Tag: Odisha

ଓଡ଼ିଶାକୁ ୪ ହଜାର ୩୨୪ କୋଟିର ନୂତନ ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ନିଷ୍ପତ୍ତି

ଓଡ଼ିଶାର ଦୁଇ ନୂଆ ରେଳ ଲାଇନ ଓ ଗୋଟିଏ ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି । ବରଗଡ ରୋଡ ଓ ନୂଆପଡା ରୋଡ ୧୩୮କିମି ନୂଆ ରେଳ ଲାଇନ ନିର୍ମାଣ ପାଇଁ ୨ହଜାର ୯୨୬କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।…

ବେଦାନ୍ତ ବିଶ୍ୱବିଦ୍ୟାଳୟ ପାଇଁ ଅଧିଗୃହୀତ ଜମି ଫେରାଇବାକୁ ହାଇକୋର୍ଟଙ୍କ ନୋଟିସ

ବେଦାନ୍ତ ବିଶ୍ୱବିଦ୍ୟାଳୟ ପାଇଁ ଅଧିଗୃହୀତ ଜମି ଫେରାଇବା ସମ୍ପର୍କିତ ମାମଲାରେ ଅନୀଲ ଅଗ୍ରୱାଲ ଫାଉଣ୍ଡେସନ୍‌ ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନୋଟିସ କରିଛନ୍ତି। ୮ ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି ହେବା ନେଇ ଦିନ ଧାର୍ଯ୍ୟ କରାଯାଇଛି। ପୁରୀରେ ୧୦ ହଜାର…

ବରଗଡ଼ରୁ ନୂଆପଡ଼ା ନୂଆ ରେଳ ଲାଇନକୁ ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ଓଡ଼ିଶାର ୨ ରେଳଲାଇନ୍‌କୁ ଅନୁମୋଦନ ଦେଲା କେନ୍ଦ୍ର କ୍ୟାବିନେଟ୍‌। ବରଗଡ଼ରୁ ନୂଆପଡ଼ା ନୂଆ ରେଳ ଲାଇନକୁ କ୍ୟାବିନେଟ୍‌ ମଞ୍ଜୁରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟିକୁ ବୁଧବାର ଏହାକୁ ଅନୁମୋଦନ ମିଳିଛି। ୧୩୮କିମି…

ଭିଜିଲାନ୍ସ ଜାଲରେ ଆର୍‌ଆଇ

ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରି ବାବୁ । ଲାଞ୍ଚ ନେବା ବେଳେ ଧରାପଡ଼ିଲେ ବାଲିକୁଦା ତହସିଲ ମଲ୍ଲିକାପୁର ଆର୍‌ଆଇ ବିଭୁଦତ୍ତ ସାହୁ । ଜଗତସିଂହପୁର ଭିଜିଲାନ୍ସ ବିଭାଗ ଦ୍ଵାରା ଆରଆଇ ବିଭୁଦତ ସାହୁଙ୍କୁ ଗିରଫ କରାଯାଇଛି। ଜମି କିସମ ବଦଳ…

ଦୁର୍ନୀତିଗ୍ରସ୍ତଙ୍କ ଆୟକର ଠକେଇର ଯାଞ୍ଚ କରାଯିବ – ଜଷ୍ଟିସ ପଶାୟତ

କଳାଧନ ପ୍ରସଙ୍ଗରେ ସରିଲା ଏସଆଇଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । କଟକ ସ୍ଥିତ ଅରଜିତ ପଶାୟତଙ୍କ ବାସଭବନରେ କଳାଧନ ସମ୍ପର୍କିତ ଏସଆଇଟି ବୈଠକ ପରେ ଜଷ୍ଟିସ ଅରିଜିତ ପଶାୟତଙ୍କ ମନ୍ତବ୍ୟ । ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ ଜଷ୍ଟିସ ଅରିଜିତ ପଶାୟତ କହିଛନ୍ତି ରାଜ୍ୟରେ…

