ତାଜା ଖବର ରାଜ୍ୟ ପିପିଲିରେ ବ୍ୟାପୁଛି ବାର୍ଡ-ଫ୍ଲୁ; ୨୦ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା ମରାଯିବା ଅନୁମାନ August 24, 2024 Papirani ରାଜ୍ୟରେ ବ୍ୟାପୁଛି ବାର୍ଡ ଫ୍ଲୁ । ପିପିଲିର ଫାର୍ମରେ ମଲେଣି ହଜାର ହଜାର କୁକୁଡ଼ା । ସେଥିପାଇଁ ୧୩ ଜଣିଆ ଡାକ୍ତରୀ ଟିମ୍ଙ୍କ ସମେତ ପିପିଲି ପ୍ରାଣୀ ଚିକିତ୍ସା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି । ୨୦ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା ମରାଯିବା…
ତାଜା ଖବର ରାଜ୍ୟ ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି August 24, 2024 Papirani ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି । ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଏଏସଆଇ ଡିଜିଙ୍କୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଉନ୍ନତ ଅନୁଷ୍ଠାନ…
ତାଜା ଖବର ରାଜ୍ୟ ମା’ମାନଙ୍କୁ ବିଜେପିର ଗ୍ୟାରେଣ୍ଟି ଧୂଆଁବାଣ: ନବୀନ August 23, 2024 Nirvay ବିଜେପି ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା ଦେବ ବୋଲି ‘ଗ୍ୟାରେଣ୍ଟି’ ଦେଇଥିଲା। ନିର୍ବାଚନ ସମୟରେ କହିଥିଲେ ୫୦,୦୦୦ ଟଙ୍କା, ଦେଉଛନ୍ତି ମାତ୍ର ୫,୦୦୦ ଟଙ୍କା। କହିଲେ ସବୁ ମହିଳା, ହେଲେ ପାଇବେ ଜମା ୩ଜଣରୁ ଜଣେ। ମା’ମାନଙ୍କୁ ଏହା କ’ଣ ବିଜେପିର…
ତାଜା ଖବର ରାଜ୍ୟ ସୁଭଦ୍ରା ଯୋଜନା ନାଁରେ ବିଜେପି ଚଞ୍ଚକତା କରୁଛି: ବିଜେଡି August 23, 2024 Nirvay ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଦଳର ମୁଖପାତ୍ର ଶ୍ରୀମତୀ ସୁଲତା ଦେଓ କହିଲେ, ଆଜି ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାର ଏସଓପି ଆସିବା ପରେ ବିଜେପିର ସୁଭଦ୍ରା ଯୋଜନାକୁ ନେଇ ନିର୍ବାଚନ ସମୟରେ…
ତାଜା ଖବର ରାଜ୍ୟ ସାମ୍ବାଦିକଙ୍କ ସ୍ବାସ୍ଥ୍ୟବୀମା ନବୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ରାଜ୍ୟପାଳଙ୍କ ପ୍ରତିଶ୍ରୁତି August 23, 2024 Nirvay ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଲାଗୁ ହୋଇଥିବା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ତୁରନ୍ତ ନବୀକରଣ କରିବା ପାଇଁ ମହାମହିମ ରାଜ୍ୟପାଳ ରଘୁବର ଦାସ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବେ। ସହ ସୂଚନା ଓ ଲୋକସମ୍ପର୍କ ବିଭାଗ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ…
ତାଜା ଖବର ରାଜନୀତି ରାଜ୍ୟ ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଆଉ ୭ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ କିନ୍ତୁ ସ୍ଥାନ ପାଇଲେନି ତାରା August 23, 2024 Papirani ଓଡିଶା ପାଇଁ ପରିଚାଳନା କମିଟିରେ ସ୍ଥାୟୀ ନିମନ୍ତ୍ରଣ ଭାବରେ ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଶରତ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ନରସିଂହ ମିଶ୍ର , ରାମ ଖୁଣ୍ଟିଆ, ସନ୍ତୋଷ ସିଂ ସାଲୁଜା, ଶରତ ରାଉତ । ଏହି…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ସଂପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍: ପୃଥ୍ବୀରାଜ ହରିଚନ୍ଦନ August 23, 2024 Papirani ରାଜ୍ୟରେ ଡ୍ୟାନ୍ସ ବାର୍ ସଂପୂର୍ଣ୍ଣ ବନ୍ଦ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ସ୍କୁଲ, କଲେଜ, ମନ୍ଦିର ପାଖରେ ମଦ ଦୋକାନ ରହିବନି । ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ଯଥେଷ୍ଟ ଦୂରରେ…
ତାଜା ଖବର ରାଜ୍ୟ ଚିକିଟି ମଦମୃତ୍ୟୁ ମାମଲାରେ ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ August 23, 2024 Nirvay ଚିକିଟି ମଦମୃତ୍ୟୁ ମାମଲାରେ ଆଜି ଗୃହରେ ଉତ୍ତର ରଖିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି. ଗଞ୍ଜାମ ଜିଲ୍ଲାରେ ୫୦୦ ଲିଟର ପୋଚ ନଷ୍ଟ ହୋଇଛି। ୬ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୨ ଜଣ ଅଟକ ଅଛନ୍ତି। ୩…
ତାଜା ଖବର ରାଜ୍ୟ ମହିଳା ବାଚସ୍ପତିଙ୍କୁ ଅସମ୍ମାନ ଅତ୍ୟନ୍ତ ନିନ୍ଦନୀୟ August 23, 2024 Nirvay ବିଧାନସଭାରେ ୨ ବିରୋଧୀ ଦଳ ବିଧାୟକ ବାଚସ୍ପତିଙ୍କ ପୋଡିୟମ ଉପରେ ଚଢିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା। ବିରୋଧୀ ଡ୍ରାମା କରୁଛନ୍ତି ବୋଲି ଚିକିଟି ବିଧାୟକ କହିଛନ୍ତି।ବିରୋଧୀ ଆଲୋଚନା ଚାହୁଁନାହାନ୍ତି, କେବଳ ଡ୍ରାମା କରୁଛନ୍ତି ବୋଲି…
ତାଜା ଖବର ରାଜ୍ୟ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଗଲେ; ସାଢ଼େ ୧୧ଟା ଯାଏଁ ଗୃହ ମୁଲତବୀ August 23, 2024 Nirvay ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରୁ ବିଧାନସଭା ଶାନ୍ତିଶୃଙ୍ଖଳାରେ ଚାଲିପାରୁନି । ଆଜି ଚତୁର୍ଥ ଦିନରେ ମଧ୍ୟ ବିଧାନସଭାରେ ହଙ୍ଗାମା ଫଳରେ ସାଢେ ୧୧ଟା ଯାଏଁ ଗୃହ ମୁଲତବୀ ରହିଛି । ବିଧାନସଭାରେ ବିଜେଡିର ତୁମୁଳକାଣ୍ଡ…