Tag: Odisha

BJD Press Meet: ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ବିଗିଡ଼ିବାରେ ଲାଗିଛି, ସରକାରଙ୍କ ନିଘା ନାହିଁ: ବିଜେଡି

କଟକ ବଡ଼ ମେଡିକାଲରେ ଡାଏଲେସିସ ବ୍ୟବସ୍ଥା ଗତ କିଛି ଦିନ ହେଲା ଅଚଳ ହୋଇ ପଡିଥିବାରୁ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କେବେ ଏହା ପୁନଃ କାର୍ଯ୍ୟକ୍ଷମ ହେବ ତାର ମଧ୍ୟ କୌଣସି ସୂଚନା ମିଳୁ ନଥିବାରୁ…

Bargarh Dhanu Yatra: ବରଗଡ଼ ଧନୁଯାତ୍ରା ନିମନ୍ତେ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ ନିମନ୍ତେ ନିଷ୍ପତ୍ତି

ବରଗଡ଼ ଧନୁଯାତ୍ରା ନିମନ୍ତେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ରାଶି ପ୍ରଦାନ କରାଯିବ। ସଂସ୍କୃତି ମନ୍ତ୍ର ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।…

Shark Fish Caught: ଜାଲରେ ପଡ଼ିଲା ୩୦ ଫୁଟରୁ ଅଧିକ ଲମ୍ବର ସାର୍କ

ବାଲେଶ୍ବର ଭୋଗରାଇ ମନୋରମ ବେଳାଭୂମି ତାଳସାରୀରେ ଗତ କାଲି ରାତିରେ ପ୍ରାୟ ୩୦ ଫୁଟରୁ ଅଧିକ ଲମ୍ବର ଏକ ସାର୍କ ଲାଗିଛି। ମାଛଟିର ଓଜନ ପ୍ରାୟ ୫୦ କୁଇଣ୍ଟାଲରୁ ଅଧିକ ହେବ ବୋଲି ଜଣାପଡିଛି। ସୂଚନା ଅନୁସାରେ, ଆଜି ସକାଳୁ ସକାଳୁ…

Mahanadi Water Dispute: ମହାନଦୀ ଜଳ ବିବାଦ: ଆସନ୍ତାକାଲି ଅନୁଷ୍ଠିତ ହେବ ଓଡ଼ିଶା-ଛତିଶଗଡ଼ର ଯୁଗ୍ମ ବୈଷୟିକ କମିଟି ବୈଠକ

ମହାନଦୀ ଜଳ ବିବାଦ ମାମଲାରେ ଆସନ୍ତାକାଲି ବସିବ ବଡ଼ ବୈଠକ । ଓଡ଼ିଶା-ଛତିଶଗଡ଼ର ଯୁଗ୍ମ ବୈଷୟିକ କମିଟି ବୈଠକ ଅନୁଷ୍ଠିତ ହେବ । ଆସନ୍ତା ୨୦ ତାରିଖରେ ରହିଛି ଟ୍ରିବୁନାଲରେ ଶୁଣାଣି । ଏ ନେଇ ଗୃହରେ ସଂସଦୀୟ ବ୍ୟାପାର ମନ୍ତ୍ରୀ…

Ramadevi Choudhury: ରମାଦେବୀ ଚୌଧୁରୀଙ୍କ ଜନ୍ମଜୟନ୍ତୀ ପାଳନ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ନିନ୍ଦନୀୟ: ବିଜେଡି

ମହାନ ନାରୀନେତ୍ରୀ ଓ ସ୍ୱାଧୀନତା ସଂଗ୍ରାମୀ ରମାଦେବୀ ଚୌଧୁରୀଙ୍କ ଜନ୍ମଜୟନ୍ତୀ ପାଳନକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ଉପରେ ପ୍ରଶ୍ନ ଉଠାଇ ବିଜୁ ଜନତା ଦଳ ଆଜି ବର୍ଷିଛି । ପୂଜ୍ୟପୂଜା ପରମ୍ପରା ଓଡ଼ିଆ ସଂସ୍କୃତିର ପ୍ରତୀକ ହୋଇଥିବା ବେଳେ ରାଜ୍ୟ…

