Tag: Odisha

ରାଜ୍ୟବାସୀ ମର୍ମାହତ ହେବା ପରି କିଛି ନକରନ୍ତୁ ବିଜେପି ସରକାର: ବିଜେଡି

ବିଜେପି ସରକାର ପୂର୍ବରୁ ରହିଥିବା ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନର ନାଁ ପରିବର୍ତନ କରି ଓଡିଶା ରାଜ୍ୟ କ୍ରୀଡା ସମ୍ମାନ ରଖିବା ପାଇ ଘୋଷଣା କରିବା ପରେ ଏହି ନିଷ୍ପରିକୁ କଡା ବିରୋଧ କରିଛନ୍ତି ବିଜେଡି ବିଧାୟକ ଡ. ଅରୁଣ କୁମାର…

ଅବପାତ ପ୍ରଭାବରୁ ଜାରି ହେଲା ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ବଙ୍ଗୋପସାଗରରେ ଗତକାଲି ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ସକାଳରେ ଅବପାତରେ ପରିଣତ ହୋଇଛି। ଅବପାତ ପ୍ରଭାବରେ ରାଜ୍ଯରେ ଜାରି ରହିଛି ପ୍ରବଳ ବର୍ଷା । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି…

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍

ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍ ଭାବରେ ଓଡ଼ିଶାର ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ନିଯୁକ୍ତ ହୋଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଓଡ଼ିଶାର ଏଜି ଭାବେ ନିଯୁକ୍ତି ଦେଇଛନ୍ତି। ଆଇନ୍ କ୍ଷେତ୍ରରେ ପୀତାମ୍ବର ଆଚାର୍ଯ୍ୟଙ୍କର ଦୀର୍ଘଦିନର ଅଭିଜ୍ଞତା ରହିଛି। ପୀତାମ୍ବର…

ଓଡ଼ିଶା ସରକାରୀ ପ୍ରେସ୍‌ରେ ତିନି ଜଣ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ଓଡ଼ିଶା ସରକାରୀ ପ୍ରେସ୍‌ରେ ଅସଦାଚରଣ ଶିକାର ହୋଇଛନ୍ତି ତିନି ଜଣ ଯୁବତୀ । ମଧୁପାଟଣାସ୍ଥିତ ଓଡ଼ିଶା ସରକାରୀ ପ୍ରେସ୍‌ର ଆଟାଚ୍‌ ବାଇଣ୍ଡିଂ ସେକ୍ସନରେ ପ୍ରଶିକ୍ଷଣ ନେଉଥିବା ତିନି ଜଣ ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଥିବାର ଦେଖା ଯାଇଛି…

ବ୍ଲାକରୋଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି

ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ। ଏଥିରେ ବହୁ ବିଜେଡି ନେତା ସମ୍ପୃକ୍ତ ଥିବାରୁ ପୂର୍ବ ସରକାର ଘଟଣାକୁ ଚାପି ରଖିଥିଲେ ବୋଲି କହିଛନ୍ତି । ପୂର୍ବରୁ ବିଜେପି ବ୍ଲାକରୋଜର…

୨୧ରେ ସର୍ବଦଳୀୟ ବୈଠକ

ଆସନ୍ତା ୨୧ ତାରିଖରେ ସର୍ବଦଳୀୟ ବୈଠକ ବସିବ । ୨୩ ତାରିଖରେ ଉପବାଚସ୍ପତି ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ହେବ । ଏହାପରେ ୨୪ ତାରିଖରେ ନିର୍ବାଚନ ହେବ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ବିଧାନସଭା ସୁରୁଖୁରରେ ଚଳାଇବା…

ଆଜି ଚତୁର୍ଦ୍ଧାବିଗ୍ରହଙ୍କ ନୀଳାଦ୍ରି ବିଜେ

ଆସନ୍ତାକାଲିଠାରୁ ପୁଣି ରତ୍ନସିଂହାସନରୁ ଭକ୍ତଙ୍କୁ ଦର୍ଶନ ଦେବେ ଠାକୁର। ଚଳିତ ବର୍ଷ ଶାନ୍ତି ଶୃଙ୍ଖଳାରେ ରଥଯାତ୍ରା ଶେଷ ହେବା ସହିତ ସରିଲା ମହାପ୍ରଭୁଙ୍କ ୧୨ ଦିନିଆ ଜନ୍ମବେଦୀ ଲୀଳା । ଆଜି ଚତୁର୍ଦ୍ଧାବିଗ୍ରହଙ୍କ ନୀଳାଦ୍ରି ବିଜେ । ରଥ ଉପରେ ଥିବା…

ଅଧ୍ଯକ୍ଷଙ୍କ ଲୋକ ଟେଣ୍ଡର ନପାଇବାରୁ ବାତିଲ ହେବ ବିଜୁ ସଭାଘର ?

ନବୀନ ସରକାରରେ କିଭଳି ଟେଣ୍ଡର ଫିଲିଂ ହେଉଥୁଲା, ଭାତ ହାଣ୍ଡିରୁ ଗୋଟିଏ ଚିପିଲା ପରି ଏଠାରେ ଗୋଟିଏ ଉଦାହରଣ ଦେଲେ ଯଥେଷ୍ଟ ହେବ । ପିସି ବନ୍ଦ କରିବା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଆହ୍ବାନ ଦେବା ପରେ ପିସି…

ଆରମ୍ଭ ହେଲା ରାଜ୍ୟ ସରକାରଙ୍କ ତୃତୀୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକ

ଆଜି ଲୋକସଭା ଭବନରେ ବସିଛି କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଲୋକସେବା ଭବନରେ ଆରମ୍ଭ ହୋଇଛି। ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକରେ ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ…

୯ଟା ୫୧ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ଆଜି ପୁଣି ଖୋଲାଯିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗତ ରବିବାର ବାହାର ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡ଼ିକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର ହୋଇଥିଲା। ଆଜି ଭିତର ରତ୍ନଭଣ୍ଡାରର ଖୋଲିବ। କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ଵନାଥ ରଥ କହିଛନ୍ତି ନିର୍ଦ୍ଧାରିତ ସମୟ ୯ଟା ୫୧…