ତାଜା ଖବର ରାଜନୀତି ତିନି ଦିନିଆ ଓଡ଼ିଶା ଗସ୍ତରେ ଜଷ୍ଟିସ ଅରଜିତ ପଶାୟତ August 26, 2024 Papirani ତିନି ଦିନିଆ ଓଡ଼ିଶା ଗସ୍ତରେ ଏସ୍ଆଟିର ଅଧ୍ୟକ୍ଷ ଜଷ୍ଟିସ ଅରଜିତ ପଶାୟତ । କଳା ଟଙ୍କା ଉପରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଏହାର ନବମ ମଧ୍ୟବର୍ତ୍ତୀକାଳୀନ ରିପୋର୍ଟକୁ ୧୫ ଦିନ ମଧ୍ୟରେ ସର୍ବୋଚ୍ଚ ନ୍ୟାୟାଳୟରେ ଦାଖଲ…
ତାଜା ଖବର ରାଜ୍ୟ ଆସିଲା ‘ସୁଭଦ୍ରା’ ଯୋଜନାର ଗାଇଡଲାଇନ୍; ଜାଣନ୍ତୁ କେଉଁ ମାନେ ଏବଂ କିପରି କରିପାରିବେ ଆବେଦନ August 26, 2024 Papirani ଆଜି ରାଜ୍ୟରେ ଜାରି ହେଲା ସୁଭଦ୍ରା ଯୋଜନାର ଗାଇଡଲାଇନ୍ । ରାଜ୍ୟବାସୀଙ୍କ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଲାଗୁ ହେବାକୁ ଯାଉଥିବା ସୁଭଦ୍ରା ଯୋଜନାର ବିସ୍ତୃତ ଗାଇଡଲାଇନ୍ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଆଜି ଜାରି କରାଯାଇଛି ।…
ତାଜା ଖବର ରାଜନୀତି ରାଜ୍ୟ ପାଣ୍ଡିଆନଙ୍କ ଭାଉ ଦେଖାଇ ବିଜେଡି ନେତ୍ରୀ ଠକିନେଲେ କୋଟି କୋଟି ଟଙ୍କା! August 26, 2024 Papirani ଚାକିରି ଦେବା ନାଁରେ ନିଜକୁ ବରିଷ୍ଠ ଆଇଏଏସ ଅଫିସର ସୁଜାତା କାର୍ତିକେୟନ ପାଣ୍ଡିଆନ୍ ଭାଇ ବା ଭି କେ ପାଣ୍ଡିଆନଙ୍କ ଶଳାର ପରିଚୟ ଦେଇ କୋଟି କୋଟି ଟଙ୍କା ଠକି ନେଲେ ଜଣେ ନକଲି ଓଏଏସ ଅଧିକାରୀ ରମେଶ ଚନ୍ଦ୍ର ରାଉତଙ୍କ…
ତାଜା ଖବର ରାଜନୀତି ରାଜ୍ୟ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ – ଆଇନ ମନ୍ତ୍ରୀ August 26, 2024 Papirani ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ପରେ ଗଣତି ସହ ସୁଡ଼ଙ୍ଗ ଅଛି କି ନାହିଁ ସବୁ କିଛିର ସର୍ଭେ ହେବ ବୋଲି ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବା ପରେ…
ତାଜା ଖବର ରାଜ୍ୟ କାଲି ଓଡ଼ିଶା ଆସିବେ ଇଡି ନିର୍ଦ୍ଦେଶକ August 26, 2024 Nirvay ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ। ଶ୍ରୀ ନବୀନଙ୍କ ୩ ଦିନିଆ ଗସ୍ତରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ଏସଆଇଟି ବୈଠକରେ ଯୋଗ…
