ତାଜା ଖବର ରାଜ୍ୟ ଓଡ଼ିଶାରେ ଅଛନ୍ତି ୧୨ ପାକିସ୍ତାନୀ April 25, 2025 Papirani ଓଡ଼ିଶାରେ ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ପାକିସ୍ତାନୀ ।ସେମାନଙ୍କୁ ଭାରତ ଛାଡ଼ିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି । କେନ୍ଦ୍ର ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଏହି ପ୍ରକ୍ରିୟା ଆରମ୍ଭ ହୋଇଛି ।…
ତାଜା ଖବର ରାଜ୍ୟ ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ April 25, 2025 Papirani ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ । ଏ ନେଇ ଆଜି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ପ୍ରେମ୍ କୁମାର ଝା । ସେ କହିଛନ୍ତି ଜିନତ ଓ ଯମୁନାକୁ ମିଶାଇ ଶିମିଳିପାଳ ଜାତୀୟ ଉଦ୍ୟାନରେ ଅଛନ୍ତି ୪୦ ମହାବଳ…
ତାଜା ଖବର ରାଜ୍ୟ ଘରୋଇ ସ୍କୁଲ ମାଲିକଙ୍କୁ ଚେତାବନୀ; ଛୁଟିରେ ସ୍କୁଲ ଖୋଲିଲେ ହେବ ଆକ୍ସନ April 25, 2025 Papirani ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରାଜ୍ୟରେ ଅସହ୍ୟ ତାତି ସହିତ ଗୁଳୁଗୁଳି ଅନୁଭୂତ ହେଉଛି । ସେଥିପାଇଁ ଗ୍ରୀଷ୍ମ ଛୁଟି ପୂର୍ବରୁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି। ଯଦି ସରକାରଙ୍କ ନିର୍ଦେଶକୁ ଅବମାନନା କରାଯାଏ ତାଙ୍କ ପ୍ରତି ଆକ୍ସନ ନିଆଯିବା…
ତାଜା ଖବର ରାଜ୍ୟ ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍ ଜଜ୍ କୋର୍ଟ April 25, 2025 Papirani ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ହେଲା ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ ଜମନକିରା, ରାୟଗଡ଼ା…
ଦେଶ ରାଜନୀତି ରାଜ୍ୟ ସର୍ବଦଳୀୟ ବୈଠକରେ ବିଜେଡି ପକ୍ଷରୁ ଯୋଗଦେଲେ ସାଂସଦ ସସ୍ମିତ ପାତ୍ର April 24, 2025 Nirvay ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ର ସରକାର ଡାକିଥିବା ସର୍ବଦଳୀୟ ବୈଠକରେ ଆଜି ବିଜୁ ଜନତା ଦଳ ତରଫରୁ ସାଂସଦ ସସ୍ମିତ ପାତ୍ର ଯୋଗ ଦେଇଥିଲେ । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସର୍ବଦଳୀୟ ବୈଠକରେ…
ରାଜ୍ୟ ମୁମ୍ବାଇ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 24, 2025 Nirvay ଓଡ଼ିଶାରେ ଶିଳ୍ପର ଦ୍ରୁତ ବିକାଶ ସହିତ ବ୍ୟାପକ ନିଯୁକ୍ତି ସୃଷ୍ଟି କରିବା ଏବଂ ଆର୍ଥିକ ଅଭିବୃଦ୍ଧି ଘଟାଇବା ଉଦ୍ଦେଶ୍ୟ ରଖି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ମୁମ୍ବାଇ ଗସ୍ତରେ ଯାଇଛନ୍ତି । ଏପ୍ରିଲ ୨୪ରୁ ୨୬, ୩ ଦିନିଆ ମୁମ୍ବାଇ ଗସ୍ତରେ…
ରାଜ୍ୟ ଶିମିଳିପାଳକୁ ମିଳିଲା ଜାତୀୟ ଉଦ୍ୟାନ ମାନ୍ୟତା April 24, 2025 Nirvay ରାଜ୍ୟ ସରକାର ମୟୂରଭଞ୍ଜ ଜିଲ୍ଲାରେ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣକୁ ଜାତୀୟ ଉଦ୍ୟାନ ଭାବରେ ଘୋଷଣା କରିଛନ୍ତି । ଜାତୀୟ ଉଦ୍ୟାନ ମାନ୍ୟତା ପାଇବା ନେଇ ସମସ୍ତ ପ୍ରକାରର ପ୍ରକ୍ରିୟା ଶେଷ ହୋଇଥିବା ସୂଚନା ମିଳିଛି । ଜଙ୍ଗଲ, ପରିବେଶ ଏବଂ ଜଳବାୟୁ…
ତାଜା ଖବର ରାଜ୍ୟ ହସ୍ପିଟାଲ୍ ଲିଫ୍ଟରେ ଚାପି ହୋଇ ମହିଳାଙ୍କ ମୃତ୍ୟୁ April 24, 2025 Papirani ଭଦ୍ରକ ଜିଲ୍ଲା ହସ୍ପିଟାଲରେ ଘଟିଛି ଅଭାବନୀୟ ଘଟଣା । ହସ୍ପିଟାଲରେ ଥିବା ଲିଫ୍ଟରେ ଚାପି ହୋଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଏ ଘଟଣା ପରେ ହସ୍ପିଟାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି । ଖବର ପାଇ ପୋଲିସ ଘଟଣାସ୍ଥଳରେ…
ରାଜ୍ୟ ବିଭିନ୍ନ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ April 23, 2025 Nirvay ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ ଶକ୍ତି ବିଭାଗ ଅଧିନସ୍ଥ ଓଡ଼ିଶା ଜଳ ବିଦ୍ୟୁତ ନିଗମ (OHPC) ଏବଂ ଓଡ଼ିଶା ଶକ୍ତି ଉତ୍ପାଦନ ନିଗମ…
ରାଜ୍ୟ ରାଜ୍ୟରେ ଗଠନ ହେବ ୨୦ ନୂଆ ଏନଏସି April 23, 2025 Nirvay ରାଜ୍ୟରେ ଆଉ ୨୦ଟି ନୂଆ ଏନଏସି ଗଠନ ହେବା ନେଇ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି ଘୋଷଣା କରିଛନ୍ତି । ଏହି ସମ୍ବନ୍ଧୀୟ ତର୍ଜମା ପାଇଁ ପଞ୍ଚାୟତିରାଜ ବିଭାଗକୁ ନଗର ଉନ୍ନୟନ ବିଭାଗ ପଠାଇଛି ।…