Tag: Odisha

ଏମ୍‌.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର (https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ କରିଛନ୍ତି। ଆଜି କ୍ୟାବିନେଟ୍ ବୈଠକ ଆରମ୍ଭ ହେବା…

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହି ୨୪ ଘଣ୍ଟାରେ ଲଘୁଚାପର ରୂପ ଅଧିକ ସ୍ପଷ୍ଟ ହେବ । ଏହା ଆନ୍ଧ୍ର-ଓଡ଼ିଶା ଉପକୂଳ ଦେଇ ଗତି…

ପୁଣିଥରେ ମ୍ୟାଲେରିଆରେ ଓଡ଼ିଶା ଏକ ନମ୍ବର

କିଛି ବର୍ଷ ପୂର୍ବେ ମ୍ୟାଲେରିଆ ହ୍ରାସର ଏକ ଜ୍ଵଳନ୍ତ ଉଦାହରଣ ଥିଲା ଓଡ଼ିଶା। ଏବେ କିନ୍ତୁ ଓଡ଼ିଶା ସମୟକୁ ଓଲଟାଇ ଦେଇଛି ଏବଂ ଗତ ଛଅମାସରେ ୩୬,୦୦୦ରୁ ଅଧିକ ମ୍ୟାଲେରିଆ ରୋଗୀ ସଂକ୍ରମଣ ଚିହ୍ନଟ କରି ଲଗାତାର ତୃତୀୟ ବର୍ଷ ପାଇଁ…

କେଉଁ ସୁଯୋଗକୁ ଅନେଇ ବସିଚନ୍ତି ନବୀନ ?

ଶଙ୍ଖ ଦଳର ଅଘୋଷିତ ଚିଫ୍ ପିଆରଓ ସାମାଜିକ ଗଣମାଧ୍ୟମରେ ଲେଖିଛନ୍ତି ଯେ, ନବୀନ ବାବୁ କୁଆଡେ ସୁଯୋଗ ଅପେକ୍ଷାରେ ଅଛନ୍ତି । ସୁଯୋଗ ପାଇଲେ ବୋଧେ ଖେଳ କରିବେ । କିନ୍ତୁ ସୁଯୋଗଟା କ’ଣ ? ସୁଯୋଗ କଥା କିନ୍ତୁ ସେହି…

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ…

‘ଭୋଟ୍‌ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ମଶାଲ ଶୋଭାଯାତ୍ରା

‘ଭୋଟ୍‌ ଚୋରି’ ପ୍ରସଙ୍ଗକୁ ନେଇ ୧୪ ରେ କଂଗ୍ରେସର ‘ଭୋଟ୍ ଚୋର୍ ଗାଦି ଛୋଡ଼୍’ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହେବ । କଂଗ୍ରେସର ସର୍ବମାନ୍ୟ ନେତା ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ଗତ ୭ ତାରିଖ ଦିଲ୍ଲୀଠାରେ…

୨୨ ତାରିଖକୁ ଘୁଞ୍ଚିଲା ବାଲେଶ୍ୱରରେ କଂଗ୍ରେସ ପକ୍ଷରୁ ହେବାକୁଥିବା ‘ନାରୀ ନ୍ୟାୟ ଯାତ୍ରା’

ନିକଟ ଅତୀତରେ ଓଡ଼ିଶାରେ ଦିବଂଗତା ସୌମ୍ୟାଶ୍ରୀଙ୍କ ସମେତ ନାରୀ ନିର୍ଯାତନାର ଶିକାର ହୋଇଥିବା ମହିଳାମାନଙ୍କ ପାଇଁ ଆସନ୍ତା ୧୪ ତାରିଖରେ ବାଲେଶ୍ୱରରେ ପିସିସି ପକ୍ଷରୁ ହେବାକୁଥିବା ନାରୀ ନ୍ୟାୟ ପଦଯାତ୍ରା ଆସନ୍ତା ୨୨ ତାରିଖ ଶୁକ୍ରବାରକୁ ଘୁଞ୍ଚେଇ ଦିଆଯାଇଛି । ସେଦିନ…

୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆରଏସଏସ ମୁଖ୍ୟ ମୋହନ ଭାଗବତ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ । ୧୩ ତାରିଖରେ ଭୁବନେଶ୍ଵରରେ ପହଞ୍ଚିବେ ଭାଗବତ । କଟକ, ଭୁବନେଶ୍ଵରରେ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଶ୍ରୀ ଗୌଡୀୟ ମିଶନ…

ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ପରିବାରକୁ ଭେଟିଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ

ବରଗଡ଼ ନାବାଳିକା ପୋଡ଼ି ମୃତ୍ୟୁ ଘଟଣାକୁ ନେଇ ଫିରିଙ୍ଗିମାଲ ଗାଁରେ ପୀଡିତାଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛି ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ । ବରିଷ୍ଠ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ବିଜେଡି ଫ୍ୟାକ୍ଟ ଫାଇଣ୍ଡିଙ୍ଗ ଟିମ ର ନେତୃତ୍ୱ ନେଇଥିଲେ…

ପେଟ ପାଇଁ ଦାଦନ ଯିବେ ଲକ୍ଷାଧିକ ଚାଷୀ

ବଲାଙ୍ଗିର ଜିଲ୍ଲାରେ ଚଳିତ ବର୍ଷ ନୂଆଁଖାଇ ପାଖେଇ ଆସୁଥିବା ବେଳେ ଅଭାବୀ ବର୍ଷା ଯୋଗୁଁ ଦାଦନମୁହାଁ ହେବେ ଚାଷୀ । ରାଜ୍ୟ ବାହାରର ଇଟା ଭାଟିରେ ଦାଦନ ଖଟାଇବାକୁ ଦାଦନ ଶ୍ରମିକ ଚାଲାଣ ପାଇଁ ଗାଁ ଗାଁରେ ବଇନା ବଣ୍ଟା ଆରମ୍ଭ…