Tag: Odisha

ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ ଉଦ୍‌ଘାଟିତ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ବରରେ ରାଜ୍ୟସ୍ତରୀୟ ବିକାଶ ମେଳା ୨୦୨୫ର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭୁବନେଶ୍ବରର ଇଡ୍‌କୋ ପ୍ରଦର୍ଶନୀ ପଡିଆ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନକଲ୍ୟାଣକାରୀ…

ରାଇଘର ଚାଷୀଙ୍କ ଧାନ ବିକ୍ରି ବକେୟା ଟଙ୍କା ନମିଳିବା ଘଟଣା; ୧୨ ଘଣ୍ଟା ବନ୍ଦ ଓ କଳା ଦିବସ ଡାକରାକୁ ବିଜେଡିର ସମର୍ଥନ

ଅବିଭକ୍ତ କୋରାପୁଟ ଜିଲ୍ଲାରେ ୩୪୪ ଜଣ ଚାଷୀଙ୍କୁ ଧାନ ବିକ୍ରି ଟଙ୍କା ଚାରି ମାସ ପରେ ମଧ୍ୟ ମିଳି ନଥିବାରୁ, ଚାଷୀ ସମାଜ ମଧ୍ୟରେ ପ୍ରବଳ ଜନ ଅସନ୍ତୋଷ ସୃଷ୍ଟି ହୋଇଛି । ଚାଷୀମାନଙ୍କୁ ତୁରନ୍ତ ତାଙ୍କ ପ୍ରାପ୍ୟ ପ୍ରଦାନ ଦାବୀରେ…

ପୁରୀରେ ବରିଷ୍ଠ ସେବାୟତଙ୍କୁ ହତ୍ୟା ଘଟଣା; ବ୍ୟକ୍ତିଗତ ଶତ୍ରୁତାରୁ ହୋଇଛି ହତ୍ୟା: ଏସପି 

ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ସହର ସମ୍ପୂର୍ଣ୍ଣ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଥିବାବେଳେ ଜଣେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତକୁ ହତ୍ୟା ଘଟଣା ଚାରିଆଡ଼େ ଭୟର ଆତଙ୍କ ସୃଷ୍ଟି କରିଛି । ବ୍ୟକ୍ତିଗତ ଶତ୍ରୁତାରୁ ହତ୍ୟା ହୋଇଥିବା ସୂଚନା ଦେଇଛନ୍ତି ପୁରୀ…

ସ୍ନାନ ମଣ୍ଡପରେ ଅଣସେବାୟତ ଥିଲେ ହେବ କାର୍ଯ୍ୟାନୁଷ୍ଠାନ

ଜଳଲାଗି ବେଳେ ଅଣସେବାୟତ ଥିଲେ ହେବ କାର୍ଯ୍ୟାନୁଷ୍ଠାନ । ଏ ନେଇ ଆଜି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।। ସେ କହିଛନ୍ତି ଯଦି ଦିବ୍ୟସ୍ନାନ ସମୟରେ ମଣ୍ଡପରେ କେହି ଅଣସେବାୟତ ରହିଥିବାର ପ୍ରମାଣ ମିଳିଲେ ହେବ କାର୍ଯ୍ୟାନୁଷ୍ଠାନ…

ପୁରୀରେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ

ପୁରୀରେ ଜଣେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କୁ ହତ୍ୟା ସନ୍ଦେହ । ଟାଉନ ଥାନା ଗୁଡ଼ିଆସାହି ରାବେଣି ଚଉରା ପାଖରେ ବରିଷ୍ଠ ସେବାୟତ ଜଗନ୍ନାଥ ଦୀକ୍ଷିତଙ୍କ ମୃତଦେହ ଉଦ୍ଧାର ହୋଇଛି । ସୂଚନା ଅନୁଯାୟୀ, ମୃତ ସେବାୟତ ମହାସୁହାରସାହିର ଥିବାବେଳେ ସେ…

ଯାଜପୁର ଡାଇରିଆ ଆକ୍ରାନ୍ତଙ୍କ ପାଖରେ ପହଞ୍ଚିଲା ସ୍ୱାସ୍ଥ୍ୟ ଟିମ୍‌

ଯାଜପୁର ଅଞ୍ଚଳରେ ୫୦୦ରୁ ଅଧିକ ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ଏକ ଡାକ୍ତରୀ ଟିମ୍‌ ଆଜି ରୋଗୀଙ୍କ ପାଖରେ ପହଞ୍ଚିଛି । ଏହି ଟିମ୍‌ରେ ଡାକ୍ତର, ମାଇକ୍ରୋ ବାୟୋଲୋଜିଷ୍ଟି ଏବଂ ଖାଦ୍ୟ ନିରାପତ୍ତା ଅଧିକାରୀ…

ପାର୍ଟ ପ୍ଲଟ୍ ବିକ୍ରି ପାଇଁ ଖୋଲିଲା ବାଟ

ପାର୍ଟ-ପ୍ଲଟ ପଞ୍ଜୀକରଣ ନେଇ ସହଜ ଓ ସରଳ ବାଟ ଖୋଲିଲା । କିଛି ମାସ ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ପୁଣି ପାର୍ଟ ପ୍ଲଟ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଯାଉଛି । ପ୍ଲାନିଙ୍ଗ ଆଣ୍ଡ ବିଲ୍ଡିଂ ଷ୍ଟାଣ୍ଡାର୍ଡ ଦ୍ଵିତୀୟ…

ପ୍ରକାଶ ପାଇଲା ଚଳିତବର୍ଷର ଓଜେଇଇ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଜେଇଇ -୨୦୨୫ ର ଫଳାଫଳ ଘୋଷଣା କରିବା ସହିତ…

ଧାନ କିଣାକୁ ନେଇ ଆଉ ହେବ ନାହିଁ ସମସ୍ୟା: ଯୋଗାଣ ମନ୍ତ୍ରୀ

ଧାନ ବିକ୍ରିରେ ଚାଷୀମାନଙ୍କର କିଛି ସମସ୍ୟା ରହିବନି କି ଟୋକନ ସମସ୍ୟା ରହିବନି । ଟାର୍ଗେଟ ସମସ୍ୟାର ଇତି ମଧ୍ୟରେ ସମାଧାନ ହୋଇ ସାରିଛି ବୋଲି କହିଛନ୍ତି ରାଜ୍ୟ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂରଣ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି; ଏକ ବର୍ଷ ମଧ୍ୟରେ କ’ଣ କ’ଣ ପ୍ରତିଶ୍ରୁତି ପୂରଣ ହୋଇଛି ଜାଣନ୍ତୁ 

ଆଉ ଗୋଟିଏ ଦିନ ପରେ ମୋହନ ମାଝୀଙ୍କ ସରକାର ଏକ ବର୍ଷ ପୂରଣ କରିବ । ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଏକାକୀ ସରକାର ଗଢ଼ିଛି । ସଂକଳ୍ପ ପତ୍ରରେ ଲୋକଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ସରକାରକୁ…