ରାଜନୀତି ରାଜ୍ୟ ୱକ୍ଫ ସଂଶୋଧନ ସପକ୍ଷରେ ଭୋଟ୍ ଦେଇଥିବା କହିଲେ ସାଂସଦ ସୁଲତା ଦେଓ April 23, 2025 Nirvay ୱକ୍ଫ ସଂଶୋଧନ ସପକ୍ଷରେ ଭୋଟ୍ ଦେଇଥିବା କହିଲେ ବିଜେଡି ରାଜ୍ୟସଭା ସାଂସଦ ସୁଲତା ଦେଓ । ବିବେକ ଅନୁସାରେ ଭୋଟ୍ ଦେବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଥିବା ଦେଓ କହିଛନ୍ତି । ରାଜ୍ୟସଭାରେ ବିଜେଡିର ୭ ସଦସ୍ୟ ଥିବାବେଳେ ୪…
ତାଜା ଖବର ରାଜ୍ୟ ପୂର୍ତ୍ତ ବିଭାଗର ବିଭାଗର “ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ April 23, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଆଜି ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପ ଗୁଡିକର ବାସ୍ତବ ସମୟରେ ତଦାରଖ କରାଯାଇ ପାରିବ ଏବଂ ପ୍ରକଳ୍ପ ଗୁଡିକ ନିର୍ଭୁଲ ଭାବରେ…
ତାଜା ଖବର ରାଜ୍ୟ ରାଜ୍ୟ କ୍ୟାବିନେଟ୍ରେ ୭ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ April 23, 2025 Papirani ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି । ଏହି କ୍ୟାବିନେଟ୍ ବୈଠକରେ ୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା । ଦୀର୍ଘ ଅଢେଇ ଘଣ୍ଟା ଧରି…
ତାଜା ଖବର ରାଜ୍ୟ ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍ ଜଜ୍ କୋର୍ଟ April 23, 2025 Papirani ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ ପରାମର୍ଶ…
ରାଜ୍ୟ ଦେବ ପ୍ରସାଦ ଦାଶ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ April 23, 2025 Nirvay ବରିଷ୍ଠ ପ୍ରଶାସନିକ ଅଧିକାରୀ ଦେବ ପ୍ରସାଦ ଦାଶ, ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ଦେବ ପ୍ରସାଦ ଦାଶ ବର୍ତ୍ତମାନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସ୍ଵତନ୍ତ୍ର…
ରାଜ୍ୟ ଜଳୁଛି ପଶ୍ଚିମ ଓଡ଼ିଶା; ୪୬ ଡିଗ୍ରୀ ଟପିଲା ଝାରସୁଗୁଡ଼ା April 22, 2025 Nirvay କେଉଁଠି ତାତି ତ ଆଉ କେଉଁଠି ଗୁଳୁଗୁଳି ଅସ୍ତବ୍ୟସ୍ତ କରି ପକାଇଛି । ଏଇ ମଧ୍ୟରେ ପଶ୍ଚିମ ଓଡ଼ିଶା ଜଳୁଛି । ରାଜ୍ୟରେ ଚଳିତ ବର୍ଷ ପ୍ରଥମ କରି ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି । ଓଡ଼ିଶାରେ ଅସହ୍ୟ…
ରାଜ୍ୟ କୋଟିଆ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା; ସ୍ଥିତି ଅନୁଧ୍ୟାନ ପାଇଁ ଗଠିତ ହେବ କମିଟି April 22, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କୋରାପୁଟ ଜିଲ୍ଲାର କୋଟିଆ ଗ୍ରାମ ପଞ୍ଚାୟତ ସଂପର୍କରେ ସମୀକ୍ଷା କରି ସାମ୍ପ୍ରତିକ ସ୍ଥିତି ଅନୁଧ୍ୟାନ କରିବା ପାଇଁ ଏକ କମିଟି ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ବୈଠକରେ ଏ ସଂପର୍କରେ ବିସ୍ତୃତ ଆଲୋଚନା…
ଦେଶ ରାଜ୍ୟ କାଶ୍ମୀର ପହେଲଗାମରେ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିନ୍ଦା April 22, 2025 Nirvay ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ…
ରାଜ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ଆସନ୍ତାକାଲି ଠାରୁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର April 22, 2025 Nirvay ଆସନ୍ତାକାଲି ଠାରୁ ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ୍ ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ…
ତାଜା ଖବର ରାଜ୍ୟ ଡେଲାଙ୍ଗ ନାବାଳକ ହତ୍ୟାକାଣ୍ଡ ଘଟଣା; ହତ୍ୟା ପୂର୍ବରୁ ଦିଆଯାଇଥିଲା ଯୌନ ନିର୍ଯାତନା: ଏସ୍ପି April 22, 2025 Papirani ଡେଲାଙ୍ଗ ରତନପୁର ନାବାଳକ ବର୍ବର ହତ୍ୟାକାଣ୍ଡକି ନେଇ ଆଜି ସାମ୍ୱାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି ପୁରୀ ଏସପି । ସେ କହିଛନ୍ତି ପିଲାକୁ ହତ୍ୟା ପୂର୍ବରୁ ଯୌନ ନିର୍ଯାତନା ଦିଆଯାଇଛି । ପ୍ରଭାକର ସାହୁ ଏକମାତ୍ର ଅଭିଯୁକ୍ତ ବୋଲି ଜଣାପଡ଼ିଛି…