁ ଅଜଣା ବ୍ୟକ୍ତି ଗୁଳିମାଡ଼ । ଯୁବକଙ୍କ ବେକରେ ଗୁଳି ବାଜିଥିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର…
ରାଜନୀତି ରାଜ୍ୟ ଅନୁଭବଙ୍କୁ ମିଳିଲା ଆଶ୍ୱସ୍ତି May 16, 2024 Nirvay ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କୁ ମିଳିଲା ଆଶ୍ୱସ୍ତି। ତଳ କୋର୍ଟଙ୍କ ନିର୍ଦେଶ ଉପରେ ହାଇକୋର୍ଟ ଲଗାଇଲେ ରୋକ୍। ତଳ କୋର୍ଟଙ୍କ NBW ଉପରେ ହାଇକୋର୍ଟଙ୍କ ରୋକ୍। ତେବେ ଏହାପରେ ତାଙ୍କ ଗିରଫ ଆଶଙ୍କା କମିଛି। ପୁରୀଘାଟ ଥାନାରେ ବର୍ଷା ପ୍ରିୟଦର୍ଶିନୀ…
ତାଜା ଖବର ରାଜନୀତି ରାଜ୍ୟ ପ୍ରଚାର ବେଳେ ଲୋକଙ୍କ ପ୍ରଶ୍ନ ବାଣରେ ଘାଇଲା ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ May 16, 2024 Papirani ସମ୍ବଲପୁର ଲୋକସଭା ଅଧୀନ ରେଢାଖୋଲରେ ନିର୍ବାଚନ ପ୍ରଚାର ବେଳେ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିରୋଧ କଲେ ଗ୍ରାମବାସୀ। ପ୍ରଚାର ବେଳେ ଗ୍ରାମବାସୀଙ୍କ ବିଭିନ୍ନ ପ୍ରଶ୍ନ ବାଣରେ ଘାଇଲା ହୋଇଛନ୍ତି ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ । ଯାହାର ଭିଡିଓ…
ତାଜା ଖବର ରାଜନୀତି ରାଜ୍ୟ ଭୁବନେଶ୍ୱରରେ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ରୋଡ ସୋ’ May 16, 2024 Papirani ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟରେ ବଢୁଛି ରାଜନୈତିକ ଉଷ୍ମତା । ଏଥିପାଇଁ ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦଳର ଶୀର୍ଷ ନେତା । ଭୁବନେଶ୍ୱରରେ ମେଗା ରୋଡ ସୋ’ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…
ତାଜା ଖବର ରାଜନୀତି ରାଜ୍ୟ ବିଜେପି ଛାଡ଼ିଲେ ରମା ରଞ୍ଜନ ବଳିଆର ସିଂହ May 16, 2024 Papirani ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜେପିର ମୁଖପାତ୍ର ରମା ରଞ୍ଜନ ବଳିଆର ସିଂହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ପ୍ରଦାନ ଦେଇଥିବା ସୂଚନା । ୨୫ ତାରିଖରେ ସତ୍ୟବାଦୀରେ ଭୋଟ୍ ଗ୍ରହଣହେବାକୁ ଥିବା ବେଳେ ତାର…
ତାଜା ଖବର ରାଜନୀତି ରାଜ୍ୟ କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ରୋଡ-ଶୋ May 15, 2024 Papirani କଟକରେ ରୋଡ-ଶୋ କରୁଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା । ସୋରଡାରୁ ହେଲକପ୍ଟର ଯୋଗେ ଭୁବନେଶ୍ୱର ପହଂଚିବା ପରେ ସିଧାସଳଖ ସଡକ ପଥରେ କଟକ ଯାଇଛନ୍ତି ଅମିତ ଶାହା । ସମାଜ ଅଫିସରୁ ଗୋପବନ୍ଧୁ ବାଗ, ବକ୍ସିବଜାର, ତିନିକୋଣିଆ ବଗିଚା, ଦରଘା ବଜାର,…