Tag: Odisha

World’s First Black Tiger Safari: ମୟୂରଭଞ୍ଜରେ ହେବ ବିଶ୍ୱର ପ୍ରଥମ କଳାବାଘ ସଫାରୀ

ମୟୂରଭଞ୍ଜରେ ହେବ ବିଶ୍ୱର ପ୍ରଥମ କଳାବାଘ ସଫାରୀ । ବାରିପଦା ସଦର ଥାନା ଅନ୍ତର୍ଗତ ମଞ୍ଚାବନ୍ଧା ଠାରେ ଏହି ସଫାରୀ ଖୋଲିବା ପାଇଁ କିଛି ମାସଧରି ଲାଗିରହିଥିବା ପ୍ରତିବନ୍ଧକ ଦୂର ହୋଇଛି । କଳାବାଘ ସଫାରୀ ଖୋଲିବା ପାଇଁ କେନ୍ଦ୍ରୀୟ ଚିଡ଼ିଆଖାନା…

Abhijit Majumdar: ଧୀରେ ଧୀରେ ସୁସ୍ଥ ହେଉଛନ୍ତି ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର

ଧୀରେ ଧୀରେ ସୁସ୍ଥ ହେଉଛନ୍ତି କଣ୍ଠଶିଳ୍ପୀ ତଥା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି । ଏବେ ସେ ଭୁବନେଶ୍ୱର AIIMSର ମେଡ଼ିସିନ ୱାର୍ଡରେ ଅଛନ୍ତି । ଗତ ସେପ୍ଟେମ୍ବର ୪ ତାରିଖରେ ସଙ୍କଟାପନ୍ନ ଅବସ୍ଥାରେ…

Odisha Cabinet: ରାଜ୍ୟ କ୍ୟାବିନେଟରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ ବାଜିଲା ମୋହର

ସରିଲା ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଓଡ଼ିଶା କ୍ୟାବିନେଟର ୩୦ତମ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ୯ଟି ବିଭାଗର ୧୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି।…

Odisha Cabinet Meeting: ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ ।ଏଥିରେ ବିଭିନ୍ନ ବିଭାଗର ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହିତ ମୋହର ବାଜିବ ବୋଲି ଜଣାପଡ଼ିଛି । ଶୀତକାଳୀନ…

Affordable House in Bhubaneswar: ଭୁବନେଶ୍ୱରରେ ସୁଲଭ ମୂଲ୍ୟରେ ମିଳିବ ଘର

ରାଜଧାନୀ ଭୁବନେଶ୍ୱରରେ ୧୪ ରୁ ୫୦ ଲକ୍ଷ ଟଙ୍କାରେ ରାଜ୍ୟ ସରକାର ଘର ଯୋଗାଇବେ ବୋଲି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ପ୍ରାଥମିକ ଭାବେ ଏହି ସୁଲଭ ଘର ବସ୍ତି ବାସିନ୍ଦାଙ୍କୁ ଦିଆଯିବ…

Odisha Matric Exam 2026: ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି । ଆସନ୍ତା ନଭେମ୍ବର ୨୮ ଯାଏ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ହୋଇପାରିବ । ଗୁରୁବାର ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡ଼ିଶା ମାଧ୍ୟମିକ ଶିକ୍ଷା…

President Murmu at Jharsuguda: ଝାରସୁଗୁଡ଼ାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜି ଛତିଶଗଡ଼ ଗସ୍ତରେ ଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିଲ୍ଲୀରୁ ସ୍ଵତନ୍ତ୍ର ବାୟୁସେନା ବିମାନ ଯୋଗେ ପ୍ରଥମେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ସେ ପହଞ୍ଚିଥିଲେ । ବିମାନ ବନ୍ଦରରେ ଅବତରଣ କରିବା ପରେ ରାଜ୍ୟ ସରକାର, ଜିଲ୍ଲା…

Illegal Sand Mining in Odisha: ରାଜ୍ୟ ସରକାରଙ୍କ ପ୍ରୋତ୍ସାହନରେ ରାଜ୍ୟରେ ଚାଲିଛି
 ବାଲି ଓ ପଥର ଚୋରି: ବିଜେଡି

ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଦଳର ମୁଖପାତ୍ର ତଥା ମିଡ଼ିଆ ସଂଯୋଜକ ଡ଼ ଲେନିନ ମହାନ୍ତି ଓ ଛାତ୍ର ବିଜେଡି ସଭାନେତ୍ରୀ ଇପ୍ସିତା ସାହୁ ରାଜ୍ୟରେ ହେଉଥିବା ବାଲିଚୋରିରେ ବିଜେପିର ନେତାମନ୍ତ୍ରୀଙ୍କ ସମ୍ପୃକ୍ତିର ଅଭିଯୋଗ କରିବା ସହିତ ଏଥିଯୋଗୁଁ ଲଘୁ…

Salia Sahi evictions: ସାଲିଆସାହିରେ ଉଚ୍ଛେଦ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର: କୃଷ୍ଣଚନ୍ଦ୍ର ମହାପାତ୍ର

ସାଲିଆସାହିରେ ଉଚ୍ଛେଦ ସବୁ ବସ୍ତି ବାସିନ୍ଦାଙ୍କୁ ମିଳିବ ସରକାରୀ ଘର । ଏ ନେଇ ଆଜି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି କୌଣସି ଯୋଗ୍ୟ ବାସିନ୍ଦା ଆଶ୍ରୟ ହରାଇବେ ନାହିଁ। ଯେଉଁମାନେ ଘର…

Tiger Census: କୁଳଡିହା ଅଭୟାରଣ୍ୟରେ ଆଜିଠୁ ବାଘ ଗଣନା ଆରମ୍ଭ

ବାଲେଶ୍ୱର ଜିଲା କୁଳଡିହା ଅଭୟାରଣ୍ୟରେ ଗୁରୁବାର ବାଘ ଗଣନା ଆରମ୍ଭ ହୋଇଯାଇଛି।ବାଘ ଗଣନା ପାଇଁ ୧୭ଟି ଟିମ୍‌ରେ ୭୦ରୁ ଊର୍ଦ୍ଧ୍ୱ ବନ କର୍ମଚାରୀ ନିୟୋଜିତ। ୭ଦିନ ଧରି କୁଳଡିହାରେ ବାଘ ଗଣନା କରାଯିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି। ବାଘ…