ତାଜା ଖବର ଦେଶ ରାଜନୀତି ରାଜ୍ୟ ଗନ୍ଧମାର୍ଦ୍ଧନ ପାହାଡ଼ ରହିଛି ୯୧୨ ପ୍ରକାରର ବନୌଷଧି ଗଛ August 2, 2024 Papirani ଆଜି ଲୋକସଭାରେ ପ୍ରସିଦ୍ଧ ଗନ୍ଧମାର୍ଦ୍ଧନ ପାହାଡ଼ ପ୍ରସଙ୍ଗ ଉଠାଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ପାଇକମାଳର ଏହି ପାହଡ ଉପରେ ସର୍ଭେ କରିବାକୁ ଦାବି ସହ ସେ କହିଛନ୍ତି ପାହାଡ଼ରେ ଅନେକ ପ୍ରକାରର ଔଷଧୀୟ ବୃକ୍ଷ ଅଛି । ଔଷଧୀୟ…
ରାଜ୍ୟ ଆଳୁ ସଙ୍କଟ: ପଶ୍ଚିମବଙ୍ଗ ଉପରେ ‘ଓଡ଼ିଆ ଅସ୍ମିତା’ ପ୍ରହାର August 1, 2024 Nirvay ରାଜ୍ୟରେ ଆଳୁ ଦର ବୃଦ୍ଧି ନେଇ ବହୁ ସମସ୍ୟା ହେବା ପରେ ଏବେ ଏଥିରେ ସୁଧାର ଆସିଛି। ଓଡ଼ିଶାକୁ ଉତ୍ତରପ୍ରଦେଶରୁ ଆଳୁ ଆସିଲା। ଧୀରେ ଧୀରେ ପଶ୍ଚିମବଙ୍ଗରୁ ଆଳୁ ଆସିବା କମ୍ କରାଯିବ ବୋଲିଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…
ତାଜା ଖବର ଦେଶ ରାଜନୀତି ରାଜ୍ୟ ପିସିସି ସଭାପତିଙ୍କ ନାମ ଘୋଷଣା ପାଇଁ କଂଗ୍ରେସ ହାଇକମାଣ୍ଡଙ୍କୁ ଜୟଦେବଙ୍କ ଚିଠି August 1, 2024 Papirani ଓଡ଼ିଶାରେ ତୁରନ୍ତ ପିସିସି ସଭାପତିଙ୍କ ନାମ ଘୋଷଣା କରିବା ପାଇଁ ଖଡ଼ଗେ, ରାହୁଲ ଓ ସୋନିଆଙ୍କୁ ଚିଠି ଲେଖିଲେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା । କଂଗ୍ରେସ ନେତାଙ୍କୁ ଏକଜୁଟ କରିବାକୁ ସହ ଯିଏ ଦଳକୁ ଆଗକୁ ନେବେ, ତାଙ୍କୁ…
ତାଜା ଖବର ରାଜ୍ୟ ୪ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା August 1, 2024 Nirvay ଘୂର୍ଣ୍ଣିବଳୟ ଓ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ…
ତାଜା ଖବର ରାଜ୍ୟ ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଉଦ୍ଧାର ହେଲେ ମହିଳା August 1, 2024 Nirvay ମହାନଦୀରେ ପ୍ରାୟ ୫୦ କିଲୋମିଟର ଭାସି ଆସିଲେ ମହିଳା। ଛତିଶଗଡ଼ ପୁରଥରୁ ମହାନଦୀ ପାଣିରେ ଭାସି ଆସି ସୁରକ୍ଷିତ ଅବସ୍ଥାରେ ଝାରସୁଗୁଡ଼ା ପଲସଦାରୁ ଉଦ୍ଧାର ହେଇଛନ୍ତି। ପଲସଦାଠାରେ ମତ୍ସ୍ୟଜୀବୀମାନଙ୍କ ଦ୍ୱାରା ମହିଳାଙ୍କୁ ଉଦ୍ଧାର କରାଯାଇଛି। ତେବେ ମହିଳା ଜଣଙ୍କ କିଏ ଓ…