ତାଜା ଖବର ରାଜ୍ୟ ମଦମୃତ୍ୟୁ ପରେ ଅବକାରୀ ବିଭାଗର ଚଢ଼ଉ ଜାରି August 26, 2024 Nirvay ବିଷାକ୍ତ ଓ ନକଲି ମଦ ପିଇ ମୃତ୍ୟୁ ସଂଖ୍ୟା ବଢିଚାଲିଥିବା ବେଳେ ଅବକାରୀ ବିଭାଗର ଚଢ଼ଉ ଜାରି ରହିଛି। ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ନୀଳକଣ୍ଠନଗରରେ ଅବକାରୀ ବିଭାଗ ଚଢ଼ଉ କରି ବ୍ୟାପକ ଦେଶୀ ମଦ, ପୋଚ ଓ କଞ୍ଚାମାଲ ଜବତ କରିଛି। ଘର…
ତାଜା ଖବର ରାଜ୍ୟ ଖୋର୍ଦ୍ଧା ମର୍ଡର; ଶାନ୍ତି ଫେରାଇ ଆଣିବାକୁ ଉପଜିଲ୍ଲାପାଳଙ୍କ ନିବେଦନ August 26, 2024 Nirvay ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦରେ ପୂର୍ବ ଶତ୍ରୁତାକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଶାନ୍ତି ଫେରାଇ ଆଣିବାକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ ଲୋକଙ୍କୁ ନିବେଦନ କରିଛନ୍ତି। ସାମାଜିକ ଗଣମାଧ୍ୟମରେ କୌଣସି ଆପତ୍ତିଜନକ ପୋଷ୍ଟ ନକରିବାକୁ ମଧ୍ୟ ପରାମର୍ଶ…
ତାଜା ଖବର ରାଜ୍ୟ ହାତୀ ‘ରାମୁ’ର ମୃତ୍ୟୁ ଘଟଣା; କାମର ହିସାବ ମାଗିଲେ ପିସିସିଏଫ୍ August 25, 2024 Nirvay ହାତୀ ‘ରାମୁ’ର ମୃତ୍ୟୁ ପରେ ବନ ବିଭାଗର ଚେତା ପଶିଛି। ନିୟୋଜିତ ସ୍ୱତନ୍ତ୍ର ସ୍କ୍ବାର୍ଡଙ୍କ କାମର ହିସାବ ମାଗିଲେ ପିସିସିଏଫ୍। ସବୁ ଆରସିସିଏଫ୍ଙ୍କୁ ପିସିସିଏଫ୍ଙ୍କ କାର୍ଯ୍ୟାଳୟରୁ ଚିଠି ହୋଇଛି। ଏବେ ରାଜ୍ୟରେ ୩୯୭ ସ୍ୱତନ୍ତ୍ର ସ୍କ୍ୱାଡ୍ ବନ୍ୟଜନ୍ତୁ ସୁରକ୍ଷାରେ ନିୟୋଜିତ ଅଛନ୍ତି।…
ତାଜା ଖବର ରାଜ୍ୟ ଖୋର୍ଦ୍ଧା ମର୍ଡର: ସ୍ଥିତି ସମୀକ୍ଷା କଲେ ଡିଜିପି August 25, 2024 Nirvay ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ବିଚ୍ ରାସ୍ତାରେ ଯୁବକଙ୍କୁ ହତ୍ୟା ଘଟଣାରେ ମୁକୁନ୍ଦପ୍ରସାଦରେ ପହଞ୍ଚିଲେ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକ। ଟାଉନ ଥାନା ଅଞ୍ଚଳ ବଜାରରେ ଯୁବକଙ୍କୁ ହତ୍ୟା ପରେ ଛାନଭିନ୍ ଜାରି ରହିଛି। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା ପରେ…
ତାଜା ଖବର ରାଜନୀତି ରାଜ୍ୟ ସକ୍ରିୟ ବିରୋଧୀ ଦଳ ଗଣତନ୍ତ୍ରର ଶ୍ରେଷ୍ଠ ସୁରକ୍ଷାକାରୀ August 25, 2024 Nirvay ବିଜେଡିର ନବନିର୍ବାଚିତ ବିଧାୟକଙ୍କ ଦିନିକିଆ ପ୍ରଶିକ୍ଷଣ ଶିବିର ଶଙ୍ଖ ଭବନରେ ଆଜି ଆରମ୍ଭ ହୋଇଛି। ନବନିର୍ବାଚିତ ବିଧାୟକଙ୍କ ସହ ସମସ୍ତ ପୂର୍ବତନ ବିଧାୟକ ଓ ସାଂସଦମାନେ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଆଜି ପୂର୍ବାହ୍ନରେ କାର୍ଯ୍ୟକ୍ରମ ଉଦଘାଟନ କରି ବିରୋଧୀ ଦଳ…