Mukhyamantri Bayu Swasthya Seva: ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟସେବା ବିଶେଷଜ୍ଞ ଟିମ୍

ଉପାନ୍ତ ଅଞ୍ଚଳରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟସେବା’ ଯୋଜନା ଦ୍ୱାରା ଉନ୍ନତମାନର ସ୍ୱାସ୍ଥ୍ୟସେବା ପ୍ରଦାନ ଅଧିକ ସୁନିଶ୍ଚିତ ହୋଇପାରୁଛି । ଏହି କ୍ରମରେ ମାଲକାନଗିରି ଜିଲ୍ଲାବାସୀଙ୍କୁ ଉଚ୍ଚମାନର ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ଵାସ୍ଥ୍ୟ ସେବା ଯୋଜନା’ ରେ ଆଜି ଶ୍ରୀ…

ଚଳିତ ବର୍ଷ ୧୮୧୧୧ ଏକରରୁ ଅଧିକ ଗଞ୍ଜେଇ ଚାଷ ନଷ୍ଟ କରିଛି ଓଡ଼ିଶା ପୁଲିସ

ବେଆଇନ ଗଞ୍ଜେଇ ଚାଷ ରୋକିବାରେ ଓଡ଼ିଶା ପୋଲିସ ନିରନ୍ତର ଉଦ୍ୟମ କରିବା ସହିତ ଚଢାଉ ଅଭିଯାନ ଜାରି ରଖିଛି । ସ୍ଵତନ୍ତ୍ର ଯୋଜନା, ନୂତନ କୌଶଳ, ଡ୍ରୋନ ଏବଂ ସାଟେଲାଇଟ ଦ୍ଵାରା ଗଞ୍ଜେଇ ଚାଷ ଜମି ଠାବ କରିବା ସହ ଗୁଇନ୍ଦା…

Plus Two Exams: ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଯୁକ୍ତ ଦୁଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି । ଫେବ୍ରୁଆରୀ ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା ।ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ଯାଏଁ ହେବ ଯୁକ୍ତ ଦୁଇ ପରୀକ୍ଷା । ଏ ନେଇ ଆଜି ପରୀକ୍ଷା ତାରିଖ…

Pending Electricity Bills: ରାଜ୍ୟରେ ବାକି ପଡ଼ିଛି ପ୍ରାୟ ୭ ହଜାର କୋଟି ଟଙ୍କାର ବିଦ୍ୟୁତ୍ ବିଲ୍

ରାଜ୍ୟରେ ବିଦ୍ୟୁତ୍ ବିଲ୍ ବାକି ପଡ଼ିଛି ପ୍ରାୟ ୭ ହଜାର କୋଟି ଟଙ୍କା । ଏ ନେଇ ଆଜି ରାମଚନ୍ଦ୍ର କାଡ଼ାମ୍‌ଙ୍କ ପ୍ରଶ୍ନରେ ଉତ୍ତର ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଆଜି ଗୃହରେ ରାମଚନ୍ଦ୍ର କାଡ଼ାମ୍‌ ପ୍ରଶ୍ନ କରିଥିଲେ ଯେ…

River Pollution: ନଦୀ ଜଳ ଦୂଷିତ ହେଲେ ଦାୟୀ ରହିବେ ଅଧିକାରୀ

ନଦୀ ଜଳ ଦୂଷିତ ହେଲେ ଦାୟୀ ରହିବେ ଅଧିକାରୀ । ଏ ନେଇ ଆଜି ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ସେ କହିଛନ୍ତି ବିଭାଗ ପକ୍ଷରୁ ନଦୀ ଜଳକୁ ୩ ମାସରେ ଥରେ…