ରାଜ୍ୟରେ ଗ୍ରାହକଙ୍କୁ ଠକୁଛନ୍ତି ବ୍ୟବସାୟୀ; ୩୭୦ ପେଟ୍ରୋଲ ପମ୍ପରେ ଗଫଲତି

ରାଜ୍ୟରେ ମାପ ଏବଂ ଓଜନରେ ଗ୍ରାହକଙ୍କୁ ଠକୁଛନ୍ତି କିଛି ବ୍ୟବସାୟୀ । ଆଜି ବିଧାନସଭାର ଗୃହରେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉତ୍ତରରେ କହିଛନ୍ତି ବର୍ଷକରେ ୨ ହଜାର ୮ ଶହ ୪୬ ଦୋକାନୀ ଗ୍ରାହକଙ୍କୁ ଠକିଥିବା ନଜରକୁ ଆସିଛି…

ରାଜ୍ୟରେ ୧୫ ହଜାର ୩୧୫ ବନ୍ଦ ରହିଛି ପଞ୍ଜୀକୃତ ଶିଳ୍ପ; କଟକରେ ସର୍ବାଧିକ

ରାଜ୍ୟରେ ୧୫ ହଜାରରୁ ଅଧିକ ବନ୍ଦ ରହିଛି ପଞ୍ଜୀକୃତ କରାଯାଇଥିବା ଶିଳ୍ପ । ବିଧାନସଭା ଗୃହରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଉତ୍ତର ଦେଇ କହିଛନ୍ତି ଓଡ଼ିଶାରେ ୧୫ ହଜାର ୩୧୫ ପଞ୍ଜୀକୃତ କରାଯାଇଥିବା ଶିଳ୍ପ ବନ୍ଦ ରହିଛି । ଏଥି…

ମଣିଷ ଶରୀରରେ ଚିହ୍ନଟ ହେଲା ବାର୍ଡ ଫ୍ଲୁ ଭାଇରସ୍‌

ପୁରୀ ଜିଲ୍ଲା ମଙ୍ଗଳପୁରରେ ଜଣେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିବା ସୂଚନା ଦେଲେ ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ । ସେ କହିଛନ୍ତି ବାର୍ଡ ଫ୍ଲୁ ଏକ ଭୁତାଣୁଜନିତ ରୋଗ ଯାହା ଦ୍ୱାରା କୁକୁଡା ଇତ୍ୟାଦି ପକ୍ଷୀ ଆକ୍ରାନ୍ତ ହୋଇଥାନ୍ତି…

ନୂଆଁଖାଇରେ ରାଜ୍ୟବାସୀଙ୍କୁ ମିଳିବ ସିଏମ୍‌ କିଷାନ ଟଙ୍କା

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା । ଯେଉଁଥିରେ ଚାଷୀଙ୍କୁ ମିଳିବ ବର୍ଷକୁ ୨ଟି କିସ୍ତିରେ ୪ ହଜାର ଟଙ୍କା । ଆଜି ବିଧାନସଭାରେ ବିଧାୟକ ମାନସ ଦତ୍ତଙ୍କ ପ୍ରଶ୍ନରେ କୃଷିମନ୍ତ୍ରୀ କେଭି ସିଂଦେଓ ଉତ୍ତର ଦେଇ…

E KYC ଯାଞ୍ଚ ପରେ ରାଜ୍ୟବାସୀଙ୍କୁ ମିଳିବ ନୂଆ ରାସନ କାର୍ଡ

E KYC ଯାଞ୍ଚ ପରେ ରାଜ୍ୟବାସୀଙ୍କୁ ମିଳିବ ନୂଆ ରାସନ କାର୍ଡ । ବିଧାନସଭାରେ ଅନ୍ୟ ରାଜ୍ୟରେ କାମ କରୁଥିବା ଦାଦନ ଶ୍ରମିକ ମାନେ କେମିତି E-KYC କରିବେ ବୋଲି ବାସୁଦେବପୁର ବିଧାୟକ ଅଶୋକ ଦାସ ଖାଉଟି କଲ୍ଯାଣ ମନ୍ତ୍ରୀଙ୍କୁ କରିଥିବା…