Tag: Odisha

ଜୁନ୍ ୨୦ରେ ଭୁବନେଶ୍ଵରରେ ରୋଡ୍ ସୋ’ କରିବେ ପ୍ରଧାନମନ୍ତ୍ରୀ ମୋଦୀ

ଆସନ୍ତା ଜୁନ୍ ୨୦ରେ ଓଡିଶା ଗ୍ରସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଅପରାହ୍ନ ୩ଟା ୪୦ରେ ଭୁବନେଶ୍ବରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦୀ। ବିମାନବନ୍ଦରରୁ ଜନତା ମୈଦାନ ଯାଏଁ ଦିନ ୩ଟା ୪୫ରୁ ୪ଟା ୧୫ ଯାଏଁ ରୋଡ୍…

ଯାଜପୁର ବିଞ୍ଝାରପୁରରେ ସମସ୍ତ ଢାବା ଓ ଫାଷ୍ଟଫୁଡ୍‌ ବନ୍ଦ ନିର୍ଦ୍ଦେଶ

ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ଦିନକୁ ଦିନ ବ୍ୟାପିଛି ଡାଇରିଆ। ଏହାକୁ ଦୃଷ୍ଟିରେ ରଖି ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ୨ ସପ୍ତାହ ପାଇଁ ସମସ୍ତ ଢାବା ଓ ଫାଷ୍ଟଫୁଡ୍‌ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି । ଚାଟ୍, ଗୁପ୍‌ଚୁପ୍‌, ଆଇସ୍‌କ୍ରିମ୍ ଫ୍ୟାକ୍ଟ୍ରି ବନ୍ଦ…

ପିଲାଙ୍କ ମାଆ ଯାଞ୍ଚ କରିପାରିବେ ମଧ୍ୟାହ୍ନ ଭୋଜନ

ଆସନ୍ତା ୨୦ ତାରିଖରୁ ଖୋଲିବ ସ୍କୁଲ। ସ୍କୁଲ ଖୋଲିବାର ପ୍ରଥମ ଦିନରୁ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ପାଇଁ ନିର୍ଦ୍ଦେଶ । ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ତାଗିଦ୍ କରି ଗଣଶିକ୍ଷା ବିଭାଗର ଚିଠି। ଗଚ୍ଛିତ ଥିବା ମଧ୍ୟାହ୍ନ ଭୋଜନ ସାମଗ୍ରୀର ସଠିକ୍ ମାନ…

୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ

ରାଜ୍ୟରେ ଜୁନ୍ ୨୦ ତାରିଖରୁ ଖୋଲିବ ସ୍କୁଲ୍ । ୧୮ ବଦଳରେ ୨୦ ତାରିଖରେ ଖୋଲିବ ସ୍କୁଲ । ଏ ନେଇ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଗଣଶିକ୍ଷା ବିଭାଗ ଲେଖିଛି ଚିଠି । ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ…

ଧାମନଗରରେ ଝାଡ଼ାବାନ୍ତି; ଦୁଇ ଦିନରେ ୬୦ ଆକ୍ରାନ୍ତ

ଯାଜପୁର ପରେ ଏବେ ଭଦ୍ରକରେ ବ୍ୟାପିଛି ଝାଡ଼ାବାନ୍ତି ।ଭଣ୍ଡାରିପୋଖରୀ ପରେ ଧାମନଗରକୁ ଡେଇଁଲା ଝାଡ଼ାବାନ୍ତି । ଦୁଇ ଦିନରେ ୬୦ ଜଣ ଆକ୍ରାନ୍ତ ହସ୍ପିଟାଲ୍‌ରେ ଚିକିତ୍ସିତ। ଧାମନଗର ସହର, ଭଗବାନପୁର, ଖଡ଼ିପଦା ଅଞ୍ଚଳରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ।…

ରାଜଧାନୀରେ ନାବାଳିକାଙ୍କୁ ଅପହରଣ ଉଦ୍ୟମ; ଦୁଇ ବଙ୍ଗୀୟ ଯୁବକ ଅଟକ

ରାଜଧାନୀରେ ନାବାଳିକାଙ୍କୁ ଅପହରଣ ଉଦ୍ୟମ । ରାତି ଅଧରେ ନାବାଳିକାଙ୍କୁ ଅପହରଣ କରୁଥିବା ୨ ବଙ୍ଗୀୟ ଯୁବକ ଅଟକ। ନାବାଳିକାକୁ ନିଶାଦେଇ ଅପହରଣ କରିବାକୁ ଉଦ୍ୟମ କରୁଥିବା ବେଳେ ଦୁଇ ଜଣ ଯୁବକଙ୍କୁ ମାଡିବସିଲେ ସ୍ଥାନୀୟ ଲୋକେ। ଅନ୍ୟପଟେ ନାବାଳିକା ମଧ୍ୟ…

ଅସହ୍ୟ ତାତି ଓ ଗୁଳୁଗୁଳିରୁ ମିଳିବ ଆଶ୍ବସ୍ତି; ରାଜ୍ୟରେ ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା…

ଡାଇରିଆ ସ୍ଥିତିର ସମୀକ୍ଷା ପାଇଁ ଯାଜପୁର ଓ ଆନନ୍ଦପୁର ଗସ୍ତରେ ସ୍ବାସ୍ଥ୍ୟ ମନ୍ତ୍ରୀ

ଆନନ୍ଦପୁର ହସ୍ପିଟାଲରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଯାଜପୁର ଗସ୍ତ ପରେ ଆନନ୍ଦପୁର ହସ୍ପିଟାଲରେ ପହଞ୍ଚିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ । ଆନନ୍ଦପୁର ହସ୍ପିଟାଲରେ ଡାଇରିଆ ସ୍ଥିତିର ସମୀକ୍ଷା କରିଥିବା ଜଣାପଡିଛି । ସୂଚନା ଯୋଗ୍ୟ; ରାଜ୍ୟରେ ଦିନକୁ ଦିନ ବଢୁଛି…

ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବରରେ ରୋଡ ଶୋ

ଆସନ୍ତା ୨୦ ତାରିଖରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବରରେ ରୋଡ ଶୋ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି । ଜୁନ୍‌ ୧୨ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷ ପୂର୍ତ୍ତି ପାଳନ ହେଉଛି । ଏହି ଅବସରରେ ଆସନ୍ତା ୨୦…

ରଜ ପର୍ବରେ ଯାଜପୁରରେ ଭୋଜି ମନା, କଲେରା ଚିହ୍ନଟ ଯୋଗୁଁ ଜିଲ୍ଲା ପ୍ରଶାସନର ପରାମର୍ଶ

ରଜ ପର୍ବରେ ଯାଜପୁର ଜିଲ୍ଲାରେ ଭୋଜିକୁ ବାରଣ । ଜିଲ୍ଲାରେ କଲେରା ଚିହ୍ନଟ ଯୋଗୁଁ ଜିଲ୍ଲା ପ୍ରଶାସନର ପରାମର୍ଶ ଦେଇଥିବା ଜଣାପଡ଼ିଛି। ରଜ ପର୍ବରେ ସାମୁହିକ ସମାବେଶ ବେଳେ ଭୋଜିକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି । ଜିଲ୍ଲାରେ ୮…