Tag: Odisha

ପବିତ୍ର ନୂଆଁ ଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ପବିତ୍ର ନୂଆଁ ଖାଇ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି “ସମ୍‌କୁ ମୋର ନୂଆଁଖାଇ ଜୁହାର୍” । ଓଡ଼ିଶା ର ମହାନ୍ କୃଷିଭିତ୍ତିକ ଗଣ ପର୍ବ ନୂଆଁଖାଇ ର ଶୁଭ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ…

କଟକ ରେଲୱେ ଷ୍ଟେସନ ପ୍ଲାଟଫର୍ମ ଛାତ ଭୁଶୁଡିବା ଦୁର୍ଭାଗ୍ୟଜନକ: ବିଜେଡି

କଟକ ରେଲୱେ ଷ୍ଟେସନର ପ୍ଲାଟଫର୍ମ-୧ରେ ଥିବା ଛାତ ଭୁଶୁଡିପଡିବା ଦୁର୍ଭାଗ୍ୟଜନକ ବୋଲି ବିଜୁ ଜନତା ଦଳ କହିଛି । ରେଲୱେ ବିଭାଗ ଓ ଠିକା ସଂସ୍ଥାର ଦାୟିତ୍ୱହୀନତା ଓ ସୁରକ୍ଷା ପ୍ରତି ଧ୍ୟାନ ନଦେବା ଫଳରେ ଏଭଳି ଦୁର୍ଘଟଣା ଘଟିଛି ବୋଲି…

କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ

କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ ।ପ୍ଲାଟଫର୍ମ ୧ରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ଛାତ । ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି । ଏ ନେଇ ପୂର୍ବତଟ ରେଲୱେ ପକ୍ଷରୁ ସୂଚନା ଜାରି କରାଯାଇଛି…

ଚାଷୀ ଭାଇ ଭଉଣୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଭେଟି; ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା

ପବିତ୍ର ନୂଆଁଖାଇ ଅବସରରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ବାରା ରବି ୨୦୨୫-୨୬ ପାଇଁ ସି ଏମ୍ କିଷାନ ସହାୟତା ରାଶି ପ୍ରଦାନର ରାଜ୍ୟସ୍ତରୀୟ ଉତ୍ସବ ଓୟୁଏଟି ଭୁବନେଶ୍ବର ସ୍ଥିତ କୃଷି ଶିକ୍ଷା ସଦନଠାରେ ଆୟୋଜିତ ହୋଇଛି । ଏହି…

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି…

ବିଜଦ ଅବସ୍ଥାକୁ ନେଇ ଚିନ୍ତାରେ ଭାଜପା ହାଇକମାଣ୍ଡ !

ପୂର୍ବ ଶାସକ ଦଳ ବିଜଦ ପରିସ୍ଥିତିକୁ ନେଇ ଚିନ୍ତିତ ଭାଜପା ହାଇକମାଣ୍ଡ । ଚିନ୍ତିତ ହେବା କଥା ବି । ଏହି ଆଞ୍ଚଳିକ ଦଳଟିରେ ବିଭାଜନର ପଦଧ୍ୱନି ଶୁଭିଲାଣି। ସଭାପତି ଭାବେ କୌଣସି ଦାୟିତ୍ଵ ନିର୍ବାହ କରୁ ନଥିବା ନବୀନ ପଟନାୟକ…

‘ଆମ ଶାସନ’ ହେଉଛି ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ: ବିଜେଡି

ରାଜ୍ୟ ସରକାରଙ୍କ ଦ୍ୱାରା ଆଜି ଆରମ୍ଭ କରାଯାଇଥିବା “ଆମ ଶାସନ’ ବ୍ୟବସ୍ଥା, ପୂର୍ବ ସରକାରଙ୍କ ଦ୍ୱାରା ୨୦୧୯ ମସିହାରୁ କାର୍ଯ୍ୟକାରୀ ହୋଇ ଆସୁଥିବା ‘୫-ଟି ଓ ମୋ ସରକାର’ ବ୍ୟବସ୍ଥାର କପି ପେଷ୍ଟ ବୋଲି ବିଜେଡି କହିଛି । ବିରୋଧୀ ଦଳର…

ମେଡିକାଲ ପ୍ରବେଶିକାରେ ଉତ୍ତୀର୍ଣ୍ଣ ହୋଇଥିବା ଚମ୍ପା ରାସ୍‌ପେଦାଙ୍କୁ ସମ୍ୱର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମେଡିକାଲ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ମାଲକାନଗିରି ଦିଦାୟୀ ସମ୍ପ୍ରଦାୟର କୁମାରୀ ଚମ୍ପା ରାସ୍‌ପେଦାଙ୍କୁ ସମ୍ୱର୍ଦ୍ଧିତ କରିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ କୁମାରୀ ଚମ୍ପାଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ବିଜୁ ଯୁବ ଓ ଛାତ୍ର ଜନତା ଦଳର ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କଲେ ନବୀନ

ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି କ୍ରମେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳର କର୍ମକର୍ତ୍ତାମାନଙ୍କୁ ଦାୟିତ୍ଵ ବଣ୍ଟନ କରାଯାଇଛି । ଏହିକ୍ରମରେ ଦଳର ଯୁବ ନେତ୍ରୀ ଇପସିତା ସାହୁ…

ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି

ଆଜି ଶ୍ରୀମନ୍ଦିର ପରିଚାଳନା ପାଇଁ ୧୦ ଜଣିଆ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର । କମିଟି ଗଠନ ହେବା ନେଇ ଆଇନ ବିଭାଗ ପକ୍ଷରୁ ଜାରି ହୋଇଛି ବିଜ୍ଞପ୍ତି । ୧୦ ଜଣ ସଦସ୍ୟ ଏହି କମିଟିରେ ସ୍ଥାନ ପାଇଛନ୍ତି…