Tag: Odisha

No Forced Chanda Collections During Festivities: ଜୋର ଜବରଦସ୍ତ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ: କମିଶନରେଟ୍ ପୋଲିସର କଡ଼ା ଚେତାବନୀ

ଆଗାମୀ ପାର୍ବଣ ଋତୁ ପୂର୍ବରୁ ରାଜ୍ୟରେ ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ଜୋରଜବରଦସ୍ତ ଚାନ୍ଦା ଆଦାୟକାରୀଙ୍କ ବିରୋଧରେ କମିଶନରେଟ୍ ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ…

SI Exam Scam: ପୋଲିସ SI ପରୀକ୍ଷା ସ୍କାମ୍ ଘଟଣା; CBI ସ୍କାନରରେ ଜେଲ୍ ଡିଜି ସୁଶାନ୍ତି ନାଥ

ପୋଲିସ ସବ୍-ଇନ୍ସପେକ୍ଟର (SI) ପରୀକ୍ଷା ଦୁର୍ନୀତି ଅଭିଯୋଗ ମାମଲାରେ ଏବେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (ସିବିଆଇ) ର ସ୍କାନରକୁ ଆସିଛନ୍ତି ଜେଲ୍ ଡିଜି ସୁଶାନ୍ତ ନାଥ। CBI ପକ୍ଷରୁ ରାଜ୍ୟ ସରକାରଙ୍କୁ ଏହି ମାମଲା ସମ୍ପର୍କିତ ଦେଇଥିବା ଏକ ଗୁରୁତତ୍ୱପୂର୍ଣ୍ଣ ପତ୍ର…

Heavy Rain Alert in Odisha: ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପଶ୍ଚିମ ଓ ଉତ୍ତର ଓଡ଼ିଶା ପାଇଁ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ବିଶେଷ ସତର୍କସୂଚନା…

OSDMA to Sign 2 Major MoUs: ଆସନ୍ତା ୨ରେ ୟୁଏନ୍‌ଡିପି ଓ ସିଭିକ୍‌ଡାଟାଲ୍ୟାବ୍ ସହ ଓସ୍‌ଡମାର ୨ଟି ଏମ୍ଓୟୁ

ରାଜ୍ୟରେ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ପ୍ରଭାବଶାଳୀ କରିବା ପାଇଁ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ପ୍ରାଧିକରଣ (OSDMA) ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଆସନ୍ତା ସେପ୍ଟେମ୍ବର ୨ ତାରିଖରେ OSDMA ଦୁଇଟି ପ୍ରମୁଖ ସଂସ୍ଥା ୟୁଏନଡିପି…

State-Level Local Self-Government Day: ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ପାଳିତ; ୫୯୩ଟି ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ଆୟୋଜିତ ହୋଇଛି ସ୍ୱାୟତ୍ତ ଶାସନ ଦିବସ-୨୦୨୬ ପାଳନ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଆମ ସହର କେବଳ ବାସ ସ୍ଥାନ ନୁହେଁ, ସହର ହେଉଛି…

Local Self-Government Day: ୨୮ଟି ନୂତନ ଅର୍ବାନ ଲୋକାଲ ବଡି ପାଇଁ ୫୬୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟ ସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ଭୁବନେଶ୍ୱରସ୍ଥିତ OUAT କୃଷି ଶିକ୍ଷା ସଦନଠାରେ ଏକ ବିରାଟ ସାଧାରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି ରାଜ୍ୟର ୬୨ଟି ସହର ଓ ସହରାଞ୍ଚଳ…

Odisha BJP State Executive Meeting: ସେପ୍ଟେମ୍ବର ୫ ଓ ୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ

ଆସନ୍ତା ସେପ୍ଟେମ୍ବର ୫ ଏବଂ ୬ ତାରିଖରେ ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଦୁଇ ଦିନିଆ ବୈଠକ ଢେଙ୍କାନାଳଠାରେ ଆୟୋଜିତ ହେବା ନେଇ ଚର୍ଚ୍ଚା ଜୋର ଧରିଛି। ତେବେ ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି…

Rice ATM Opens in Dhenkanal: ଢେଙ୍କାନାଳରେ ଉଦ୍‌ଘାଟିତ ହେଲା ‘ଚାଉଳ ATM’: ୨୪ ଘଣ୍ଟା ମିଳିବ ସେବା

ରାଜ୍ୟରେ ଚାଉଳ ବଣ୍ଟନ ପ୍ରଣାଳୀ (PDS) କୁ ଅଧିକ ସରଳ, ପାରଦର୍ଶୀ ଓ ସୁବିଧାଜନକ କରିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ। ଭୁବନେଶ୍ୱର ଓ ଝାରସୁଗୁଡ଼ା ପରେ ଏବେ ଢେଙ୍କାନାଳ ଜିଲ୍ଲାରେ ଖୋଲିଛି ବହୁ ପ୍ରତୀକ୍ଷିତ ଚାଉଳ ATM। ହିତାଧିକାରୀମାନେ ଦିନର…

Pitabas Panda Murder Case: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା: ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

ବ୍ରହ୍ମପୁରର ବିଶିଷ୍ଟ ଆଇନଜୀବୀ ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ମିଳିଛି ଆଶ୍ୱସ୍ତି। ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁଖ୍ୟ ଷଡ଼ଯନ୍ତ୍ରକାରୀ ଭାବେ ୨୨ ଅକ୍ଟୋବର ୨୦୨୫ରେ…