Tag: Odisha

ପ୍ରକାଶ ପାଇଲା ଚଳିତବର୍ଷର ଓଜେଇଇ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଜେଇଇ ପରୀକ୍ଷା ଫଳ। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, SCTEVT ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଓଜେଇଇ -୨୦୨୫ ର ଫଳାଫଳ ଘୋଷଣା କରିବା ସହିତ…

ଧାନ କିଣାକୁ ନେଇ ଆଉ ହେବ ନାହିଁ ସମସ୍ୟା: ଯୋଗାଣ ମନ୍ତ୍ରୀ

ଧାନ ବିକ୍ରିରେ ଚାଷୀମାନଙ୍କର କିଛି ସମସ୍ୟା ରହିବନି କି ଟୋକନ ସମସ୍ୟା ରହିବନି । ଟାର୍ଗେଟ ସମସ୍ୟାର ଇତି ମଧ୍ୟରେ ସମାଧାନ ହୋଇ ସାରିଛି ବୋଲି କହିଛନ୍ତି ରାଜ୍ୟ ଖାଦ୍ୟ, ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।…

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂରଣ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି; ଏକ ବର୍ଷ ମଧ୍ୟରେ କ’ଣ କ’ଣ ପ୍ରତିଶ୍ରୁତି ପୂରଣ ହୋଇଛି ଜାଣନ୍ତୁ 

ଆଉ ଗୋଟିଏ ଦିନ ପରେ ମୋହନ ମାଝୀଙ୍କ ସରକାର ଏକ ବର୍ଷ ପୂରଣ କରିବ । ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି ଓଡ଼ିଶାରେ ଏକାକୀ ସରକାର ଗଢ଼ିଛି । ସଂକଳ୍ପ ପତ୍ରରେ ଲୋକଙ୍କୁ ଅନେକ ପ୍ରତିଶ୍ରୁତି ଦେଇ ସରକାରକୁ…

ଆଜି ଶ୍ରୀମନ୍ଦିରରେ ସେନାପଟା ଲାଗି ନୀତି: ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ସେନାପଟା ଲାଗି ନୀତି। ଏଥିପାଇଁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଏହା ଏକ ଗୁପ୍ତନୀତି ହୋଇଥିବାରୁ ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ କେବଳ ଦଇତାପତି ସେବାୟତମାନେ ଏହି ନୀତିରେ ଯୋଗଦାନ କରିଥାନ୍ତି।…

ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୫୦ ଟପିଲା

ରାଜ୍ୟରେ ଏବେ ପୁଣି ଉପରମୁହାଁ କରୋନା । ଆଜି ଗୋଟିଏ ଦିନରେ ଆଉ ସାତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଏହି ସୂଚନା ଦେଇଛନ୍ତି । ଚଳିତ ବର୍ଷ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ତେନ୍ତୁଳିଖୁଣ୍ଟି ବ୍ଲକ ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ ବିଜେପିରେ ସାମିଲ

ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ବ୍ଲକର ଅଧ୍ୟକ୍ଷା ନିଳେନ୍ଦ୍ରୀ ନାୟକ, ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀ ଏବଂ ବହୁ ପଞ୍ଚାୟତ ପ୍ରତିନିଧି ବିଜେପିରେ ସାମିଲ ହୋଇଛନ୍ତି । ଗତ ପଞ୍ଚାୟତ ନିର୍ବାଚନରେ ବିଜେଡି ସମର୍ଥନରେ ବ୍ଲକ ଅଧ୍ୟକ୍ଷା ହୋଇଥିଲେ ନିଳେନ୍ଦ୍ରୀ…

ରଥଯାତ୍ରା ପାଇଁ ନିୟୋଜିତ ହେବେ ୩୦୦ ଡାକ୍ତର

ଜୁନ୍ ୨୭ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏନେଇ ୮୦ ପ୍ରତିଶତ ପ୍ରସ୍ତୁତି ଶେଷ ହୋଇଛି । ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ୱିତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଇନ ତଥା ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ…

ରାଜ୍ୟରେ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ; ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ଆଲର୍ଟ। ଝଟ୍‌କା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦କିମି ରହିବ । ୩ ଘଣ୍ଟା ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି…

ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ଚେତାବନୀ; ଅଭିଯାନ ଆରମ୍ଭ ହୋଇଛି, କେହି ବି ବର୍ତ୍ତିବେ ନାହିଁ

ଦୁର୍ନୀତିଗ୍ରସ୍ତ ବାବୁଙ୍କୁ ରାଜସ୍ବ ମନ୍ତ୍ରୀ ଚେତାବନୀ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯିଏ ଦୁର୍ନୀତି କରିବ ସିଏ ଜେଲ୍‌ ଯିବ । ଅଭିଯାନ ଆରମ୍ଭ ହୋଇଛି, କେହି ବି ବର୍ତ୍ତିବେ ନାହିଁ। ରାଜ୍ୟରେ ଦୁର୍ନୀତି ଉପରେ…

ରାଜ୍ୟର ୧୦୦ରୁ ୧୫୦ ଗାଁ ନାମିତ ହେବ ମହାପୁରୁଷ ଆଦର୍ଶ ଗାଁ: ପଞ୍ଚାୟତିରାଜ ମନ୍ତ୍ରୀ

ରାଜ୍ୟର ୧୦୦ରୁ ୧୫୦ ଗାଁ ହେବ ମହାପୁରୁଷ ଆଦର୍ଶ ଗାଁ ।ମହାପୁରୁଷ ଆଦର୍ଶ ଗାଁ କରିବ ପଞ୍ଚାୟତିରାଜ ବିଭାଗ । ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ସେ କହିଛନ୍ତି ନାମିତ ହେବ ମହାପୁରୁଷ ଆଦର୍ଶ ଗାଁ…