Tag: Odisha

ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ

ବଦଳିଲା ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ । ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ। ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଆଇଡି କାର୍ଡ ରଙ୍ଗ ବଦଳିଲା।୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପିନ୍ଧିବେ ଛାତ୍ରଛାତ୍ରୀ। ଏନେଇ ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ…

କେବେ ଖୋଲିବ ବଳଙ୍ଗା ରହସ୍ୟ ?

ବଳଙ୍ଗା ପୀଡ଼ିତା ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି । ଚିକିତ୍ସା ଚାଲିଛି। ଅବସ୍ଥା ଭଲ ବୋଲି କୁହାଯାଉଚି । ୟା’ଭିତରେ ଶଙ୍ଖ ନେତାମାନେ ତାଙ୍କୁ ଦେଖି ଆସିଚନ୍ତି । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ମ୍ୟାଡମ ବି ହସ୍ପିଟାଲ ଯାଇ ବୁଲି ଆସିଲେଣି ।…

ଘୋଷଣା ହେଲା ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର

ଲରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା । ୪ କୋଟିର ପୁରସ୍କାର ରାଶି ଘୋଷଣା । ପୁରସ୍କାର ରାଶି ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ୩ଟି ସ୍ତରରେ ତଥା ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ପୁରସ୍କାର ଦିଆଯିବା…

ହ୍ୟାକ୍ ହୋଇଥିବା ଇନଷ୍ଟାଗ୍ରାମ ଆଇଡିକୁ ରିଟ୍ରିଭ କଲା ଉଚ୍ଚଶିକ୍ଷା ବିଭାଗ

ହ୍ୟାକରଙ୍କ ଟାର୍ଗେଟରେ ଶିକ୍ଷା ସାଇଟ୍। ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌। ଉଚ୍ଚଶିକ୍ଷା ବିଭାଗର ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟ ଆଜି ସକାଳେ କିଛି ସମୟ ପାଇଁ ହ୍ୟାକ୍ ହୋଇଥିବାର ଜଣାପଡିଛି। ବିଭାଗର କାର୍ଯ୍ୟକଳାପ ସହ ସମ୍ପୃକ୍ତ ନଥିବା କିଛି ପୋଷ୍ଟ ଇନ୍‌ଷ୍ଟାଗ୍ରାମ୍ ଆକାଉଣ୍ଟରେ…

ବନବାସୀ ଆଶ୍ରମ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ  ମୋହନ ମାଝୀ 

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ବନବାସୀ କଲ୍ୟାଣ ଆଶ୍ରମ ପରିସରରେ ଆଶ୍ରମ ଅନ୍ତେବାସୀ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମର ଆଜି ଥିଲା…

ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଅଗଷ୍ଟ ୯ ତାରିଖ ରାକ୍ଷୀ ପୂର୍ଣ୍ଣିମାରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି ଟଙ୍କା। ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଅଗଷ୍ଟ ୯ରେ ସୁଭଦ୍ରା…

ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ

ବିପଦ ସଙ୍କେତ ଉପରେ ବୈତରଣୀ ନଦୀର ବନ୍ୟା ଜଳ ପ୍ରବାହିତ। ଆନନ୍ଦପୁରରେ ବୈତରଣୀର ବିପଦ ସଂକେତ ୩୮.୩୬ ମିଟର ଥିବା ବେଳେ ଏହା ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି। ସେହିପରି ଯାଜପୁର ଜିଲ୍ଲା ଆଖୁଆପଦା, ବଲ୍ଲୀଘାଟ ଓ ଦଶରଥପୁରରେ ବିପଦ…

ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ

କମିସନରେଟ୍‌ ପୁଲିସ ଆଜି ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ପାଞ୍ଚ ଜଣ ସହଯୋଗୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ଜାମିନ କୋର୍ଟରେ ନାମଞ୍ଜୁର ହେଲା ପରେ ସେମାଙ୍କୁ ଝାରପଡ଼ା ଜେଲ୍‌କୁ ପଠାଇ ଦିଆ ଯାଇଛି । ଅମରେଶ ଜଣେ ନାବାଳିକାଙ୍କୁ…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ ପରେ ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା

ରାଜ୍ୟ ସରକାର ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଟେଣ୍ଡର ବାତିଲ କରିବା ପରେ ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ‘ଏକ୍ସ’ରେ ପ୍ରତିକ୍ରିୟା ପ୍ରକାଶ କରି ସେ କହିଛନ୍ତି ଯେ,…

ଅଟଳ ପ୍ରତିଭା ସମ୍ମାନ ୨୦୨୫ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଅଟଳ ଯୁବଶକ୍ତି ଅନୁଷ୍ଠାନ, ଯୁଗ ପୁରୁଷ ପୂଜ୍ୟ ବାଜପେୟୀଜୀଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଏକ ସ୍ଵତନ୍ତ୍ର ସମାରୋହ ତଥା ଓଡିଶାର ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ମାନଙ୍କୁ ସମ୍ମାନିତ କରିବା ଏକ ଅନନ୍ୟ ବିଷୟ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି…