Tag: Odisha

ମୋଦିଙ୍କୁ ପାଣ୍ଡିଆନଙ୍କ ଚାଲେଞ୍ଜ; ନବୀନଙ୍କ ଶପଥ ଗ୍ରହଣକୁ ଦେଲେ ନିମନ୍ତ୍ରଣ

ଆଜି ବୀରମିତ୍ରପୁରରେ ପ୍ରଚାର କରିବା ସହ ସେ ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ଭିକେ ପାଣ୍ଡିଆନ୍ । ତେବେ ଏହାରି ଭିତରେ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରିଛନ୍ତି ଭିକେ ପାଣ୍ଡିଆନ୍ କହିଛନ୍ତି ଯେଉଁଠି ବିଜେପି ହାରିବାର ଥାଏ, ସେଠାକୁ ବିଜେପିର ବଡ…

୨୫ ବର୍ଷ ଭିତରେ ଓଡ଼ିଶାରେ ବିଜେଡି ଗରିବୀ ହଟେଇପାରିଲାନି: ମୋଦୀ

ବରଗଡ଼ ସହର ନିକଟ ବରାହାଗୁଡ଼ା ବିକାଶ ଭିନ୍ଟେଜ୍ ପଡ଼ିଆରେ ବିଶାଳ ଜନସଭାକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ୨୫ ବର୍ଷ ଭିତରେ ଓଡ଼ିଶାରେ ବିଜେଡି ଗରିବୀ ହଟେଇପାରିଲାନି। ବିଜେଡି ନେତାଙ୍କ ବିରୋଧରେ ଲୋକଙ୍କ ମନରେ ରାଗ ଅଛି। କେତେ…

ଆଜି ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ସାରିବ ପ୍ରଚାର

ଭୁବନେଶ୍ବର: ଆସନ୍ତା ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଏବଂ ଆମ ରାଜ୍ୟ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପାଇଁ ହେବ ମତଦାନ। ବ୍ରହ୍ମପୁର, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଲୋକସଭା ଆସନ ସହିତ ୨୮ଟି ବିଧାନସଭା ଆସନ ପାଇଁ ପଡ଼ିବ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ବିଷୟ ନେଇ ବିଜେଡି ସରକାର ଉପରେ ଗର୍ଜିଲେ ପ୍ରଧାନମନ୍ତ୍ରୀ ମୋଦି

ଫୁଲବାଣୀ: ଫୁଲବାଣୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବକ୍ତବ୍ୟ । ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ପାଟଖଣ୍ଡା ଓ ମା’ ନାରାୟଣୀଙ୍କୁ ପ୍ରଣାମ ଜଣାଇ ନିଜ ଅଭୀଭାଷଣ ଆରମ୍ଭ କରିବା କ୍ରମରେ ମାତୃଶକ୍ତିର ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେ କହିଛନ୍ତି…

ସମ୍ବଲପୁରରେ ଏକାଠି ହେଲେ ବିଜେଡି ଓ ବିଜେପିର ପ୍ରମୁଖ ନେତା

ସମ୍ବଲପୁରରେ ଶୀତଳ ଷଷ୍ଠୀ ଏକ ବଡ ପର୍ବ । ବିଶ୍ୱ ପ୍ରସିଦ୍ଧ ଦେବ ବିବାହ ଉତ୍ସବ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳ ଉଠା ନୀତି ସମ୍ପନ୍ନ ସହିତ ମାସାଧିକକାଳ ପ୍ରାକ ପ୍ରସ୍ତୁତି ପର୍ବର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ନେତାମାନେ ଜନତାଙ୍କ…

ଆଜି କନ୍ଧମାଳ, ବଲାଙ୍ଗୀର ଓ ବରଗଡ଼ରେ ଉଦବୋଧନ କରିବେ ନରେନ୍ଦ୍ର ମୋଦୀ

ରାଜଧାନୀରେ ବିଶାଳ ରୋଡ୍ ସୋ’ ପରେ ଆଜି ଓଡ଼ିଶା ଗସ୍ତର ଦ୍ବିତୀୟ ଦିନରେ ଫୁଲବାଣୀ, ବଲାଙ୍ଗିର ଏବଂ ବରଗଡ଼ରେ ବିଶାଳ ଜନ ସମାବେଶକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମେ କନ୍ଧମାଳ ଯିବେ ପ୍ରଧାନମନ୍ତ୍ରୀ । ସକାଳୁ ପ୍ରଥମେ ଫୁଲବାଣୀ…

ବିଜେଡି ସ୍ଥାଣୁ ପାଲଟି ଯାଇଛି; ଓଡ଼ିଶାରେ ଏଥର ବିଜେପି ସରକାର: ନରେନ୍ଦ୍ର ମୋଦି

ରାଜ୍ୟ ରାଜନୀତିକୁ ହୁଲଚୁଲ କରୁଛି ମୋଦିଙ୍କ ଏକ୍ସ୍ ପୋଷ୍ଟ। ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱରରେ ଆୟୋଜିତ ବିଶାଳ ରୋଡ ସୋ ପରେ ମୋଦି ନିଜ ସୋସିଆଲ ମିଡ଼ିଆ ହ୍ୟାଣ୍ଡଲରେ ଓଡ଼ିଆରେ ଲେଖିଛନ୍ତି ଯେ,ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ଆୟୋଜିତ ଚମତ୍କାର ସଡ଼କ ଶୋଭାଯାତ୍ରାରେ ଓଡ଼ିଶାବାସୀଙ୍କ…

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ବିଶାଳ ରୋଡ ସୋ

ମୋଦିମୟ ହୋଇଛି ରାଜଧାନୀ । ରାଜଧାନୀର ସବୁଠାରୁ ବ୍ୟସ୍ତବହୁଳ ଅଂଚଳରେ ବିଜେପିର ରୋଡ ଶୋ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱରରେ ଏକ ବିଶାଳ ମେଗା ରୋଡ ସୋ କରିଛନ୍ତି । ରାମ ମନ୍ଦିର ଛକରୁ…

ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱରରେ ପହଂଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।କିଛି ସମୟ ପରେ ସେ ମାଷ୍ଟର କ୍ୟାଣ୍ଟିନରୁ ବାଣିବିହାର ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ କରିବେ । ତାଙ୍କ ରୋଡ ସୋ ପୂର୍ବରୁ ରାଜ୍ୟ ବିଜେପି ଉତ୍ସାହିତ ହୋଇଛି । ରାଜ୍ୟ ବିଜେପି…

ବାଣ ବିସ୍ଫୋରଣରେ ଉଡ଼ିଗଲା ଘରର ଆଜବେଷ୍ଟସ୍, ଜଣେ ଆହତ

ଖୋର୍ଦ୍ଧାରେ ବାଣ ଭିଡୁଥିବା ବେଳେ ଭୟଙ୍କର ବିସ୍ଫୋରଣ। ବିସ୍ଫୋରଣରେ ଉଡ଼ିଲା ଘରର ଆଜବେଷ୍ଟ, ଜଣେ ଶିଶୁ ଆହତ ହୋଇଥିବା ସୂଚନା।ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଥାନା ଲଖନପୁରରେ ଘଟିଛି ଏହି ଅଘଟଣ। ତେବେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରାଯାଉଥିବା ବେଳେ ଆହତଙ୍କୁ…