ତାଜା ଖବର ରାଜ୍ୟ ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା May 25, 2025 Papirani କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବର୍ଷା ହେବ, ଝଟ୍କା ପବନ ବହିବ ବୋଲି ଆଜି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା।…
ତାଜା ଖବର ରାଜ୍ୟ ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନିର୍ଦ୍ଦେଶନାମା; ସାଢ଼େ ୫ ପୂର୍ବରୁ ଅଫିସ ଛାଡ଼ିବା ମନା May 25, 2025 Papirani ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନିର୍ଦ୍ଦେଶନାମା । ସକାଳ ୧୦ଟା ସୁଦ୍ଧା ଅଫିସ୍ ଆସିବେ ଏବଂ ସନ୍ଧ୍ୟା ୫ଟା ୩୦ ପରେ ଘରକୁ ଯିବେ । ସମସ୍ତ କର୍ମଚାରୀଙ୍କୁ ସର୍ବନିମ୍ନ ୭ ଘଣ୍ଟା ୩୦ ମିନିଟ୍ କାର୍ଯ୍ୟାଳୟରେ…
ତାଜା ଖବର ରାଜନୀତି ରାଜ୍ୟ ପ୍ରତାପ ଦେବଙ୍କ ଘରେ ପୁରୀ ନେତାଙ୍କ ବୈଠକ May 25, 2025 Papirani ବିଜେଡି ନେତା ପ୍ରତାପ ଦେବଙ୍କ ଘରେ ପୁରୀ ନେତାଙ୍କ ବୈଠକ । ବରିଷ୍ଠ ବିଜେଡି ନେତା ପ୍ରତାପ ଦେବଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ ଦେଖିବାକୁ ମିଳିଛି। ଏହି ବୈଠକରେ ସାଂସଦ ଶୁଭାଶିଷ ଖୁଣ୍ଟିଆ, ପୁରୀ ଜିଲ୍ଲା ସଭାପତି ଉମା ସାମନ୍ତରାୟ, ପୂର୍ବତନ…
ରାଜ୍ୟ ୩ ବର୍ଷ ଭିତରେ ଭିଡ଼ ମୁକ୍ତ ହେବ ଭୁବନେଶ୍ୱର: ପୃଥ୍ଵୀରାଜ ହରିଚନ୍ଦନ May 24, 2025 Nirvay ଭୁବନେଶ୍ୱରକୁ ଭିଡ଼ ମୁକ୍ତ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ଆଜି ପୂର୍ତ୍ତମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ, ଭୁବନେଶ୍ୱର ସହରକୁ ଭିଡ଼ ମୁକ୍ତ କରିବାକୁ ଜୁନ ୧୨ ରେ ଏକାଧିକ…
ରାଜ୍ୟ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ୍ May 24, 2025 Nirvay କମିବ ଡିଜେଲ ବସ ବ୍ୟବହାର, ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ । ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ । ହାଇଡ୍ରୋଜେନ ପ୍ରସ୍ତୁତ ପାଇଁ ସ୍ୱେରେଜ ୱାଟର ବ୍ୟବହାର ହେବ । ଏ ନେଇ ଏମଓୟୁ ସରିଥିବା ସୂଚନା…
ରାଜନୀତି ରାଜ୍ୟ ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ମଠ ସଂସ୍କୃତିକୁ ଅକ୍ଷୁର୍ଣ୍ଣ ରଖାଯାଇଥିଲା: ବିଜେଡି May 24, 2025 Nirvay ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ଏହି ସ୍ଥଳରେ ଥିବା ୧୯ଟି ଐତିହ୍ୟ ମଠ ଗୁଡିକର ପୁନଃବିନ୍ୟାସ ନେଇ ଗତ କାଲି ରାଜ୍ୟର ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ମନ୍ତବ୍ୟ ଉପରେ ବିଜୁ ଜନତା ଦଳ ପ୍ରତିକ୍ରିୟା ଦେଇ କହିଛି, ଐତିହ୍ୟ ସ୍ୱରୂପ ବିରାଜମାନ…
ରାଜ୍ୟ କେନ୍ଦୁଝର SDJM କୋର୍ଟରେ ରାଜା ଚକ୍ରଙ୍କ ଜାମିନ୍ ଖାରଜ May 24, 2025 Nirvay ସରୁନି ରାଜା ଚକ୍ରଙ୍କ ଅଡୁଆ । କେନ୍ଦୁଝର SDJM କୋର୍ଟ ଆଜି ବିଜେଡି ନେତା ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ କରିଛନ୍ତି । ସଦର ଥାନାରେ ରୁଜୁ ଏକ ମାମଲାରେ ଜାମିନ୍ ଖାରଜ ହୋଇଛି । ଜାମିନ୍ ଖାରଜ ପରେ…
ଦେଶ ରାଜ୍ୟ କେରଳ ଛୁଇଁଲା ମୌସୁମୀ; ୧୬ ବର୍ଷ ପରେ ଆସିଲା ସଅଳ May 24, 2025 Nirvay ଚାଷୀଙ୍କ ପାଇଁ ଖୁସି ଖବର । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଦେଇଛି । ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ ।…
ତାଜା ଖବର ରାଜ୍ୟ ଶିକାରୀ ଗୁଳିରେ ମୃତ ଫରେଷ୍ଟ ଗାର୍ଡଙ୍କ ପରିବାରକୁ ୩୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ May 24, 2025 Nirvay ଶିକାରୀ ଗୁଳିରେ ମୃତ୍ୟୁ ବରଣ କରିଥିବା ଫରେଷ୍ଟ ଗାର୍ଡଙ୍କ ପରିବାରକୁ ୩୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।…
ରାଜ୍ୟ ପୁରୀ ଶଙ୍କରାଚାର୍ଯ୍ୟ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ May 23, 2025 Nirvay ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୁରୀ ଗୋବର୍ଦ୍ଧନ ପୀଠର ସୁରକ୍ଷା…