ଆହତ ପ୍ରଦୀପ ପାଣିଗ୍ରାହୀଙ୍କୁ ଏମ୍ସ ସ୍ଥାନାନ୍ତର
ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ। ଆହତ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମସ୍ ସ୍ଥାନାନ୍ତର କରାଯାଇଛି। ଏହି ଆକ୍ରମଣରେ ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଛି । ଏବେ ସେ ଏମକେସିଜି ହସ୍ପିଟାଲରେ…