Tag: Odisha

ଅନ୍ଧାରରେ ୬୨୦ କର୍ମଚାରୀଙ୍କ ଭବିଷ୍ୟତ; ବନ୍ଦ ହେବ ନବୀନ ସରକାରଙ୍କ ଅମଳର ମୁକ୍ତା ଯୋଜନା

ଆମ ରାଜ୍ୟରେ ବିଜେଡି ସରକାରଙ୍କ ପତନ ପରେ ବିଜେପି ସରକାର କ୍ଷମତାକୁ ଆସିଛନ୍ତି। ତେବେ ସରକାର ବଦଳିବା ପରେ ନବୀନ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା ଯୋଜନା) କୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ରାଜ୍ୟକୁ ବାତ୍ୟାର ଭୟ; ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ପୁର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଜି ସକାଳ ୫ଟା ୩୦ ମିନିଟ୍ ସମୟରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩…

୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ରହିବ ପ୍ରବଳ ବର୍ଷାର ପ୍ରଭାବ: ମନୋରମା ମହାନ୍ତି

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତା ୨୩ ତାରିଖ…

ମାଡ଼ି ଆସୁଛି ବାତ୍ୟା; ୨୪ ତାରିଖରେ କରିବ ଲାଣ୍ଡଫଲ୍!

ଆସୁଛି ବାତ୍ୟା। ୨୪ ତାରିଖରେ କରିପାରେ ଲାଣ୍ଡଫଲ୍।ବଙ୍ଗୋପସାଗରରେ ବାତ୍ୟା ନେଇ ସ୍ପଷ୍ଟ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନ…

ରାଜ୍ୟ ବିଜେପି ସାଂଗଠନିକ ନିର୍ବାଚନ ପାଇଁ ୪ ନେତାଙ୍କୁ ମିଳିଲା ଦାୟିତ୍ବ

ରାଜ୍ୟ ବିଜେପି ସାଂଗଠନିକ ନିର୍ବାଚନ ପାଇଁ ୪ ନେତାଙ୍କୁ ଦିଆଗଲା ଦାୟିତ୍ବ। ଏଥିରେ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ଆଉ ୩ ଜଣଙ୍କୁ ନିର୍ବାଚନ ଅଧିକାରୀ ଭାବେ ଦାୟିତ୍ବ ଦେଲା ବିଜେପି। ଅକ୍ଟୋବରରେ ବିଜେପି ସଦସ୍ୟତା ଅଭିଯାନ ସରିବା ପରେ ହେବ ସାଂଗଠନିକ…

ବଦଳିବ ଆମ ଓଡ଼ିଶା ନବୀନ ଓଡ଼ିଶା ନାଁ: ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ

ବଦଳିବ ପୂର୍ବ ସରକାରର ବହୁ ଚର୍ଚ୍ଚିତ ଯୋଜନା ‘ଆମ ଓଡିଶା, ନବୀନ ଓଡିଶା ନା। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ସେ କହିଛନ୍ତି ୨ ଦିନରେ ଗାଇଡ୍‌ଲାଇନ୍ ଆଣୁଛନ୍ତି ସରକାର । ପଲ୍ଲୀସଭାକୁ ଗୁରୁତ୍ୱ…

ଓଏସଏସଏସସି ପରୀକ୍ଷାରେ ଅନିୟମିତତାର ଅଭିଯୋଗ; ନିଷ୍ପତ୍ତି ନେବେ ରାଜ୍ୟ ସରକାର

ଚଳତବର୍ଷ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସଏସଏସସି) ଙ୍କ ଦ୍ୱାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷାର ବିବାଦ ସାରାରାଜ୍ୟରେ ଲାଗିରହିଥିବା ବେଳେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ ବିଚାରକୁ ନେଇଛନ୍ତି। ରାଜ୍ୟ ସରକାର ଜଲ୍ଦୀ ଏହି ସଂପର୍କରେ ନିଷ୍ପତି…

ଡ୍ରାଇଭିଂ ଟେଷ୍ଟ କରିବ ଏଆଇ

ଏଣିକି ଡ୍ରାଇଭିଂ ଟେଷ୍ଟ ବେଳେ ହେବନି ପାତର ଅନ୍ତର । ପରୀକ୍ଷା ଚାଲିଥିବା ବେଳେ କୌଣସି ମାନବିକ ହସ୍ତକ୍ଷେପ କରାଯିବ ନାହିଁ । ପରୀକ୍ଷାକୁ ଜଗିବ କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବୋଲି ରାଜ୍ୟ ସଡକ ସୁରକ୍ଷା ବିଭାଗ…

ଜନ୍ମଦିନରେ ନବୀନଙ୍କୁ ଲତିକା ପ୍ରଧାନଙ୍କ ଉପହାର !

ଆଜି ୭୮ ବର୍ଷରେ ପାଦ ଦେଇଛନ୍ତି ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାନସଭାର ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ଅବସରରେ ନବୀନଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ରାଜନୀତି ଓ ଅନ୍ୟ କ୍ଷେତ୍ର ସହ ଜଡ଼ିତ ଅନେକ…

ଭାଜପାର ନିକଟତର ହେଉଛନ୍ତି ବିଜେଡି ନେତା

୨୦୧୯ ମସିହାରୁ ୨୦୨୪ ମସିହା ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାରେ ୬ଜଣ ଭାଜପା ବିଧାୟକ ଏବଂ ୩ଜଣ ବିଜେଡ଼ି ବିଧାୟକ ରହିଥିଲେ । ମୟୂରଭଞ୍ଜ ଲୋକସଭା ସାଂସଦ ମଧ୍ଯ ଭାଜପାର ରହିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି.କେ.…