ତାଜା ଖବର ରାଜ୍ୟ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା; ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି July 31, 2024 Papirani ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଥିବ ବେଳେ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାସହ ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ଧନୀ ଲୋକ ପାଉଛନ୍ତି ରାସନକାର୍ଡର ସୁବିଧା: ଖାଦ୍ୟ ଯୋଗାଣ ମନ୍ତ୍ରୀ July 31, 2024 Papirani ସପ୍ତଦଶ ବିଧାନସଭା ଅଧିବେଶନର ଆଜି ଅଷ୍ଟମ ଦିନରେ ସରଗରମ ହୋଇଛି ଗୃହ। ବିଧାନସଭାରେ ପୂର୍ବ ସରକାରଙ୍କ ଉପରେ ଦୋଷ ଲଦିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ବିଜେଡି ନେତାଙ୍କ ଜରିଆରେ ଧନୀ ଲୋକ ହାତେଇଛନ୍ତି…
ତାଜା ଖବର ରାଜନୀତି ରାଜ୍ୟ ୧୮ କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି July 31, 2024 Nirvay ରାଜ୍ୟର ୧୮ କେନ୍ଦ୍ରୀୟ ସମବାୟ ବ୍ୟାଙ୍କରେ ୧୪୭ କୋଟିର ଦୁର୍ନୀତି ହୋଇଛି । ୧୪୭ରୁ ମାତ୍ର ୧୪ କୋଟି ଆଦାୟ ହୋଇଥିବାବେଳେ ୫୨୧ ଜଣଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସୁନ୍ଦରଗଡ଼ରେ ୩୨ କୋଟି ୨୩ ଲକ୍ଷ, ସମ୍ବଲପୁରରେ ୩୦ କୋଟିର…
ତାଜା ଖବର ରାଜନୀତି ରାଜ୍ୟ ରାଜ୍ୟରେ ବେଆଇନ ଭାବେ ନିର୍ମାଣ ହୋଇଛି ୭୧୯ ଆପାର୍ଟମେଣ୍ଟ July 30, 2024 Papirani ଆଜି ବିଧାନସଭାର ସପ୍ତମ ଦିନରେ ରାଜ୍ୟରେ ଥିବା ଆପାର୍ଟମେଣ୍ଟକୁନେଇ କିଛି ଆଶ୍ଚର୍ଯ୍ୟ ଜନକ ତଥ୍ୟ ସାମ୍ନାକୁ ଆସିଛି । ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତରରେ ନିର୍ମାଣ ଓ ପୌର ଉନ୍ନୟନ ମନ୍ତ୍ରୀ କୃଷ୍ଣ…
ତାଜା ଖବର ରାଜ୍ୟ ସ୍ୱାସ୍ଥ୍ୟ ରାଜ୍ୟରେ ଚିନ୍ତା ବଢ଼ାଉଛି ଡେଙ୍ଗୁ: ହଜାର ଟପିଲା ଡେଙ୍ଗୁ ରୋଗୀଙ୍କ ସଂଖ୍ୟା July 29, 2024 Papirani ରାଜ୍ୟରେ ଡେଙ୍ଗୁ ଥମିବାର ନା ନେଉନି। ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ରାଜ୍ୟରେ ବଢିବାରେ ଲାଗିଛି । ଡେଙ୍ଗୁ ସଂକ୍ରମଣକୁ ରୋକିବା ପାଇଁ ସରକାର ବିଭିନ୍ନ ବ୍ୟବସ୍ଥା କରୁଥିଲେ ମଧ୍ୟ ଦିନକୁ ଦିନ ଏହା ବଢ଼ିବାରେ ଲାଗିଛି। ଗତ ବର୍ଷ…