ରାଜ୍ୟ IAS ନିକୁଞ୍ଜ ଧଳଙ୍କୁ ହଠାତ୍ ଦାୟିତ୍ୱ ମୁକ୍ତ କଲେ ରାଜ୍ୟ ସରକାର May 2, 2025 Nirvay ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସ୍ୱତନ୍ତ୍ର ଦାୟିତ୍ୱରେ ଯୋଗ ଦେବା ପାଇଁ ବରିଷ୍ଠ ଆଇଏଏସ୍ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କୁ ହଠାତ୍ ରାଜ୍ୟ ସରକାର ଦାୟିତ୍ୱ ମୁକ୍ତ କରିଛନ୍ତି । ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ନିକୁଞ୍ଜ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ…
ରାଜ୍ୟ ନେପାଳୀ ଛାତ୍ରୀ ମୃତ୍ୟୁକୁ ନେଇ ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ କଲା UGC May 2, 2025 Nirvay କିଟ୍ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛି ୟୁଜିସି । ଭାରତର ସର୍ବୋଚ୍ଚ ଉଚ୍ଚଶିକ୍ଷା ନିୟାମକ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC), କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି (KIIT) କ୍ୟାମ୍ପସରେ ପୁଣି ଥରେ ଜଣେ…
ତାଜା ଖବର ରାଜ୍ୟ ଦୀଘା ମନ୍ଦିର ବିବାଦ: ତଦନ୍ତ ନିର୍ଦ୍ଦେଶ ଦେଲେ ଆଇନ ମନ୍ତ୍ରୀ May 2, 2025 Papirani ଦୀଘା ଜଗନ୍ନାଥ ମନ୍ଦିର ବିବାଦର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଶ୍ରୀମନ୍ଦିର ପ୍ରଶାସନକୁ ଅନ୍ତରୀଣ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ଏ ମାମଲାରେ ତଦନ୍ତ କରାଯାଇ ସତ୍ୟାସତ୍ୟ…
ତାଜା ଖବର ରାଜ୍ୟ ୧୦ ତାରିଖରେ ଓଡ଼ିଶା ଆସିବେ ଗୃହ ମନ୍ତ୍ରୀ ଅମିତ ଶାହ May 2, 2025 Papirani ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ ।ଆସନ୍ତା ୧୦ରେ ଦୁଇଦିନିଆ ଗସ୍ତରେ ଆସୁଛନ୍ତି ଅମିତ ଶାହ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେ କହିଛନ୍ତି ଗୃହ…
ତାଜା ଖବର ରାଜ୍ୟ ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ରେଜଲ୍ଟ: ଗଜପତିରେ ସର୍ବାଧିକ ଓ କୋରାପୁଟରେ ସର୍ବନିମ୍ନ ରହିଛି ପାସ୍ହାର May 2, 2025 Papirani ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ଫଳ। କଟକ ମାଧ୍ୟମିକ ବୋର୍ଡ ଅଫିସରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଚଳତବର୍ଷ ଗଜପତିରେ ପାସ୍ହାର ସର୍ବାଧିକ…
ତାଜା ଖବର ରାଜ୍ୟ ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ May 2, 2025 Papirani ଆଜି ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ଣ ୪ ଟା ସମୟରେ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସନ୍ଧ୍ୟା ୬ ଟା ପରେ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଚଳତବର୍ଷ…
ତାଜା ଖବର ରାଜ୍ୟ ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି May 2, 2025 Papirani ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି । କିଛି ମାସ ହେଲା ରାଜ୍ୟରେ ପାର୍ଟ ପ୍ଲଟ୍ ପଞ୍ଜୀକରଣ ବନ୍ଦ ହୋଇଥିବାବେଳେ ଆସନ୍ତା ମାସରେ ପୁଣି ପାର୍ଟ ପ୍ଲଟ୍ ପଞ୍ଜୀକରଣ ଆରମ୍ଭ ହେବାକୁ ଯାଉଛି । ଏନେଇ ଆଜି…
ତାଜା ଖବର ରାଜ୍ୟ ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ May 1, 2025 Nirvay ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଛନ୍ତି । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର…
ରାଜ୍ୟ କିଟ୍ରେ ପୁଣି ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା May 1, 2025 Nirvay କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ୍ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଜନିତ ପରବର୍ତ୍ତୀ ଘଟଣାକୁ ନେଇ ବିବାଦ ଥମିନଥିବା ବେଳେ ପୁଣି ଆଉ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ସାମ୍ନାକୁ ଆସିଛି । କିଟ୍ (KIIT) ବିଶ୍ଵବିଦ୍ୟାଳୟରେ ପୁଣି…
ରାଜ୍ୟ ସହରାଞ୍ଚଳର ଆର୍ଥିକ ଅନଗ୍ରସରଙ୍କ ପାଇଁ ଆରମ୍ଭ ହେଲା ‘ସହଯୋଗ’ May 1, 2025 Nirvay ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଅନଗ୍ରସରଙ୍କୁ ସରକାରୀ ଯୋଜନା ସହ ଯୋଡ଼ିବାର ଅନନ୍ୟ ପ୍ରୟାସ “ସହଯୋଗ” ର ଆଜି ଶୁଭାରମ୍ଭ କରିଛନ୍ତି । ହାତ ପାହାନ୍ତାରେ ବିଭିନ୍ନ ଯୋଜନାର ଫାଇଦା…