Tag: Odisha

ଶିଶୁ ବାଟିକା ପିଲାଙ୍କୁ ମାଗଣାରେ ଦିଆଯିବ ୟୁନିଫର୍ମ

ବିଦ୍ୟାଳୟରେ ଖୋଲିଥିବା ଶିଶୁ ବାଟିକା ପିଲାଙ୍କୁ ମାଗଣାରେ ଦିଆଯିବ ୟୁନିଫର୍ମ । ଶିଶୁ ବାଟିକା ପିଲାଙ୍କୁ ପୋଷାକ, ଜୋତା, କ୍ୟାପ ଏବଂ ପରିଚୟ ପତ୍ର ପ୍ରଦାନ କରାଯିବ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଓସେପାର ଚିଠି ।…

ସେପ୍ଟେମ୍ବରରୁ ଓଡ଼ିଶାରେ ଆରମ୍ଭ ହେବ ଏସ୍‌ଆଇଆର୍

ବିହାରରେ ଚାଲିଥିବା ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍)କୁ ନେଇ ଦେଶର ରାଜନୀତି ଚଳଚଞ୍ଚଳ । ବିରୋଧୀ ଦଳ ଏହି ପ୍ରସଙ୍ଗରେ ଏକାଠି ହେବା ସ‌ହ ମୁଖ୍ୟ ନିର୍ବାଚନ କମିଶନଙ୍କୁ ଆକ୍ଷେପ କରୁଥିଲା ବେଳେ ରବିବାର ମୁଖ୍ୟ ନିର୍ବାଚନ କମିଶନ…

ଆଜି ବସିବ ରଥଯାତ୍ରାର ସମୀକ୍ଷା ବୈଠକ

ଆଜି ଭୁବନେଶ୍ବରରେ ହେବ ରଥଯାତ୍ରାର ସମୀକ୍ଷା ବୈଠକ। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଏସପି ପିନାକ ମିଶ୍ର। ବୈଠକରେ ରଥଯାତ୍ରା ଓ ବାହୁଡ଼ାଯାତ୍ରା ଆଦି ସମ୍ପର୍କରେ ଗୁରୁତ୍ବପୂର୍ଣ୍ଣ…

ଦିଲ୍ଲୀରେ ଅମିତ ଶାହାଙ୍କୁ ଭେଟିଲେ ମନମୋହନ ସାମଲ

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏବେ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି । ଏହି ଅବସରରେ ସାମଲ ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏ ନେଇ ମନମୋହନ ତାଙ୍କ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।…

ଔଦ୍ଧତ୍ୟର ସୀମା ଅତିକ୍ରମ କଲେ ପାଣ୍ଡିଆନ

ସୁସ୍ଥ ହେଉଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । କିନ୍ତୁ ନବୀନ ସ୍ୱାସ୍ଥ୍ୟବସ୍ଥାକୁ ନେଇ ଆରମ୍ଭ ହୋଇଛି ରାଜନୀତି । ମେଡ଼ିକାଲରେ ନବୀନଙ୍କୁ ଭେଟିବାକୁ ନେତାମାନେ ଯାଉଥିବାବେଳେ ସେମାନଙ୍କୁ ଅନୁମତି ନ ମିଳିବାରୁ କ୍ଷୋଭ ପ୍ରକାଶ…

ସୁସ୍ଥ ହେଉଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ : କ୍ୟାବିନ୍‌କୁ ହେଲେ ସ୍ଥାନାନ୍ତର

ଧିରେ ଧିରେ ସୁସ୍ଥ ହେଉଛନ୍ତି ବିରୋଧି ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଖୁବ ଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଥିବାରୁ ନବୀନ ପଟ୍ଟନାୟକଙ୍କୁ ଆଜି ଅପରାହ୍ଣରେ ସମ୍ ଅଲ୍ଟିମେଟ ମେଡିକେୟାରର…

ବଳଙ୍ଗା ପୀଡ଼ିତାଙ୍କ ବୟାନ ଭାଇରାଲ୍‌ କରିଥିବା ବ୍ୟକ୍ତିଙ୍କ ପ୍ରତି ହେଵ ଦୃଢ଼ କାର୍ଯ୍ୟାନୁଷ୍ଠାନ

ସୋସିଆଲ ମିଡିଆରେ ଭାଇରାଲ ହେଉଛି ବଳଙ୍ଗା ପୀଡ଼ିତାଙ୍କ ବୟାନ । ତେବେ ଯିଏ ବଳଙ୍ଗା ପୀଡ଼ିତାଙ୍କ ବୟାନ ସମୟ ଭିଡିଓ ଭାଇରାଲ୍‌ କରିଛନ୍ତି ତାଙ୍କ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେଵ ବୋଲି ପୁରୀ ଏସ୍‌ପି ପିନାକ ମିଶ୍ର ଚେତାବନୀ ଦେଇଛନ୍ତି ।…

ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି ବିଶ୍ୱ ବିଦ୍ୟାଳୟ ଅଧିନିୟମ,…

୧୦ ଟନ୍‌ ବିସ୍ଫୋରକ ଜବତ ଘଟଣା: ମାଇନିଂ କଂପାନୀ ସହ ମାଓ ଲିଙ୍କ୍ ଥିବା କହିଲେ ଏଡିଜି

କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ପୋଲିସକୁ ମିଳିଛି ବଡ ସଫଳତା । ବେଆଇନ ବିସ୍ଫୋରକ ସାମଗ୍ରୀ ଚାଲାଣ ରାକେଟ୍‌କୁ ଠାବ କରିଛି ପୋଲିସ । ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଜଗନ୍ନାଥପୁର ଗ୍ରାମରୁ ୧୦ ଟନ୍‌ ବିସ୍ଫୋରକ ଜବତ କରିବା ସହ ୩…

ଆସନ୍ତା ୪ ରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ

ଆସନ୍ତା ୪ ତାରିଖରେ ରାଜ୍ୟ ନିର୍ବାଚନ କମିଶନ ଆଗରେ ଧାରଣା ଦେବ କଂଗ୍ରେସ । ଭୋଟ ଚୋରି ଅଭିଯୋଗରେ କଂଗ୍ରେସର PAC ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । କଂଗ୍ରେସ ଭବନରୁ ନିର୍ବାଚନ କମିଶନ ଯାଏଁ ଏହି ପଦଯାତ୍ରାରେ ହେବ ।…