Tag: Odisha

୧୮ ଅଗଷ୍ଟରେ ବରଗଡ଼ ଠାରେ ବିଜେଡିର ବିରାଟ
ଚାଷୀ ସମାବେଶ

ରାଜ୍ୟରେ ବିଜେପି ସରକାରଙ୍କ ଚାଷୀ ମାରଣ ନୀତିକୁ ବିରୋଧ କରି ଆସନ୍ତା ୧୮ ତାରିଖରେ ବରଗଡ଼ ଠାରେ ବିରାଟ ଚାଷୀ ସମାବେଶ କରିବ ବୋଲି ବିଜୁ ଜନତା ଦଳ ଆଜି ଘୋଷଣା କରିଛି । ଭୁବନେଶ୍ୱର ଶଙ୍ଖ ଭବନ ଠାରେ ବିଜୁ…

କୋଟିଆ ଅଞ୍ଚଳକୁ ଯିବେ ରାଜ୍ୟ ସରକାର: ଉପମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ଅର୍ଥାତ ଅଗଷ୍ଟ ୯ ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ଆସିବ ସୁଭଦ୍ରା ଯୋଜନାର କିସ୍ତି ଟଙ୍କା । ଆସନ୍ତାକାଲି କୋଟିଏ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଯୋଜନାର ୩ୟ କିସ୍ତି । ତେବେ ରାଜ୍ୟ ସରକାରଙ୍କ ଫୋକସରେ ଏବେ କୋଟିଆ । ସୁଭଦ୍ରା…

ଭୁବନେଶ୍ବର ଏମ୍‌ସରେ ସିବିଆଇ ଚଢ଼ାଉ

ଭୁବନେଶ୍ବର ଏମ୍‌ସରେ ସିବିଆଇ ଚଢ଼ାଉ । ବିଭିନ୍ନ ପଦପଦବୀ ନିଯୁକ୍ତିରେ ବଡ଼ ଧରଣର ଘୋଟାଲା ନେଇ ଆଜି ସିବିଆଇ ଟିମ୍ ଭୁବନେଶ୍ୱର ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥା (ଏମ୍‌ସ)ରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି। ଭୁବନେଶ୍ବର ଏମ୍‌ସ ସମେତ ଏକାଧିକ ସ୍ଥାନରେ…

ପୁଣି ଭରତପୁର ଥାନା ନାଁରେ ସାଙ୍ଘାତିକ ଅଭିଯୋଗ; ହତ୍ୟାକୁ ଆତ୍ମହତ୍ୟା ବୋଲି ଦର୍ଶାଇବାକୁ କରାଯାଉଛି ବାଧ୍ୟ

ପୁଣି ଭରତପୁର ଥାନା ନାଁରେ ସାଙ୍ଘାତିକ ଅଭିଯୋଗ । ଭରତପୁର ଥାନାର SI ହତ୍ୟାକୁ ଆତ୍ମହତ୍ୟା ବୋଲି ରିପୋର୍ଟରେ ଦର୍ଶାଇବାକୁ ଚାପ ପକାଉଥିବା ଅଭିଯୋଗ ଆଣିଲେ ମୃତକଙ୍କ ପରିବାର ଲୋକ। ଆଜି ଭରତପୁର ଥାନା ପଣ୍ଡାକୁଦିଆ ଅଞ୍ଚଳରୁ ଝୁଲନ୍ତା ମୃତଦେହ ଉଦ୍ଧାର…

ଛୁଟିରେ ଗଲେ କ୍ରାଇମବ୍ରାଞ୍ଚ ଆଇଜି, ଏସ୍‌ପିଙ୍କୁ ତଦନ୍ତ ଦାୟିତ୍ବ

ଫକୀର ମୋହନ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା ଧୀରେଧୀରେ ଶାନ୍ତ ପଡିଆସୁଥିବା ବେଳେ ଦୁଇ ଛାତ୍ର ନେତାଙ୍କ ଗିରଫ ପରେ ଚର୍ଚ୍ଚା ବିଚାରର ନିଆଁରେ ଘିଅ ପଡିବା ସଦୃଶ ହୋଇଥିଲା । କିଏ କ୍ରାଇମବ୍ରାଞ୍ଚକୁ ସାବାସୀ ଜଣାଇଥିଲା ତ ଆଉ କିଏ…

ଜରୁରୀ କାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଜରୁରୀ କାଳୀନ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ରାଜ୍ୟରେ ବଢ଼ୁଥିବା ଅପରାଧକୁ ଆଜି ଅପରାହ୍ନରେ ବସିବ ଜରୁରୀ କାଳୀନ ବୈଠକ।ଅପରାହ୍ନ ୩ଟାରେ ଲୋକସଭା ଭବନରେ ରାଜ୍ୟର ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବୈଠକ ବସିବାକୁ ଯାଉଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ…

ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲା: ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ

ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲାରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ଅଟକ ରଖିଲା ପୋଲିସ । ଚେନ୍ନାଇରୁ ଯୁବକକୁ ପୋଲିସ ଓଡ଼ିଶା ଆଣୁଥିବା ସୂଚନା ମିଳିଛି । ଯୁବକଙ୍କ ନାଁରେ ବ୍ଲାକ୍‌ମେଲିଂ କରିଥିବା ଅଭିଯୋଗ ରହିଛି। ମୁଖ୍ୟ ଅଭିଯୁକ୍ତ ହେଲା ଗଣେଶ୍ୱର…

ରାଜ୍ୟବ୍ୟାପି କଂଗ୍ରେସ ପାଳନ କରିବ ବିଶ୍ୱ ଆଦିବାସୀ ଦିବସ

ସମଗ୍ର ବିଶ୍ୱବାସୀଙ୍କ ସହ ତାଳ ମିଶାଇ ଆଦିବାସୀ ଅଧିକାର, ସଂସ୍କୃତି ଏବଂ ସ୍ଵାଭିମାନର ସୁରକ୍ଷା ପାଇଁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ତରଫରୁ, ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶକ୍ରମେ ବିଶ୍ୱ ଆଦିବାସୀ ଦିବସ ରାଜ୍ୟବ୍ୟାପି ଆସନ୍ତା ୮ ଏବଂ ୯…

କେନ୍ଦ୍ରାପଡ଼ା ଛାତ୍ରୀ ଆତ୍ମାହୂତି ଘଟଣାରେ ଚିନ୍ତା ପ୍ରକଟ କଲେ ନବୀନ ପଟ୍ଟନାୟକ

କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇର ଆଉ ଜଣେ ଛାତ୍ରୀ ନ୍ୟାୟ ପାଇଁ ନିବେଦନ କରିବା ପରେ ହତାଶ ହୋଇ ଆତ୍ମାହୂତି ଦେଇଥିବା ଘଟଣାରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରରକୁ ସମବେଦନା ଜଣାଇବା ସହିତ…

ପୂର୍ବତନ ମନ୍ତ୍ରୀ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମନମୋହନ ସାମଲ

ଖଣ୍ଡପଡା ରାଜା, ପୂର୍ବତନ ମନ୍ତ୍ରୀ, ପୂର୍ବତନ ଉପ ବାଚସ୍ପତି ତଥା ପୂର୍ବତନ ବିଧାୟକ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ ବିୟୋଗରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଶୋକ ପ୍ରକାଶ କରିଛନ୍ତି । ଜଣେ ପରୋପକାରୀ ନେତା ରୂପେ ବିଭୁତି ଭୂଷଣ ମର୍ଦ୍ଦରାଜଙ୍କ…