Tag: Odisha

ଭୁବନେଶ୍ୱର ବିମାନବନ୍ଦରରୁ କଟକ ବଡ଼ ମେଡିକାଲ ଯାଏଁ ସଂପ୍ରସାରଣ ହେବ ମେଟ୍ରୋ ପ୍ରକଳ୍ପ

ରାଜ୍ୟରେ ମେଟ୍ରୋ ଗଡିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ, ରାଜ୍ୟ ସରକାର ଗୁରୁବାର ଦିନ ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି । ଏହି ମେଟ୍ରୋ ଟ୍ରେନ୍‌ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା 

ତିନି ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ହେଲା ଭିତରକନିକା ଜାତୀୟ ଉଦ୍ୟାନ । ମେ ୧ ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ତିନି ମାସ ଧରି ବନ୍ଦ ରହିବ ଭିତରକନିକା । ବର୍ତମାନ କୁମ୍ଭୀର ମାନଙ୍କର ପ୍ରଜନନ ଋତୁ ଚାଲିଥିବା…

ଆଜି ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ; ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ତାତିରୁ ମିଳିଛି ଆଶ୍ୱସ୍ତି । ଆଜି ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ। ୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆଜି ପାଇଁ ସମ୍ପୂର୍ଣ୍ଣ…

ଜୟଦେବଙ୍କ ପୀଠକୁ ବିଶ୍ୱସ୍ତରୀୟ କରିବାପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଆଜି ଜୟଦେବ ଜୟନ୍ତୀ ଅବସରରେ ଜନ୍ମପୀଠ କେନ୍ଦୁବିଲ୍ୱ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି । ଏହି ଅବସରରେ ଜୟଦେବଙ୍କ ଗୀତଗୋବିନ୍ଦ କାଳିଦାସଙ୍କ ମେଘଦୂତ ସହିତ ସମକକ୍ଷ ବୋଲି ସେ କହିଛନ୍ତି । ଏହି ଅବସରରେ…

କୋଲକାତା ହୋଟେଲ ଅଗ୍ନିକାଣ୍ଡରେ ୪ ଓଡ଼ିଆଙ୍କ ମୃତ୍ୟୁ

କୋଲକାତାର ଏକ ଘରୋଇ ହୋଟେଲର ଅଗ୍ନିକାଣ୍ଡରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଜଗତସିଂହପୁର ଜିଲ୍ଲା ନନ୍ଦନ ଗାଁର ମନୋଜ ପାତ୍ର, ହରିପା ଗାଁର ଦୁଷ୍ମନ୍ତ କୁମାର ନାୟକ ଓ ଦୁଷ୍ମନ୍ତ କୁମାର ସ୍ୱାଇଁ । ସେହିଭଳି କଟକ…

ସୌମ୍ୟ ରଞ୍ଜନ ବିଶ୍ୱାଳ ପାଇଲେ ପ୍ରଥମ ମନୀଷ ଯୁବ ପୁରସ୍କାର

ଆଜି ଭୁବନେଶ୍ୱର ସ୍ଥିତ ମେ ଫେୟାର ଠାରେ ଦୈନିକ ସମ୍ବାଦ ନିର୍ଭୟ ପକ୍ଷରୁ ଆୟୋଜିତ ‘ମନୀଷ ସ୍ମାରକୀ’ ନିର୍ଭୟ ଯୁବ ପୁରସ୍କାର କାର୍ଯ୍ୟକ୍ରମରେ ଯୁବ ପରିବେଶବିତ୍ ସୌମ୍ୟ ରଞ୍ଜନ ବିଶ୍ୱାଳଙ୍କୁ ପ୍ରଥମ ନିର୍ଭୟ ଯୁବ ପୁରସ୍କାର ପ୍ରଦାନ କରାଯାଇଛି । ପୁରୀ…

ପ୍ରଭାସିନୀ ବେହେରା ଓ ଦେବୀ ଶବରଙ୍କୁ ମିଳିଲା ୧୦ଲକ୍ଷ ଟଙ୍କା ଲେଖାଏ ସହାୟତା; ମୁଖ୍ୟମନ୍ତ୍ରୀଙ୍କୁ ଉଭୟ ଜଣାଇଲେ କୃତଜ୍ଞତା

କଟକର ପ୍ରଭାସିନୀ ବେହେରା ଓ ରାୟଗଡାର ଦେବୀ ଶବର। ଉଭୟଙ୍କ ଆଖିରେ ଥିଲା କୃତଜ୍ଞତାର ଅଶ୍ରୁ। ସେମାନଙ୍କ ଦୁଃଖ ସମୟରେ ସେମାନଙ୍କୁ ସହାୟତାର ହାତ ବଢାଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ଲୋକପ୍ରିୟତା ହାସଲ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଡ୍ରପ୍‌ ଆଉଟ୍‌ ରୋକିବାକୁ ରାଜ୍ୟ ସରକାରଙ୍କ ପଦକ୍ଷେପ; ଆଜିଠାରୁ ମେ’ ୫ ତାରିଖ ଯାଏଁ ଚାଲିବ ସର୍ଭେ

ଡ୍ରପ୍‌ ଆଉଟ୍‌ ରୋକିବାକୁ ରାଜ୍ୟ ସରକାରଙ୍କ ପଦକ୍ଷେପ । ଅଧା ପାଠ ଛାଡ଼ିଥିବା ପିଲାଙ୍କୁ ଦିଆଯିବ ଅଧିକ ଗୁରୁତ୍ୱ । କେଉଁ କାରଣରୁ ଅଧାରୁ ପାଠ ପଢ଼ା ଛାଡ଼ିଲେ? ତାର କାରଣ ଖୋଜିବେ ଶିକ୍ଷକ । ଘରକୁ ଘର ବୁଲି ସର୍ଭେ…

ଶ୍ରମିକ ମାନଙ୍କ ସର୍ବନିମ୍ନ ଦୈନିକ ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରମିକ ମାନଙ୍କ ପାଇଁ ସର୍ବନିମ୍ନ ଦୈନିକ ମଜୁରୀରେ ୧୦ ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଆଜି ମଞ୍ଜୁରୀ ଦେଇଛନ୍ତି । ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ସୁନାମ ଅର୍ଜନ କରିଥିବା…

ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି

ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି ଇଡି । ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ମନି ଲଣ୍ଡରିଂ ନିବାରଣ ଆଇନ (PMLA), ଆକ୍ଟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ସମ୍ପତ୍ତି ଆଟାଚ୍ କରିଛି । ଜବତ ହୋଇଥିବା…