Tag: Odisha

ପ୍ରେସ୍‌ କାଉନସିଲ୍‌ ଅଫ୍ ଇଣ୍ଡିଆର ସଦସ୍ୟ ହେଲେ ସାଂସଦ ସମ୍ବିତ ପାତ୍ର

ପ୍ରେସ୍‌ କାଉନସିଲ ଅଫ୍‌ ଇଣ୍ଡିଆର ୩ ଜଣିଆ ସଦସ୍ୟଙ୍କୁ ନିଯୁକ୍ତି ଦିଆଯାଇଛି । ଏହି ୩ ସାଂସଦଙ୍କୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ନିଯୁକ୍ତି ଦେଇଛନ୍ତି । ପୁରୀ ସାଂସଦ ସମ୍ବିତ ପାତ୍ର ପ୍ରେସ୍‌ କାଉନସିଲ୍‌ ଅଫ୍‌ ଇଣ୍ଡିଆ (ପିସିଆଇ)ର ସଦସ୍ୟ…

ଦୁଇ ତିନି ଦିନ ମଧ୍ୟରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ

ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି । ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା…

୨୧ ହାଇକୋର୍ଟ ବିଚାରପତିଙ୍କ ବଦଳି ସୁପାରିଶ କଲେ ସୁପ୍ରିମକୋର୍ଟ

ନ୍ୟାୟ ପ୍ରଶାସନକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ, ସୁପ୍ରିମକୋର୍ଟ କଲେଜିୟମ ଦେଶର ବିଭିନ୍ନ ହାଇକୋର୍ଟରେ ୨୧ ଜଣ ବିଚାରପତିଙ୍କୁ ସ୍ଥାନାନ୍ତର କରିବାକୁ ସୁପାରିଶ କରିଛନ୍ତି । ଏହି ବିଚାରପତିମାନଙ୍କ ମଧ୍ୟରୁ ଚାରି ଜଣ ବର୍ତ୍ତମାନ ଆଲାହାବାଦ ହାଇକୋର୍ଟରେ…

ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଗିରଫ

ଖବର ସଂଗ୍ରହବେଳେ ବଲାଙ୍ଗିର ଜିଲ୍ଲା, ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାର ମୁଖ୍ୟ ଅଭିଯୁକ୍ତ ଠିକାଦାର ଗଜେନ୍ଦ୍ର ଦଳାଇ ଆଜି ଗିରଫ ହୋଇଛି । ଏନେଇ ଉତ୍ତରାଞ୍ଚଳ ଆଇଜି ହିମାଂଶୁ…

ଗେଡ଼ା ଲୋକ

ଆଉ ୧୫ ଦିନ ପରେ ଓଡ଼ିଶାର ଭାଜପା ସରକାର ବର୍ଷେ ପୂରଣ କରିବ । ୨୪ ବର୍ଷର ଗୋଟିଏ ସରକାରକୁ ୫ ଥର ସୁଯୋଗ ଦେବା ପରେ, ୨୦୨୪ରେ ଓଡ଼ିଶାର ଲୋକେ ତାକୁ ହଟାଇ ଦେଲେ । ବିଜୁ ଜନତା ଦଳ…

ଓଡ଼ିଶାରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗ; ଦେଶର ସୁରକ୍ଷା ପାଇଁ ସରକାର ସଂକଳ୍ପବଦ୍ଧ: କୃଷ୍ଣଚନ୍ଦ୍ର ମହାପାତ୍ର

ଓଡ଼ିଶାରେ ବେଆଇନ ଭାବେ ରହୁଥିବା ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରି ବିଦା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଏହି ସମୟରେ ବାଂଲାଦେଶୀ ଅନୁପ୍ରବେଶକାରୀ ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଦେଶର…

୩୧ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ହେବାର ଦୁଇ ଦିନ ଭିତରେ ଏହା ଅଧିକ ଘନୀଭୂତ ହେବ । ଫଳରେ ରାଜ୍ୟରେ ପ୍ରବଳ ବର୍ଷା…

ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌

ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌ ।ଅଡେଣିଗଡ଼ ନିକଟରେ କୌଣସି କାରଣରୁ ଭୁଶୁଡ଼ିଲା ନିର୍ମାଣାଧୀନ ରେଳ ଟନେଲ୍‌ । ଟନେଲ ଭୁଶୁଡିବା ପରେ ସେଠାରେ ୩୦ ମିଟର ଦୀର୍ଘ ଗର୍ତ୍ତ ସୃଷ୍ଟି ହୋଇଥିବା ସୂଚନା ମିଳିଛି । ଅନ୍ୟପଟେ ଏହି ସମୟରେ…

ପିପିଲିରେ ପୁଣି ଲଜ୍ଜା: ମାନିସକ ବିକାରଗ୍ରସ୍ତଙ୍କୁ ଦୁଷ୍କର୍ମ ଅଭିଯୋଗ 

ପିପିଲିରେ ପୁଣି ଲଜ୍ଜା । ସହଜପୁର ଗ୍ରାମରେ ମାନିସକ ବିକାରଗ୍ରସ୍ତଙ୍କୁ ଦୁଷ୍କର୍ମ ଅଭିଯୋଗ । ଦୁଷ୍କର୍ମ ପରେ ଜୀବନରେ ମାରି ଦେବାକୁ ଉଦ୍ୟମ କରୁଥିବା ବେଳେ ଯୁବତୀଙ୍କ ଚିତ୍କାର ଶୁଣି ପହଞ୍ଚିଥିଲେ ଗାଁ ଲୋକ । ଏହା ଦେଖି ଘଟଣା ସ୍ଥଳରୁ…

ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବର୍ଷା ହେବ, ଝଟ୍‌କା ପବନ ବହିବ ବୋଲି ଆଜି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା।…